ରାଜତନ୍ତ୍ର ନ ଥିଲେ ବି ଲୋକଙ୍କ କାମ କରିବି

ପାରଳା ରାଜବଂଶର ସମଗ୍ର ରାଜ୍ୟରେ ଏକ ସ୍ବତନ୍ତ୍ର ପରିଚୟ ରହିଛି। ନିକଟରେ ରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଦାୟାଦ ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ପରଲୋକ ଘଟିବା ପରେ…

ବିସିସିଆଇ ପୁରସ୍କାର: ଆକର୍ଷଣରେ ବୁମ୍‌ରା

ମୁମ୍ବାଇ, ୧୩।୧(ପି.ଟି.)- ୨୦୧୮-୧୯ ସିଜନରେ ଚମତ୍କାର ପ୍ରଦର୍ଶନର ପୁରସ୍କାର ପାଇଛନ୍ତି ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା। ରବିବାର ବିସିସିଆଇ ବାର୍ଷିକ ପୁରସ୍କାର ପ୍ରଦାନ ଉତ୍ସବରେ ସେ…

ନୀଳାଚଳ ଇସ୍ପାତରୁ ପୁଞ୍ଜି ପ୍ରତ୍ୟାହାର ପ୍ରସଙ୍ଗ: ପୁଞ୍ଜି ଲଗାଇ ପୁନରୁଦ୍ଧାର କରାଯାଇପାରନ୍ତା: ଶ୍ରୀକାନ୍ତ

ଭୁବନେଶ୍ୱର,୧୩ା୧(ବ୍ୟୁରୋ) କେନ୍ଦ୍ର କ୍ୟାବିନେଟ୍‌ ନିକଟରେ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌ (ଏନ୍‌ଆଇଏନ୍‌ଏଲ୍‌)ରୁ ଥିବା ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକର ଅଂଶଧନରୁ ପୁଞ୍ଜି ପ୍ରତ୍ୟାହାର କରିବା ପାଇଁ ନିଷ୍ପତ୍ତି ନେଇଛି। କେନ୍ଦ୍ରର…

ପ୍ରେମରେ ପ୍ରତାରଣା ପରେ ଆତ୍ମହତ୍ୟା ଘଟଣା: ଯୁବତୀଙ୍କ ବିରୋଧରେ ଅଭିଯୋଗ କଲେ ମୃତକଙ୍କ ଭାଇ

କଟକ ଅଫିସ, ୧୩ା୧: ଯୁବତୀଙ୍କ ନିକଟରୁ ପ୍ରତାରଣାର ଶିକାର ହେବା ପରେ ମନୋଜ ସ୍ବାଇଁ ନାମକ ଯୁବକ ଶନିବାର କଟକ ଜିଲା ମଧୁପାଟଣା ଥାନା ଅଧୀନ ତାଳଦଣ୍ଡା…

ପ୍ଲାଷ୍ଟିକ ଆବର୍ଜନା ପରିଚାଳନା:ସର୍ବଭାରତୀୟ ସ୍ତରରେ ପୁରୀ ପୁରସ୍କୃତ

ପୁରୀ ଅଫିସ,୧୩ା୧: ପୁରୀକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଏକାଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ‘ମୋ ବିଚ୍‌’ ହେଉ ଅବା ‘ମୋ…

ଲେଉଟିଲା ଶୀତ, ୫ ଦିନ ଥରାଇବ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ରାଜ୍ୟରେ ପୁଣି ଲେଉଟିଛି ଶୀତ। ଅଦିନିଆ ବର୍ଷା ମାଟି ଭିଜାଇ ଚାଲିଯିବା ପରେ ଶୀତ ମାଡ଼ି ଆସିଛି। ଅସହ୍ୟ ଥଣ୍ଡାରେ ଥରୁଛି ସାରା ଓଡ଼ିଶା।…

ରାଜ୍ୟରେ ଖାଲିପଡ଼ିଛି ୪୦ରୁ ଅଧିକ ଆଇଏଏସ୍‌ ଅଫିସର ପଦବୀ: ଡେପୁଟେଶନରୁ ଫେରୁନାହାନ୍ତି ବାବୁ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): କୌଣସି ସର୍ବଭାରତୀୟ ସେବା କ୍ଷେତ୍ରରେ ଅଧିକାରୀମାନଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ରହିବାର ନିୟମ ରହିଛି। ସେହି ଅନୁଯାୟୀ ଏହି ଡେପୁଟେଶନର ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟ ରହିଛି।…

ରଣଜୀ ଟ୍ରଫି: ରୋମାଞ୍ଚକ ସ୍ଥିତିରେ ଓଡ଼ିଶା-ହରିୟାଣା ମ୍ୟାଚ୍‌

କଟକ ଅଫିସ,୧୩ା୧-  ରୋହତକର ଚୌଧୁରୀ ବଂଶୀଲାଲ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଓଡ଼ିଶା-ହରିୟାଣା ରଣ୍‌ଜୀ ଟ୍ରଫି କ୍ରିକେଟ ମ୍ୟାଚ ରୋମାଞ୍ଚକ ସ୍ଥିତିରେ ପହଞ୍ଚତ୍ଛି। ଦ୍ୱିତୀୟ ଦିବସରେ ଘରୋଇ ହରିୟାଣା…

ହୋବାର୍ଟ ଇଣ୍ଟରନ୍ୟାଶନାଲ: ଦୁଇବର୍ଷ ପରେ ଖେଳିବେ ସାନିଆ

ହୋବାର୍ଟ, ୧୨।୧ (ପି.ଟି.)- ଭାରତୀୟ ଟେନିସ ଷ୍ଟାର୍‌ ସାନିଆ ମିର୍ଜା କୋର୍ଟକୁ ପ୍ରତ୍ୟାବର୍ତ୍ତନ ପରେ ହୋବାର୍ଟ ଇଣ୍ଟରନ୍ୟାଶନାଲରେ ପ୍ରଥମ ମ୍ୟାଚ୍‌ ଖେଳିବେ। ମହିଳା ଡବଲ୍ସରେ ୟୁକ୍ରେନର ନାଡିଆ…

ଷ୍ଟୋଇନିସଙ୍କ ବିବିଏଲ୍‌ ରେକର୍ଡ

ମେଲବୋର୍ନ, ୧୨।୧ (ପି.ଟି.)-ଅଷ୍ଟ୍ରେଲିଆର ଘରୋଇ ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌) ଇତିହାସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ମାର୍କସ ଷ୍ଟୋଇନିସ ସଂଗ୍ରହ କରିଛନ୍ତି। ମେଲବୋର୍ନ ଷ୍ଟାର୍ସ…