ବଲାଙ୍ଗୀରରେ ୫୭ ତମ ଗୃହରକ୍ଷୀ ଦିବସ ପାଳିତ

ବଲାଙ୍ଗୀର ଅଫିସ୍‌,୬।୧୨: ବଲାଙ୍ଗୀର ଜିଲା ମନୋହରପୁର ପୋଲିସ ପଡ଼ିଆଠାରେ ୫୭ତମ ଗୃହରକ୍ଷୀ ଦିବସ ଓ ପରେଡ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସଶସ୍ତ୍ର ଗୃହରକ୍ଷୀ ଓ ସାଧାରଣ…

୪ ଦିନ ହେବ ନାବାଳିକା ନିଖୋଜ: ୩ଜଣଙ୍କୁ ଅଟକ ରଖି ବସି ରହିଛି ପୋଲିସ, ଚିନ୍ତାରେ ପରିବାର

ରଣପୁର,୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ଲୋଧାଚୁଆ ଅଞ୍ଚଳର ଜଣେ ୧୬ବର୍ଷୀୟା ନାବାଳିକା ୪ ଦିନ ହେବ ନିଖୋଜ ଅଛନ୍ତି। ସମ୍ପୃକ୍ତ ନାବାଳିକାଙ୍କୁ ବଜ୍ରକୋଟ ଅଞ୍ଚଳର ୩ଜଣ…

ବିଭିନ୍ନ ଦୋକାନରେ ଚଢ଼ାଉ: ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ପଲିଥିନ ସାମଗ୍ରୀ ଜବତ, ୩୮,୫୦୦ ଟଙ୍କା ଜରିମାନା ଆଦାୟ

ଜୟପୁର,୬।୧୨(ଡି.ଏନ୍‌.ଏ.) : କୋରାପୁଟ ଜିଲା ଜୟପୁର ସହରର ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧ କ୍ୱିଣ୍ଟାଲ ୯୫ କିଲୋଗ୍ରାମ ପଲିଥିନ ସାମଗ୍ରୀ ଜବତ…

କ୍ରିକେଟ୍‌କୁ ଫେରିବା ପାଇଁ ମ୍ୟାକ୍ସଓ୍ବେଲ୍‌ଙ୍କ ପ୍ରସ୍ତୁତି

ମେଲବୋର୍ନ, ୬।୧୨ (ପି.ଟି.)- ଅଷ୍ଟ୍ରେଲିଆ କ୍ରିକେଟ୍‌ ପାଇଁ ଖୁସି ଖବର। ବିସ୍ଫୋରକ ବ୍ୟାଟ୍ସମ୍ୟାନ ଗ୍ଲେନ ମ୍ୟାକ୍ସଓ୍ବେଲ କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ ଲାଗି ଅଭ୍ୟାସ ଆରମ୍ଭ କରିଦେଇଛନ୍ତି। ମାନସିକ ସ୍ବାସ୍ଥ୍ୟ…

କାଳିଆ-ପିଏମ୍‌ କିଷାନ ଯୋଜନା ମିଶି ପାରିବ ନାହିଁ: ଭାଜପା

ଭୁବନେଶ୍ୱର,୬।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପିଏମ୍‌ କିଷାନ ଯୋଜନା ସହ ରାଜ୍ୟ ସରକାରଙ୍କ କାଳିଆ ଯୋଜନା ମିଶିପାରିବ ନାହିଁ। ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ…

ପୋକ୍ସୋ ଆକ୍ଟରୁ ଉଠିଯାଉ କ୍ଷମା ଆବେଦନ: ରାଷ୍ଟ୍ରପତି

ଜୟପୁର,୬।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମହିଳାଙ୍କ ସୁରକ୍ଷାକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ପୋକ୍ସୋ ଆକ୍ଟରେ ଅଭିଯୁକ୍ତଙ୍କୁ କ୍ଷମା ମିଳିବା ଉଚିତ ନୁହେଁ। ଏଭଳି ମାମଲାରେ…

୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ: ସେବା ମନୋବୃତ୍ତି ନେଇ କାମ କରିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ,୬।୧୨: ଆମ୍ବପୁଆସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଶୁକ୍ରବାର ୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦକ୍ଷିଣାଞ୍ଚଳ ଆରକ୍ଷୀ ଉପ…

କ୍ଷେତରୁ ଖୋଳି ନେଇଗଲେ ପିଆଜ

ମଣ୍ଡସୋର: ହୁ ହୁ ହୋଇ ବଢ଼ିଚାଲିଛି ପିଆଜ ଦର। ରୋଷେଇଘରେ ସବୁଠୁ ବେଶି ଖୋଜା ପଡୁଥିବା ଏହି ଅତ୍ୟାବଶ୍ୟକ ପରିବା ୧୫୦ ଟଙ୍କା ଛୁଇଁଲାଣି। ଏପରି ସ୍ଥିତିରେ…

ଦଶନ୍ଧିର ସବୁଠାରୁ ସେକ୍ସି ପୁରୁଷ ହ୍ରିତିକ୍‌

ନୂଆଦିଲ୍ଲୀ: ବଲିଉଡ୍‌ ହ୍ୟାଣ୍ଡସମ୍‌ ହଙ୍କ୍‌ ହ୍ରିତିକ୍‌ ରୋଶନଙ୍କ ପାଇଁ ୨୦୧୯ ଅନେକ ସଫଳତା ଆଣିଦେଇଛି। ଫିଲ୍ମ ‘ସୁପର୍‌ ୩୦’ ଏବଂ ‘ଓ୍ବାର୍‌’ ବକ୍ସ-ଅଫିସ୍‌ରେ ସୁପର୍‌ହିଟ୍‌ ହେବା ପରେ…

ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌ ଲାଗୁ କରିବେନି ମମତା

କୋଲକାତା,୬।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର କହିଛନ୍ତି ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌(ସିଏବି) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ ଭଳି।…