୧୫ ଗ୍ରାମ୍‌ ବ୍ରାଉନ ସୁଗାର ଜବତ: ଜଣେ ଗିରଫ

ସିମୁଳିଆ,୧୧।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରୁ ୧୫ ଗ୍ରାମ ୭୦୦ ମିଲିଗ୍ରାମ ବ୍ରାଉନ ସୁଗାରକୁ ପୋଲିସ ଜବତ କରିଛି। ଉକ୍ତ ଅଞ୍ଚଳର ଉପେନ୍ଦ୍ର ସୂତାର…

ଦୈନିକ ସଡ଼କ ସୁରକ୍ଷା ନିୟମ ମନେ ରଖିବାକୁ ପଡ଼ିବ: ଜିଲାପାଳ

ଛତ୍ରପୁର,୧୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶନିବାର ଶୁଭାରମ୍ଭ ହୋଇଛି। ଏହା ୧୭ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଛତ୍ରପୁରସ୍ଥିତ ସଂସ୍କୃତି ଭବନରେ…

ଆତ୍ମହତ୍ୟା ପୂର୍ବରୁ ଭିଡିଓ ଶୁଟିଂ କଲେ ଯୁବକ, ପ୍ରେମିକାଙ୍କ ପ୍ରତାରଣା ସହି ନ ପାରି ଏଭଳି କରିଥିବା କହିଲେ

କଟକ ଅଫିସ,୧୧।୧: ପ୍ରେମିକାଙ୍କ ପ୍ରତାରଣାକୁ ନେଇ ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ଏପରିକି ଆତ୍ମହତ୍ୟା କରିବା ପୂର୍ବରୁ ସେ କାରଣ ଦର୍ଶାଇ ଏକ ଭିଡିଓ ଶୁଟିଂ…

ମମତାଙ୍କୁ ଭେଟିଲେ ମୋଦି

କୋଲକାତା,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ କାର୍ଯ୍ୟକ୍ରମରେ ଶନିବାର ସନ୍ଧ୍ୟାରେ କୋଲକାତାରେ ପହଞ୍ଚିଛନ୍ତି। ସେଠାରେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି।…

‘ରାମଲୀଲା’ରେ ଦୀପିକାଙ୍କ ଭୂମିକା ଲାଗି ସୋନମ୍‌ ଦେଇଥିଲେ ଲୁକ୍‌ ଟେଷ୍ଟ !

ବମ୍ବେ: ନିର୍ଦ୍ଦେଶକ ସଞ୍ଜୟ ଲୀଲା ବନ୍‌ଶାଲୀଙ୍କ ଚଳଚ୍ଚିତ୍ର ‘ଗୋଲିୟୋଁ କି ରାସଲିଲା: ରାମଲୀଲା’ରେ ଦୀପିକା ନୁହନ୍ତି, ବରଂ ସୋନମ୍‌ କପୁର ଅଭିନୟ କରିଥାନ୍ତେ। ଏଥିପାଇଁ ସେ ଲୁକ୍‌…

ମା’ଙ୍କ ଅନ୍ତିମ ସଂସ୍କାର ପାଇଁ ପୁଞ୍ଜିଲାଲଙ୍କ ଜାମିନ ଆବେଦନ

ବଲାଙ୍ଗୀର ଅଫିସ, ୧୧।୧- ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ…

୧୫ରୁ ୩୧ ଜାନୁୟାରୀ ମଧ୍ୟରେ ଆୟୋଜିତ ହେବ ଜଲିକାଟୁ

ମଦୁରେ,୧୧।୧: ତାମିଲନାଡୁରେ ପୋଙ୍ଗଲ ଅବସରରେ ଖେଳାଯାଉଥିବା ଜଲିକାଟୁ ମଦୁରେ ଜିଲାରେ ୧୫ରୁ ୩୧ ଜାନୁୟାରୀ ମଧ୍ୟରେ ଆୟୋଜିତ କରାଯିବ ବୋଲି ସୂଚନା ମିଳିଛି। ମଦୁର ଜିଲାପାଳ କହିଛନ୍ତି…

ଗୁରୁତର ଅବସ୍ଥାରେ ଅଜଣା ଯୁବକଙ୍କୁ ଉଦ୍ଧାରକଲା ଅଗ୍ନିଶମ ବିଭାଗ

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବଞ୍ଚୋ ଛକ ନିକଟରେ ଶନିବାର ଜଣେ ଅଜଣା ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ ଗୁରୁତର…

ସ୍ବାସ୍ଥ୍ୟୋପକାରୀ ମଟର

ମଟର ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଏହାକୁ ଖାଇବା ଫଳରେ ଅନେକ ପ୍ରକାର ସ୍ବାସ୍ଥ୍ୟଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ। ଏଥିରେ ଭିଟାମିନ୍‌ କେ’, ଭିଟାମିନ୍‌ ସି, ଫସ୍‌ଫରସ୍‌ ସହିତ…

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ବାସହରାଙ୍କ ସାହାରା ପାଲଟିଛନ୍ତି ସୁଖବିନ୍ଦର

ସିଡ୍‌ନୀ,୧୧।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଫଳରେ ସେଠାରେ ଲକ୍ଷାଧିକ ଲୋକ ବାସଶୂନ୍ୟ ହୋଇପଡିଥିବା ବେଳେ ଅଧିକାଂଶ ବନ୍ୟଜନ୍ତୁଙ୍କ ମୃତ୍ୟୁ ମଧ୍ୟ ହେଲାଣି। ଏହି ସମୟରେ ବାସହରା…