ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନକୁ ଫେରିଲେ କୋହଲି

ଦୁବାଇ, ୫।୧୨(ପି.ଟି.)- ସୁପରଷ୍ଟାର ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଭାରତୀୟ ଅଧିନାୟକ କୋହଲି ଅଷ୍ଟ୍ରେଲିଆ ଅଭିଜ୍ଞ…

ଆହୁରି ୧୫ ଦିନ ପରେ ମଣ୍ଡିରେ କିଣାହେବ ଧାନ: ଅଭାବୀ ବିକ୍ରିର ଶିକାର ହେଉଛି ଚାଷୀ

ନୟାଗଡ଼ ଅଫିସ,୫ା୧୨: ଗତ ୨୯ ତାରିଖରେ ଜିଲାରେ ସରକାରୀ ଭାବେ ଧାନମଣ୍ଡି ଉଦ୍‌ଘାଟିତ ହୋଇଥିଲା। ସେ ସମୟରେ ଡିସେମ୍ବର ୧୮ ତାରିଖ ପରେ ମଣ୍ଡିରେ ଧାନ କିଣା…

ବାଲିଗୁଡ଼ା ପୋଲିସର ଅବକାରୀ ଧରପଗଡ଼:  ୫ ମଦବେପାରୀ, ୪ ନିଶାସକ୍ତ ଚାଳକ ଗିରଫ

ବାଲିଗୁଡା,୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ବେଆଇନ ମହୁଲି ମଦ କାରବାର କରୁଥିବା ୫ ଜଣକୁ ଗିରଫ କରିବା ସହ ୪ ନିଶାସକ୍ତ ଗାଡି ଚାଳକଙ୍କୁ…

୨୬ କି.ମି. ଚାଲିଲେ ୫୪ ଛାତ୍ର

ତୁମୁଡିବନ୍ଧ,୫ା୧୨(ଡି.ଏନ୍‌.ଏ.)- ଦୀର୍ଘଦିନଧରି ଶିକ୍ଷକ ପଦବୀ ପୂରଣ ହେଲାନି, ପାଠ ପଢାରେ ବହୁ ଅସୁବିଧା ହେଲା, ଶେଷରେ ଛାତ୍ରମାନେ ପାହାଡ଼ ପର୍ବତ ଘେରା ୨୬ କି.ମି. ରାସ୍ତା ଚାଲିଚାଲି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ବସ୍‌ ଚାଳକ ଅଟକ

ଦାରିଙ୍ଗବାଡ଼ି,୫।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରୋଇ ବସ୍‌ ଚାଳକଙ୍କ ଆକ୍ରମଣରେ ଗ୍ରାମର ମହାଦେବ ମାଝୀ ଗୁରୁତର ଆହତ ହୋଇଛନ୍ତି। ବୁଧବାର ପୂର୍ବାହ୍ନରେ…

ମଧ୍ୟପ୍ରଦେଶରେ ନାବାଳିକା ବଳାତ୍କାର ମାମଲା: ଗୋଳାବନ୍ଧରୁ ଯୁବକଙ୍କୁ ଉଠାଇନେଲା ପୋଲିସ

ଗୋପାଳପୁର,୫ା୧୨-ଗତ କିଛିଦିନ ହେଲା ଦେଶରେ ବଳାତ୍କାର ବଢ଼ି ଚାଲିଛି। ପୋଲିସ ତଦନ୍ତରେ ଢିଲା ଯୋଗୁ ବିଭିନ୍ନ ସମୟରେ ଅପରାଧୀ ସହଜରେ ଖସି ଯାଉଛନ୍ତି। ମଧ୍ୟପ୍ରଦେଶରେ ଜଣେ ନାବାଳିକାଙ୍କୁ…

ନିଖୋଜ ଯୁବକଙ୍କ କଙ୍କାଳ ଉଦ୍ଧାର

ଆସିକା,୫ା୧୨(ଡି.ଏନ୍‌.ଏ.)-ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମର ହାଇସ୍କୁଲ ପଛପାର୍ଶ୍ୱ ଧାନ ବିଲରୁ ବୁଧବାର ଅପରାହ୍ନରେ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସେହି ସ୍ଥାନରେ ପଡିଥିବା ପ୍ୟାଣ୍ଟସାର୍ଟ…

ମାଷ୍ଟର ମାଇଣ୍ଡଙ୍କ ସମେତ ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ/ଦିଗପହଣ୍ଡି, ୫ା୧୨(ଡି.ଏନ.ଏ.)-ବ୍ରହ୍ମପୁର ଅବକାରୀ ବିଭାଗ ଷ୍ଟ୍ରାଇକିଂ ଫୋର୍ସ ଓ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ବୁଧବାର ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା-ଭୀଷ୍ମଗିରି ଛକ କପିଳେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ…

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୫ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ଜଗଦୀଶ ପ୍ରସାଦ ମହାନ୍ତି ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି…

ଓଡ଼ିଶା ବାସ୍କେଟବଲ୍‌ ଦଳରେ ଗଞ୍ଜାମର ୩ ଝିଅ

ବ୍ରହ୍ମପୁର ଅଫିସ୍‌,୫ା୧୨: ମହାରାଷ୍ଟ୍ରର ସତ୍‌ରାରେ ଆସନ୍ତା ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ୬୫ତମ ଜାତୀୟ ସ୍କୁଲ ଗେମ୍‌ସ(୧୭ବର୍ଷରୁ କମ୍‌) ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଭାଗନେବା ପାଇଁ…