ଓଡ଼ିଶା ଟେନିସ ପ୍ରିମିୟର ଲିଗ୍‌ ଆରମ୍ଭ

ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଟେନିସ ପ୍ରିମିୟର ଲିଗ୍‌(ଓଟିପିଏଲ)ର ତୃତୀୟ ସଂସ୍କରଣ ବୁଧବାର କିଟ୍‌ ପରିସରରେ ଆରମ୍ଭ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥିଭାବେ…

ଗୁଜରାଟ ସରକାରଙ୍କ ଘୋଷଣା: ସହରରେ ହେଲ୍‌ମେଟ ପିନ୍ଧିବା ଇଚ୍ଛାଧୀନ

ଅହମଦାବାଦ,୫ା୧୨: ନୂଆ ମୋଟରଯାନ ଆଇନ, ୨୦୧୯କୁ ସାରା ଦେଶରେ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଉଦ୍ୟମ ଚାଲିଥିବାବେଳେ ଭାଜପା ଶାସିତ ଗୁଜରାଟରେ ଏହାର ବ୍ୟତିକ୍ରମ ଦେଖିବାକୁ…

ରଣଜୀ ଟ୍ରଫି: ଧ୍ରୁବଙ୍କୁ ଦିଲ୍ଲୀର ନେତୃତ୍ୱ

ନୂଆଦିଲ୍ଲୀ, ୫।୧୨(ପି.ଟି.)- ୨୦୧୯-୨୦ ରଣଜୀ ଟ୍ରଫି ସେସନର ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଦିଲ୍ଲୀ ଏକ ୧୫ ଜଣିଆ ଦଳ ଘୋଷଣା କରିଛି। ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ…

ଜେଲ୍‌ରୁ ମୁକୁଳିଲେ ପି. ଚିଦାମ୍ବରମ

ନୂଆଦିଲ୍ଲୀ,୫ା୧୨(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ମନିଲଣ୍ଡରିଂ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ସୁପ୍ରିମକୋର୍ଟ ଜାମିନ ମଞ୍ଜୁର କରିବା ପରେ ବୁଧବାର ରାତିରେ ସେ ଜେଲ୍‌ରୁ ମୁକୁଳିଛନ୍ତି। ବରିଷ୍ଠ…

ସୁବର୍ଣ୍ଣପୁର ରିଂରୋଡ: ଅବଧି ସରିଲାଣି, ନିର୍ମାଣ କାମ ସରୁନି

ସୋନପୁର, ୫।୧୨(ନି.ପ୍ର.) ସୁବର୍ଣ୍ଣପୁର ସହରର ତିନିପାର୍ଶ୍ୱକୁ ଘେରି ରହିଛି ମହାନଦୀ ଓ ତେଲନଦୀ। ବର୍ଷା ଋତୁରେ ଏହି ସହରକୁ ବନ୍ୟାଦାଉରୁ ରକ୍ଷା କରିବା ପାଇଁ ନଦୀବନ୍ଧ ତଥା…

ପରିବାର ଲୁକ୍‌କର ଅଭିଯୋଗ: ପିଇଓ ଦେଇଛନ୍‌ ଭୁଲ ରିପୋର୍ଟ

ଲୋଇସିଂହା, ୫ା୧୨ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟା ଗାଁର ୯୦ ପରତିଶତ ଦିବ୍ୟାଙ୍ଗ ବିଭୀଷଣ ତରିଆ(୩୫)। ଦିବ୍ୟାଙ୍ଗ ଭତାକେ ଛାଡ଼ିଦେଲେ ବାକି ସବୁ ପରକାର…

ପୋଲିସ କାର୍‌ରେ ଛାତ୍ରୀଙ୍କୁ ଗଣବଳାତ୍କାର: ସିଆର୍‌ପିଏଫ୍‌ ଯବାନଙ୍କ ସମେତ ୪ ଗିରଫ

ନୂଆଦିଲ୍ଲୀ, ୫ା୧୨:ହାଇଦ୍ରାବାଦରେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ଏହାକୁ ନେଇ ଦେଶବ୍ୟାପୀ ଅଭିଯୁକ୍ତଙ୍କ ବିରୋଧରେ ଜନଆକ୍ରୋଶ ଦେଖିବାକୁ ମିଳିଥିବାବେଳେ ଏବେ ଉତ୍ତରପ୍ରଦେଶର ମିର୍ଜାପୁରରେ ଜଣେ…

୧୦ଥର ଆବେଦେନ କରି ନିରାଶ: ଭତାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି

ଗଣ୍ଡତୁରୁମ, ୫ା୧୨ (ଡି.ଏନ.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗାଁର ଘନ ଦେହେରୀ(୯୦)। ସେ ଭତାର ଲାଗି ପାଖାପାଖି ୧୦ ଥର ଆବେଦନ କରି ନିରାଶ…

ଦକ୍ଷୀଣ ଏସୀୟ କ୍ରୀଡା: ସସ୍ମିତା, ସତ୍ୟଜିତଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)- ନେପାଳର କାଠମାଣ୍ଡୁଠାରେ ଅନୁଷ୍ଠିତ ୧୩ତମ ଦକ୍ଷୀଣ ଏସିୟ କ୍ରୀଡାର ଖୋ ଖୋ ବିଭାଗରେ ଭାରତୀୟ ମହିଳା ଓ ପୁରୁଷ ଦଳ ସ୍ବର୍ଣ୍ଣ ପଦକଲାଭ…

ବାପ୍‌ କର୍କଟରେ, ଝି’ ରକ୍ତଶିକୁଳି ରୋଗ୍‌ରେ ପୀଡ଼ିତ: ମାଏକିନାର ଉପରେ ପରିବାର ବୋଝ୍‌

କର୍ଲାମୁଣ୍ଡା, ୫ା୧୨ (ଡି.ଏନ.ଏ.)-  ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଦାଦନ୍‌ ସମସିଆ ଉପରେ ଲଗାମ୍‌ କସବାକେ ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଇ ଯୋଜନାକେ…