ପାର୍ଲାମେଣ୍ଟ କ୍ୟାଣ୍ଟିନ୍‌ରେ ଏମ୍‌ପିଙ୍କୁ ଆଉ ମିଳିବନି ରିହାତି ଦରରେ ଖାଦ୍ୟ

ନୂଆଦିଲ୍ଲୀ, ୬।୧୨(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟ କ୍ୟାଣ୍ଟିନ୍‌ରେ ଏମ୍‌ପିମାନଙ୍କୁ ଆଉ ରିହାତି ମୂଲ୍ୟରେ ଖାଦ୍ୟ ମିଳିବନି। ଆଗାମୀ ଅଧିବେଶନ କାଳରେ ଏହାକୁ ଲାଗୁ କରାଯିବ। ବିଜନେସ୍‌ ଆଡଭାଇଜରି କମିଟି ବୈଠକରେ…

‘ସାବରିମାଳା ମନ୍ଦିରକୁ ମହିଳା ପ୍ରବେଶ ରାୟ ଚୂଡ଼ାନ୍ତ ନୁହେଁ’

ନୂଆଦିଲ୍ଲୀ, ୬।୧୨(ଆଇଏଏନ୍‌ଏସ୍‌): କେରଳର ସାବରିମାଳାସ୍ଥିତ ଆୟାପ୍ପା ମନ୍ଦିରକୁ ସବୁ ବୟସ ଓ ବର୍ଗର ମହିଳାଙ୍କ ପ୍ରବେଶ ନେଇ ୨୦୧୮ରେ ଦିଆଯାଇଥିବା ରାୟ ଚୂଡ଼ାନ୍ତ ନୁହେଁ ବୋଲି ଗୁରୁବାର…

ପାର୍ଲାମେଣ୍ଟରେ ଉନ୍ନାଓ ଝଡ଼

ବଳାତ୍କାର କରି ଜେଲ୍‌ ଯାଇଥିଲେ। ଜାମିନରେ ଫେରି ଜାଳିଦେଲେ। ମାନବିକତାକୁ ଲଜ୍ଜିତ କରି ସଭ୍ୟ ସମାଜର ମୁଣ୍ଡ ତଳକୁ କରିଦେବା ଭଳି ପୁଣି ଏକ ବର୍ବରକାଣ୍ଡ ଘଟିଛି…

୧୦୦ ଲୋକପ୍ରିୟ ସହର ମଧ୍ୟରେ ଭାରତର ୭

ଲଣ୍ଡନ, ୬।୧୨(ଆଇଏଏନ୍‌ଏସ୍‌): ବିଶ୍ୱର ସବୁଠାରୁ ଅଧିକ ଲୋକପ୍ରିୟ ୧୦୦ ସହର ମଧ୍ୟରେ ଭାରତର ୭ ସହର ରହିଛନ୍ତି। ବ୍ରିଟେନ୍‌ର ଗ୍ଲୋବାଲ ମାର୍କେଟ ରିସର୍ଚ୍ଚ କମ୍ପାନୀ ୟୁରୋମନିଟର ଇଣ୍ଟରନ୍ୟାଶନାଲ…

କର୍ନାଟକ ଉପନିର୍ବାଚନ: ୬୭% ମତଦାନ

ବେଙ୍ଗାଲୁରୁ, ୬।୧୨(ଆଇଏଏନ୍‌ଏସ୍‌):କର୍ନାଟକର ୧୫ ବିଧାନସଭା ଆସନ ଲାଗି ଗୁରୁବାର କଡ଼ା ସୁରକ୍ଷା ମଧ୍ୟରେ ଭୋଟଗ୍ରହଣ କରାଯାଇଥିବାବେଳେ ମତଦାନ ହାର ୬୭ ପ୍ରତିଶତ ହୋଇଥିବା ଜଣାପଡ଼ିଛି। ସବୁଠାରୁ ଅଧିକ…

ସୀମା ଟପିଲାଣି ବର୍ବରତା

ନୂଆଦିଲ୍ଲୀ,୬।୧୨:ଦେଶରେ ଯୌନ ପିପାସୁଙ୍କ ବର୍ବରତା ସୀମା ଟପିଲାଣି। ହାଇଦ୍ରାବାଦର ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ତାଙ୍କ ମୃତଦେହକୁ ଜାଳିଦେବା ଘଟଣାକୁ ନେଇ ବିକ୍ଷୋଭ…

ଚାଷୀଙ୍କୁ ଠକିଛନ୍ତି ରାଜ୍ୟ ସରକାର: ୧୬ରେ ସବୁ ଜିଲାରେ ଦିଆଯିବ ଏତଲା

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଚାଷୀଙ୍କୁ ଠକିଛନ୍ତି ରାଜ୍ୟ ସରକାର ା ଏହି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଆସନ୍ତା ୧୬ରେ ରାଜ୍ୟର ସବୁ ଜିଲାର ଏସ୍‌ପିଙ୍କ ନିକଟରେ ନବ…

ଓପିଜିସି ଆଶ୍‌ପଣ୍ଡକୁ ନେଇ ଏନ୍‌ଜିଟିରେ ମାମଲା

କଟକ ଅଫିସ, ୬।୧୨:ଝାରସୁଗୁଡ଼ା ଜିଲା ତିଲିଆ ମୌଜାରେ ଥିବା ଓପିଜିସି (ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ)ର ପାଉଁଶ ଗଦା (ଆଶ୍‌ପଣ୍ଡ)କୁ ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି)ରେ…

ଦେବାଳିଆ ହେଉଛି ଗ୍ରୀଡ୍‌କୋ

ଭୁବନେଶ୍ୱର, ୬।୧୨ (ବ୍ୟୁରୋ):ରାଜ୍ୟର ବିଦ୍ୟୁତ୍‌ ଭିତ୍ତିଭୂମି ଅତ୍ୟନ୍ତ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଋଣଭାର ସାଙ୍ଗକୁ ବିଦ୍ୟୁତ୍‌ ସଙ୍କଟ ସମଗ୍ର ବ୍ୟବସ୍ଥାକୁ ଦୋହଲାଇ ଦେଲାଣି। ରାଜ୍ୟର…

ନାରୀ ନିର୍ଯାତନାକୁ ବିରୋଧ କରି କଂଗ୍ରେସର ଶୋଭାଯାତ୍ରା

ଭୁବନେଶ୍ୱର, ୬।୧୨ (ବ୍ୟୁରୋ):ରାଜ୍ୟରେ ନାରୀ ନିର୍ଯାତନା, ବଳାତ୍କାର, ହତ୍ୟା ଓ ଅସଦାଚରଣ ପ୍ରସଙ୍ଗ ବୃଦ୍ଧି ପାଉଥିବା ଘଟଣାକୁ ପିସିସି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ରାଜ୍ୟ ସରକାର ମା’କୁ…