ଶୁଟିଂ ସେଟ୍‌ରେ ଆହତ ହେଲେ ସାହିଦ

ମୁମ୍ବାଇ: ବକ୍ସ ଅଫିସ୍‌ରେ ଫିଲ୍ମ ‘କବିର ସିଂହ’ ଧମାଲ୍‌ କରିବା ପରେ ବଲିଉଡ୍‌ ଅଭିନେତା ସାହିଦ କପୁର ଏବେ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଜର୍ସି’ର ଶୁଟିଂରେ…

ସରକାର ଚାହିଁଲେ ପିଓକେ ଭାରତରେ ମିଶିଯିବ: ସେନା ମୁଖ୍ୟ

ନୂଆଦିଲ୍ଲୀ,୧୧।୧: ସେନା ମୁଖ୍ୟ ମନୋଜ ମୁକୁନ୍ଦ ନରଓ୍ବଣେ ଶନିବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ସରକାର ଯଦି ନିର୍ଦ୍ଦେଶ ଦିଅନ୍ତି ତେବେ ପାକ୍‌ ଅଧିକୃତ କଶ୍ମୀର(ପିଓକେ)କୁ ସେ…

୧୬ ନଂ. ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର

ଚଣ୍ଡିଖୋଲ,୧୧।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଡ଼େଇଛକ ନିକଟରେ ଶନିବାର ସକାଳେ ଏକ ଗ୍ୟାସ୍‌ ଟ୍ୟାଙ୍କର ଗାଡି ଓଲଟି ପଡିଛି।…

ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୟପୁର,୧୧।୧(ଡି.ଏନ୍‌.ଏ.): କୋରାପୁଟ ଜିଲା ବି.ସିଙ୍ଗପୁର ଥାନା ରାଣିଗଡ଼ ଫାଣ୍ଡି ଅନ୍ତର୍ଗତ ବାଳିପୂଜାରିପୁଟଠାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ଥାନୀୟ…

ଅସ୍ତ୍ରୋପଚାର ପରେ କାନ୍ଧରୁ ବାହାରିଲା ତୀର

ନୂଆଦିଲ୍ଲୀ,୧୧।୧- ଏମ୍ସ ଟ୍ରମା ସେଣ୍ଟରର ଡାକ୍ତରଙ୍କ ଦୀର୍ଘ ସମୟ ଅସ୍ତ୍ରୋପଚାର ପରେ ଆସାମର ତୀରନ୍ଦାଜ ଶିଭାଙ୍ଗିନୀ ଗୋହେନଙ୍କ କାନ୍ଧରୁ ସଫଳତାର ସହ ତୀର ବାହାର କରି ଦିଆଯାଇଛି।…

ଓମାନର ସୁଲତାନ କାବୁସଙ୍କ ପରଲୋକ: ଶପଥ ନେଲେ ଉତ୍ତରାଧିକାରୀ

ମାସକାଟ,୧୧।୧: ଓମାନର ସୁଲତାନ କାବୁସ ବିନ ସୈଦ ଅଲ ସୈଦଙ୍କର ୭୯ ବର୍ଷ ବୟସରେ ପରଲୋକ ହୋଇଛି। କାବୁସ ଆରବର ସର୍ବାଧିକ ସମୟ ସୁଲତାନ ଭାବେ କାର୍ଯ୍ୟ…

ମନ୍ଦିର ବାହାରେ ଭିକ୍ଷା ମାଗୁଥିଲେ କୋଟିପତିଙ୍କ ପୁଅ : ଘରେ ପହଞ୍ଚାଇଲା ସ୍ବେଚ୍ଛାସେବୀ ସଂଗଠନ

ଅମ୍ବାଲା,୧୧।୧: ଫିଲ୍ମ କାହାଣୀ ପରି ହରିୟାଣାରେ ଏକ ନିଆରା ଘଟଣା ଘଟିଛି। ଏଠାରେ ଅମ୍ବାଲାର ଏକ ମନ୍ଦିର ବାହାରେ ବସି ଭିକ୍ଷା କରୁଥିବା ଜଣେ ବ୍ୟକ୍ତି କୋଟିପତିଙ୍କ…

Chhapaak opens to decent opening । ଛପାକକୁ ଦର୍ଶକଙ୍କ ଭଲ ରେସପନ୍ସ

Much awaited Deepika Padukone starrer Chhapaak has released. Based on a true story, the movie revolves around the life of…

ପାଗଳ ପୁଅଙ୍କ ଆକ୍ରମଣରେ ବାପା ମୃତ, ମା’ ଗୁରୁତର

ତୁମୁଡ଼ିବନ୍ଧ,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଝାଲିପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଗଳ ପୁଅଙ୍କ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’…

ହାଇକୋର୍ଟରେ ଖାରଜ ହେଲା ଫକ୍ସ ଷ୍ଟୁଡିୟର ଆବେଦନ: ଓକିଲଙ୍କୁ ଦେବାକୁ ପଡ଼ିବ କ୍ରେଡିଟ୍‌

ନୂଆଦିଲ୍ଲୀ,୧୧।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ୍‌’ରେ ଏସିଡ୍‌ ଆଟାକ୍‌ ପୀଡ଼ିତାଙ୍କ ଓକିଲ ଅପର୍ଣ୍ଣା ଭଟ୍ଟଙ୍କୁ କ୍ରେଡିଟ୍‌ ଦେବା ମାମଲାରେ ହାଇକୋର୍ଟ ଶନିବାର ଶୁଣାଣି…