ହାଇଦ୍ରାବାଦ୍‌ ପୋଲିସଙ୍କୁ ସଲାମ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ, ୬।୧୨: ତେଲେଙ୍ଗାନାର ଡାକ୍ତରାଣୀଙ୍କୁ ଗଣବଳାତ୍କାର କରିବା ପରେ ହତ୍ୟା କରିଥିବା ୪ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଶୁକ୍ରବାର ସକାଳୁ ଏଭଳି ଘଟଣା ସାମ୍ନାକୁ…

ହାଇଦାବ୍ରାଦ୍‌ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ପିତା କହିଲେ, ମୋ ଝିଅକୁ ଏବେ ମିଳିବ ଶାନ୍ତି

ହାଇଦ୍ରାବାଦ,୬।୧୨: ସାରା ଦେଶକୁ ଦୋହଲାଇ ଦେଇଥିବା ହାଇଦରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କର ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ଏହାକୁ ନେଇ ହାଇଦ୍ରାବାଦ୍‌…

ଦାରିଙ୍ଗବାଡିରେ ବଢିଲା ଶୀତ: ଖସିଲା ପାରଦ, ସର୍ବନିମ୍ନ ୭ଡିଗ୍ରୀ

ଦାରିଙ୍ଗବାଡି,୬।୧୨(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ଶୁକ୍ରବାର ଶୀତ ବଢିଛି । ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ହ୍ରାସ ପାଇ ୭ଡିଗ୍ରୀରେ ପହଞ୍ଚିଛି । ଚଳିତମାସର…

ହାଇଦ୍ରାବାଦ ଗଣବଳାତ୍କାର ମାମଲା: ପୋଲିସ ଏନକାଉଣ୍ଟରରେ ୪ ଅଭିଯୁକ୍ତ ମୃତ

ହାଇଦ୍ରାବାଦ,୬।୧୨: ହାଇଦ୍ରାବାଦ ମହିଳା ଡାକ୍ତର ଗଣବଳାତ୍କାର ଓ ହତ୍ୟା ଘଟଣାରେ ନୂଆ ମୋଡ ଆସିଛି। ୪ ମୁଖ୍ୟ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ଘଟଣାର ଅଧିକ…

ଝାଡ଼ଖଣ୍ଡ: ୨୦ ଆସନ ଲାଗି ୨୬୦ ପ୍ରାର୍ଥୀ:ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ରାଞ୍ଚି,୬।୧୨(ଆଇଏଏନ୍‌ଏସ୍‌):ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶନିବାର ହେବାକୁ ଥିବାବେଳେ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷଦିନରେ ଭାଜପା, କଂଗ୍ରେସ, ଜେଏମ୍‌ଏମ୍‌ ଓ ଆର୍‌ଜେଡି…

ପାର୍ଲାମେଣ୍ଟ କ୍ୟାଣ୍ଟିନ୍‌ରେ ଏମ୍‌ପିଙ୍କୁ ଆଉ ମିଳିବନି ରିହାତି ଦରରେ ଖାଦ୍ୟ

ନୂଆଦିଲ୍ଲୀ, ୬।୧୨(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟ କ୍ୟାଣ୍ଟିନ୍‌ରେ ଏମ୍‌ପିମାନଙ୍କୁ ଆଉ ରିହାତି ମୂଲ୍ୟରେ ଖାଦ୍ୟ ମିଳିବନି। ଆଗାମୀ ଅଧିବେଶନ କାଳରେ ଏହାକୁ ଲାଗୁ କରାଯିବ। ବିଜନେସ୍‌ ଆଡଭାଇଜରି କମିଟି ବୈଠକରେ…

‘ସାବରିମାଳା ମନ୍ଦିରକୁ ମହିଳା ପ୍ରବେଶ ରାୟ ଚୂଡ଼ାନ୍ତ ନୁହେଁ’

ନୂଆଦିଲ୍ଲୀ, ୬।୧୨(ଆଇଏଏନ୍‌ଏସ୍‌): କେରଳର ସାବରିମାଳାସ୍ଥିତ ଆୟାପ୍ପା ମନ୍ଦିରକୁ ସବୁ ବୟସ ଓ ବର୍ଗର ମହିଳାଙ୍କ ପ୍ରବେଶ ନେଇ ୨୦୧୮ରେ ଦିଆଯାଇଥିବା ରାୟ ଚୂଡ଼ାନ୍ତ ନୁହେଁ ବୋଲି ଗୁରୁବାର…

ପାର୍ଲାମେଣ୍ଟରେ ଉନ୍ନାଓ ଝଡ଼

ବଳାତ୍କାର କରି ଜେଲ୍‌ ଯାଇଥିଲେ। ଜାମିନରେ ଫେରି ଜାଳିଦେଲେ। ମାନବିକତାକୁ ଲଜ୍ଜିତ କରି ସଭ୍ୟ ସମାଜର ମୁଣ୍ଡ ତଳକୁ କରିଦେବା ଭଳି ପୁଣି ଏକ ବର୍ବରକାଣ୍ଡ ଘଟିଛି…

୧୦୦ ଲୋକପ୍ରିୟ ସହର ମଧ୍ୟରେ ଭାରତର ୭

ଲଣ୍ଡନ, ୬।୧୨(ଆଇଏଏନ୍‌ଏସ୍‌): ବିଶ୍ୱର ସବୁଠାରୁ ଅଧିକ ଲୋକପ୍ରିୟ ୧୦୦ ସହର ମଧ୍ୟରେ ଭାରତର ୭ ସହର ରହିଛନ୍ତି। ବ୍ରିଟେନ୍‌ର ଗ୍ଲୋବାଲ ମାର୍କେଟ ରିସର୍ଚ୍ଚ କମ୍ପାନୀ ୟୁରୋମନିଟର ଇଣ୍ଟରନ୍ୟାଶନାଲ…

କର୍ନାଟକ ଉପନିର୍ବାଚନ: ୬୭% ମତଦାନ

ବେଙ୍ଗାଲୁରୁ, ୬।୧୨(ଆଇଏଏନ୍‌ଏସ୍‌):କର୍ନାଟକର ୧୫ ବିଧାନସଭା ଆସନ ଲାଗି ଗୁରୁବାର କଡ଼ା ସୁରକ୍ଷା ମଧ୍ୟରେ ଭୋଟଗ୍ରହଣ କରାଯାଇଥିବାବେଳେ ମତଦାନ ହାର ୬୭ ପ୍ରତିଶତ ହୋଇଥିବା ଜଣାପଡ଼ିଛି। ସବୁଠାରୁ ଅଧିକ…