ଚାହିଦା ପୂରଣ ଲାଗି ପିଆଜ ଆମଦାନୀ କରୁଛି ଏମ୍‌ଏମ୍‌ଟିସି

ନୂଆଦିଲ୍ଲୀ,୭-୧୨: ରାଷ୍ଟ୍ରାୟତ୍ତ ଟ୍ରେଡିଂ କମ୍ପାନୀ ଏମ୍‌ଏମ୍‌ଟିସି ବିଦେଶରୁ ପିଆଜ ଆମଦାନୀ କରୁଛି। ଚାହିଦା ପୂରଣ ଏବଂ ଦରବୃଦ୍ଧିକୁ ରୋକିବା ଲାଗି ଏମଏମ୍‌ଟିସି ଏଭଳି ପଦକ୍ଷେପ ଗ୍ରହଣ କରୁଥିବା…

୬୩,୪୯୩ ୟୁନିଟ ଯାନ ପ୍ରତ୍ୟାହାର କଲା ମାରୁତି

ନୂଆଦିଲ୍ଲୀ,୭-୧୨: କେତେକ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାରୁତି ସୁଜୁକି ଇଣ୍ଡିଆ ଏହାର ୬୩,୪୯୩ ୟୁନିଟ ଯାନ ପ୍ରତ୍ୟାହାର କରି ନେଇଛି। ଏହି ଯାନଗୁଡିକ ସିଆଜ, ଏର୍ଟିଗା ଏବଂ…

କାର୍ଯ୍ୟରେ ଅବହେଳା, ବରଡାବିଲି ପିଇଓ ନିଲମ୍ବିତ

ଛତ୍ରପୁର,୭ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବରଡାବିଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସଂଧ୍ୟା ରାଣୀ ବେହେରାଙ୍କୁ ଶୁକ୍ରବାର ଚାକିରିରୁ ନିଳମ୍ବିତ କରାଯାଇଛି। କର୍ତ୍ତବ୍ୟରେ ଅବହେଳା, ଉପରିସ୍ଥ ଅଧିକାରୀଙ୍କ…

ଚବିଶ ଘଣ୍ଟିଆ ହେବ ଏନ୍‌ଇଏଫ୍‌ଟି ନେଣଦେଣ

ନୂଆଦିଲ୍ଲୀ,୭-୧୨: ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ନୂଆ ପଦକ୍ଷେପ ହାତକୁ ନେଇଛି। ଏହି ଯୋଜନା ଅନ୍ତର୍ଗତ ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ୍‌ସ ଟ୍ରାନ୍ସଫର (ଏନ୍‌ଇଏଫ୍‌ଟି)…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଶେରଗଡ,୭ା୧୨(ଡି.ଏନ୍‌.ଏ.)-ଶେରଗଡ ବ୍ଲକ ଅଣ୍ଡରାସିଂହ ଗ୍ରାମର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଭାରତୀ ନାୟକ (୨୧)। ଖବର ପାଇ ଶେରଗଡ…

ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୭।୧୨(ଡି.ଏନ୍‌.ଏ.): ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା ରୁଜୁ…

କେନ୍ଦ୍ରୀୟ ବିଦ୍ୟାଳୟ ଛାତ ଉପରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଶିକ୍ଷୟିତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଜଣେ ଛାତ୍ରୀ ଶୁକ୍ରବାର ଅପରାହ୍ନରେ ବିଦ୍ୟାଳୟର ୩ ମହଲା ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମଞ୍ଚେଶ୍ୱର ଥାନା ଅଧୀନ…

ଅଟୋ ଯନ୍ତ୍ରାଂଶ କ୍ଷେତ୍ରରେ ନିଯୁକ୍ତି ହରାଇଲେ ୧ ଲକ୍ଷ

ନୂଆଦିଲ୍ଲୀ,୭-୧୨: ଅଟୋ ଯନ୍ତ୍ରାଂଶ କ୍ଷେତ୍ରରେ ଗତ ବର୍ଷେ ମଧ୍ୟରେ ୧ ଲକ୍ଷ ଅସ୍ଥାୟୀ କର୍ମଚାରୀ ନିଯୁକ୍ତି ହରାଇଛନ୍ତି। ଅକ୍ଟୋବର ୨୦୧୮ ଠାରୁ ଚଳିତ ବର୍ଷ ଜୁଲାଇ ମଧ୍ୟରେ…

ଦୁର୍ଘଟଣାରେ ଯୁବକ ମୃତ

କୁକୁଡାଖଣ୍ଡି,୭ା୧୨(ଡି.ଏନ.ଏ.): କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର-ଦିଗପହଣ୍ଡି ମୁଖ୍ୟରାସ୍ତା କାଳୁଆ ମନ୍ଦିର ନିକଟରେ ଶୁକ୍ରବାର ଅପରାହ୍ନ ସାଢେ ୪ଟାରେ ଏକ ସଡ଼କ ଦୁଘଟଣାରେ ବ୍ରହ୍ମପୁର ପାଣିଗ୍ରାହୀପେଣ୍ଠ ସାହିର ଜଣେ ଯୁବକଙ୍କ…

ସରକାରୀ ଅସହଯୋଗ, ଅଟକିଛି ଲଞ୍ଚ ଆମ୍ବୁଲାନ୍ସ

ତେନ୍ତୁଳିଖୁଣ୍ଟି,୭।୧୨(ଡି.ଏନ୍‌.ଏ.) ଜଳବନ୍ଦୀଙ୍କୁ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଲଞ୍ଚ ଆମ୍ବୁଲାନ୍ସ(୧୦୮) ବ୍ୟବସ୍ଥା କରାଯାଇଛି। କିନ୍ତୁ ସ୍ଥାନୀୟ ପ୍ରଶାସନର ସହଯୋଗ ଅଭାବରୁ ସେଗୁଡିକ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ ପାରୁନାହିଁ।…