ରାଜଧାନୀ ମଡେଲ ସ୍କୁଲ ଲାଗି ଖଣ୍ଡଗିରି ନିକଟରେ ଜାଗା ଚିହ୍ନଟ

ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟର ବର୍ତ୍ତମାନ ୨୧୪ଟି ବ୍ଲକରେ ମଡେଲ ସ୍କୁଲ ରହିଛି। ଏହିସବୁ ମଡେଲ ସ୍କୁଲରେ ଛାତ୍ରୀନିବାସ ରହିଥିବାବେଳେ ଛାତ୍ର ନିବାସ ଏବଂ ଖେଳପଡ଼ିଆ ବ୍ୟବସ୍ଥା ରହିନାହିଁ। ତେଣୁ ଆଗକୁ…

ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟକାରୀ ହେବ ୫-ଟି

ଭୁବନେଶ୍ୱର,୬।୧୨ (ବ୍ୟୁରୋ): ସଂସଦୀୟ ବ୍ୟାପାର ବିଭାଗରେ ୫-ଟି କାର୍ଯ୍ୟକାରୀ କରାଯିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ୫-ଟି ଆଧାରରେ ବିଭାଗରେ କେତେକ ପଦକ୍ଷେପ ଗ୍ରହଣ କରିବାକୁ…

ଜି.ଉଦୟଗିରିରେ ୭.୬ ଡିଗ୍ରୀକୁ ଖସିଲା ପାରଦ

ଜି.ଉଦୟଗିରି, ୬ା୧୨ (ଡି.ଏନ.ଏ.)- ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ୨ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି। ସର୍ବନିମ୍ନ ପାରଦ ୭.୬ ଡିଗ୍ରୀ ସେଲସିୟସକୁ ଖସିଆସିଛି…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ବାଲିଗୁଡା,୬ା୧୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଜଲେଶପଟ୍ଟା ଆଶ୍ରମରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ୨୦୦୮, ଅଗଷ୍ଟ ୨୩ରେ ହତ୍ୟା କରାଯାଇଥିଲା। ଏହି ମାମଲାରେ…

ଖେଳ ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ

ଫିରିଙ୍ଗିଆ/କେଳାପଡା, ୬ା୧୨: ଫିରିଙ୍ଗିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଖେଳ ଶିକ୍ଷକଙ୍କ ମାଡରେ ଆହତ ହୋଇଛନ୍ତି। ଏ ନେଇ ଛାତ୍ରଙ୍କ ପରିବାର ପକ୍ଷରୁ…

ଉଚ୍ଛେଦ ନ କରି ପଟ୍ଟା ଦେବାକୁ ଦାବି

ଫୁଲବାଣୀ ଅଫିସ, ୬ା୧୨- ଖଜୁରିପଡା ବ୍ଲକ ପାଖ ସୁରାଦେଇ ଗ୍ରାମରେ ସରକାରୀ ଜାଗା ଜବରଦଖଲ କରିଥିବା ୮୫ ପରିବାରକୁ ଉଚ୍ଛେଦ କରାଯିବ। ତେଣୁ ଜାଗା ଛାଡି ଚାଲି…

ବାର୍‌ହା ମୃତଦେହ ଉଦ୍ଧାର, ୪ ଶିକାରୀ ଗିରଫ

ରାଜନଗର, ୬।୧୨ (ଡି.ଏନ୍‌.ଏ.)-ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନର ସୁନେଇରୂପେଇ ଜଙ୍ଗଲରୁ ବାର୍‌ହା ଶିକାର କରିବା ଅଭିଯୋଗରେ ୪ଜଣ ଶିକାରୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେମାନେ ହେଲେ…

ରାହୁଲ ଜୈନଙ୍କ ଗୀତରେ ଝୁମିଲେ ଦର୍ଶକ

ଛତ୍ରପୁର,୬ା୧୨(ଡି.ଏନ.ଏ)- ଛତ୍ରପୁର ଷ୍ଟାଡିୟମରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ଲୋକକଳା ମହୋତ୍ସବ ତଥା ଛତ୍ରପୁର ମହୋତ୍ସବ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ସନ୍ଧ୍ୟାର ଉଦଘାଟନୀ କାର୍ଯ୍ୟକ୍ରମରେ ଅତିଥି…

ସରକାରୀ ଶୋଷଣର ଶିକାର ହେଉଛନ୍ତି ଚାଷୀ

ବ୍ରହ୍ମପୁର ଅଫିସ୍‌,୬ା୧୨- ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି କୃଷି ଏବଂ କୃଷକ ଓ ଦେଶ ବଞ୍ଚାଅ ଡାକରା ଦେଇ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର୍‌ଙ୍କ କାର୍ଯ୍ୟାଳୟ…

ଜଳିଗଲା ଦୋକାନ ଘର

ଜେନାପୁର,୬।୧୨ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ମର୍ଜିତାପୁର ପଞ୍ଚାୟତ ଅଧୀନ ଚଉଷଠିପଡ଼ା (ନଟିଲୋ) ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁବାସ ବେହେରା (୪୫)ଙ୍କ…