ନିଜ କଳ୍ପନା ରାଇଜରେ ବଞ୍ଚୁଛନ୍ତି ମୋଦି, ଶାହ: ରାହୁଲ

ମାଲାପୁରମ,୫।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କେରଳ ଗସ୍ତ କରିଛନ୍ତି। ସେଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଟାର୍ଗେଟ କରିଛନ୍ତି।…

‘ଲିଲି ବବ୍‌’ ମୃତ୍ୟୁରେ ନାସାର ଶ୍ରଦ୍ଧାଞ୍ଜଳି: ୬୭ ଲକ୍ଷ ଫଲୋଅର୍ସ ଥିଲେ

ଓ୍ବାଶିଂଟନ: ସୋସିଆଲ ମିଡିଆରେ ପ୍ରଶଂସା ସାଉଣ୍ଟୁଥିବା ଚର୍ଚ୍ଚିତ ବିଲେଇ ‘ଲିଲି ବବ୍‌’ର ରବିବାର ମୃତ୍ୟୁ ହୋଇଯାଇଛି। ୮ବର୍ଷୀୟ ଏହି ବିଲେଇର ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ, ଟୁଇଟର ଏବଂ ୟୁଟ୍ୟୁବରେ…

କ୍ଷତାକ୍ତ ଯବାନଙ୍କ ସେବା ହିଁ ଦେଶସେବା

ସିକନ୍ଦରାବାଦ: ଶତ୍ରୁଙ୍କ କବଳରୁ ଦେଶକୁ ରକ୍ଷା କରିବାପାଇଁ କେବଳ ବନ୍ଧୁକ ଚଳାଇବା ନୁହେଁ, ଯୁଦ୍ଧକ୍ଷେତ୍ରରେ ଶତ୍ରୁଙ୍କ ଗୁଳିରେ ଆହତ ଯବାନଙ୍କ ସେବା ସୁଶ୍ରୂଷା କରିବା ମଧ୍ୟ ଦେଶସେବା।…

ପିକ୍‌ଅପ୍‌ ଧକ୍କାରେ ଛାତ୍ରୀ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପରଜଙ୍ଗ, ୫।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିନ ଗଡ଼ପଳାଶୁଣି-କଙ୍କଡାହାଡ଼ ପୂର୍ତ୍ତ ବିଭାଗ ରାସ୍ତା ଏକ ଦୁର୍ଘଟଣା ଘଟିଛି। ଗୁରୁବାର ସକାଳେ ଏକ ପିକଅପ…

ମୃତ୍ତିକା ଉପରେ ପରିବର୍ତ୍ତିତ ଜଳବାୟୁର ପ୍ରଭାବ

ମୃତ୍ତିକା ପୃଥିବୀ ପୃଷ୍ଠର ଏକ ବୃହତ ଅଂଶ, ଯାହା ଉଭୟ ପ୍ରାଣୀ ଏବଂ ଉଦ୍ଭିଦଙ୍କର ବାସସ୍ଥଳୀ। ମୃତ୍ତିକାରେ ଉଦ୍ଭିଦ ବଢ଼ି ଆମକୁ ଖାଦ୍ୟ, ବସ୍ତ୍ର, ଔଷଧ, ଗୃହ…

୧୪ ଜଣ ଚାଷୀଙ୍କୁ ମୃତ୍ତିକା କାର୍ଡ

ଅନୁଗୋଳ ଅଫିସ୍‌, ୫।୧୨: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ବ ମୃତ୍ତିକା ଦିବସ ପାଳନ କରାଯାଇଛି। ଏହି ଅବସରରେ ଜିଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୧୪…

ଆବର୍ଜନା ଦିଅ, ମାଗଣାରେ ଜଳଖିଆ ଖାଅ

ପୁରୀ ଅଫିସ, ୫ା୧୨: ଚନ୍ଦ୍ରଭାଗାରେ ଚାଲିଛି ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ। ଏଥିରେ ଦେଶ ବିଦେଶର ବାଲୁକା ଶିଳ୍ପୀ ଭାଗ ନେଇଛନ୍ତି। ଏହି ମହୋତ୍ସବ ଦେଖିବାକୁ ପ୍ରତ୍ୟହ…

ମାଟି ମା’ର ସୁରକ୍ଷା ଉପରେ ଗୁରୁତ୍ୱ

କେନ୍ଦୁଝର, ୫।୧୨(ସ୍ବ.ପ୍ର.): ସ୍ଥାନୀୟ କୃଷି ସୂଚନା ପରାମର୍ଶ କେନ୍ଦ୍ର ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଜିଲା କୃଷି ଅଧିକାରୀ ଚିତ ରଞ୍ଜନ ସାହୁଙ୍କ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ହାବିଲଦାରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କେନ୍ଦୁଝର/ପାଟଣା,୫।୧୨(ଡି.ଏନ୍‌.ଏ./ସ୍ବ.ପ୍ର.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର କେନ୍ଦୁଝର ରିଜର୍ଭ ପୋଲିସରେ କାର୍ଯ୍ୟରତ ହାବିଲଦାର ବିଶ୍ୱନାଥ ମହାନ୍ତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଔରବିହାରସ୍ଥିତ…

ନିରବ ମୋଦିଙ୍କୁ ପଳାତକ ଆର୍ଥିକ ଅପରାଧୀ ଘୋଷିତ

ନୂଆଦିଲ୍ଲୀ,୫।୧୨: ହୀରା ବ୍ୟବସାୟୀ ନିରବ ମୋଦିଙ୍କୁ ଗୁରୁବାର ପ୍ରିଭେନଶନ ଅଫ୍‌ ମନି ଲଣ୍ଡରିଂ ଆକ୍ଟ(ପିଏମ୍‌ଏଲ୍‌ଏ) କୋର୍ଟ ପଳାତକ ଆର୍ଥିକ ଅପରାଧୀ ଘୋଷିତ କରିଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ…