ପିଲାଙ୍କୁ ନିଆଁରୁ ବଞ୍ଚାଇ ଜେଲ ଗଲେ ମା’

ପ୍ୟୋଙ୍ଗୟାଙ୍ଗ୍‌, ୧୧ା୧ : ପୃଥିବୀରେ ଗୋଟିଏ ଦେଶ ରହିଛି ଉତ୍ତର କୋରିଆ। କିମ ଜଙ୍ଗ୍‌ ଉନ ସେଠାକାର ସର୍ବୋଚ୍ଚ ଶାସକ। ଏହି ଦେଶରେ ଆଇନକାନୁନ ନାଁରେ କିଛି…

ଗୋଟିଏ ମଞ୍ଚରେ ଏକାଠି ହେବେ ମୋଦି-ମମତା

କୋଲକାତା,୧୧ା୧: ଲୋକ ସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୋଟିଏ ମଞ୍ଚରେ ଏକାଠି ହେବାକୁ…

ନାବାଳିକା ଝିଅଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଗୁଜରାଟରେ ଜଣେ ଓଡ଼ିଆଙ୍କୁ ଫାଶୀ ଦଣ୍ଡାଦେଶ

ସୁରଟ୍‌,୧୧ା୧(ପି.ଟି.): ନିଜର ନାବାଳିକା ଝିଅ(୧୪ଙ୍କୁ ବଳାତ୍କାର କରି ଗର୍ଭବତୀ କରିବା ପରେ ତଣ୍ଟିଚିପି ମାରିବା ଘଟଣାରେ ଗୁଜରାଟର ସ୍ପତନ୍ତ୍ର କୋର୍ଟ ଜଣେ ଓଡ଼ିଆଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି। ଅତିରିକ୍ତ…

୪ ସରକାରୀ ଅଧିକାରୀ ବହିଷ୍କୃତ

ଭୁବନେଶ୍ୱର, ୧୧ା୧ (ବ୍ୟୁରୋ): ରାଜ୍ୟ ସରକାର ୪ ଜଣ ସରକାରୀ କର୍ମଚାରୀଙ୍କୁ ସେମାନଙ୍କ ଚାକିରିରୁ ବହିଷ୍କାର କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି-ଯାଜପୁର ଜିଲା ଦଶରଥପୁର ବ୍ଲକରେ ଜଳସମ୍ପଦ…

ସହଯୋଗ କରିଥିଲା ପୋଲିସ

ନୂଆଦିଲ୍ଲୀ,୧୧ା୧ : ଏବିଭିପି କର୍ମୀ ଅକ୍ଷତ ଅଓ୍ବସ୍ତି ରବିବାର ଜେଏନ୍‌ୟୁ କ୍ୟାମ୍ପସ୍‌ ଆକ୍ରମଣରେ ସମ୍ପୃକ୍ତ ଥିଲେ ବୋଲି କ୍ୟାମେରା ଆଗରେ ସ୍ବୀକାର କରିଛନ୍ତି। ସେଠାରେ କର୍ତ୍ତବ୍ୟରେ ଥିବା…

ମହାନଦୀରେ ଡଙ୍ଗା ବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ

ବଡମ୍ବା,୧୧ା୧(ଡି.ଏନ୍‌.ଏ.): ମହାନଦୀରେ ନୌବିହାର ବେଳେ ଡଙ୍ଗାବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବାବେଳେ ୨ଜଣଙ୍କୁ ସ୍ଥାନୀୟ କେତେଜଣ ଲୋକ ଉଦ୍ଧାର କରିଛନ୍ତି। ବଡମ୍ବା ଥାନା ଅନ୍ତର୍ଗତ ମା’ଭଟ୍ଟାରିକାଙ୍କ ପୀଠ…

କଶ୍ମୀର: ୨୬ ଗୃହବନ୍ଦୀଙ୍କ ଉପରୁ ପିଏସ୍‌ଏ ହଟିଲା

ଶ୍ରୀନଗର,୧୧ା୧(ପି.ଟି.): ଇଣ୍ଟରନେଟ ବନ୍ଦ ଏବଂ ଉପତ୍ୟକାରେ କଟକଣାକୁ ନେଇ ସୁପ୍ରିମକୋର୍ଟ ସରକାରଙ୍କୁ ସମାଲୋଚନା କରିବା ପରେ ଜମ୍ମୁ-କଶ୍ମୀର ପ୍ରଶାସନ ଅଟକ ଥିବା ୨୬ ଜଣଙ୍କ ଉପରୁ ସର୍ବସାଧାରଣ…

ଇରାନ ଉପରେ ନୂଆ କଟକଣା

ଓ୍ବାଶିଂଟନ,୧୧ା୧ (ପି.ଟି.): ଇରାକସ୍ଥିତ ଆମେରିକାର ସେନା ଶିବିରକୁ ମିଶାଇଲ ମାଡ଼ ପରେ ଟ୍ରମ୍ପ୍‌ ପ୍ରଶାସନ ପକ୍ଷରୁ ଇରାନ ଉପରେ ନୂଆ କଟକଣା ଲଗାଯାଇଛି। ଆମେରକା ପରରାଷ୍ଟ୍ର ସଚିବ…

ହୁଗୁଳା ଉନ୍ନୟନ

ଜନମଙ୍ଗଳ ରାଷ୍ଟ୍ରରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଭଳି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ । ଏହାକୁ ହିଁ ଉନ୍ନୟନ ବୋଲି କୁହାଯାଏ । ଏଥିରେ ଖିଲାପ…

ଦୁର୍ଘଟଣାରେ ୨୦ ଯାତ୍ରୀ ଜଳିଗଲେ

କନୌଜ,୧୧ା୧: ଉତ୍ତରପ୍ରଦେଶର କନୌଜ ଜିଲାରେ ଶୁକ୍ରବାର ଏକ ଘରୋଇ ଡବଲ ଡେକର ବସ୍‌ ସହ ଟ୍ରକ ମୁହାଁମୁହିଁ ଧକ୍କାଖାଇବା ପରେ ଗାଡ଼ି ଦୁଇଟିରେ ନିଆଁ ଲାଗିଯିବାରୁ ପ୍ରାୟ…