ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ଯବାନ ଶହୀଦ

ପୁଞ୍ଚ,୧୦।୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖା ନିକଟରେ ଶୁକ୍ରବାର ପାକିସ୍ତାନ ବହୁ ପରିମାଣରେ ଗୁଳିଗୋଳା ବର୍ଷଣ କରିଥିଲା। ପୁଞ୍ଚ ଜିଲାର ଗୁଲପୁର ସେକ୍ଟରରେ ହୋଇଥିବା ମୋର୍ଟାର ମାଡରେ ୨ଯବାନ…

ସ୍ବପ୍ନେଶ୍ୱର ସାହିରୁ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୦।୧: ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରୁ ଶୁକ୍ରବାର ଅପରାହ୍ନରେ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୯ ଲକ୍ଷ…

ଟ୍ରକ୍‌କୁ ପିଟିଲା ବସ୍‌, ୨୦ରୁ ଊର୍ଦ୍ଧ୍ୱ ଆହତ

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଖୁଲୁଣ୍ଡିପାଣି ଗ୍ରାମ ନିକଟ ୨୩ନଂ ଜାତୀୟ ରାଜପଥରେ ଶୁକ୍ରବାର ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

୫୦୦ ହଜାର ଡଲାର ଦାନ କଲେ ଲୁଇସ ହାମିଲଟନ

ଲଣ୍ଡନ,୧୦।୧- ଅଷ୍ଟ୍ରେଲିଆର ଦକ୍ଷିଣାଞ୍ଚଳ ଜଙ୍ଗଲରେ ଲାଗିଥିବା ନିଆଁ ଦ୍ୱାରା ହୋଇଥିବା କ୍ଷୟକ୍ଷତି ଭରଣା କରିବା ପାଇଁ ଆଗେଇ ଆସିଛନ୍ତି ୬ ଥର ଫର୍ମୁଲା ଓ୍ବାନ୍‌ ବିଶ୍ୱ ଚାମ୍ପିୟନ…

ଗଦାପୁର ସ୍ବାସ୍ଥ୍ୟକର୍ମୀଙ୍କ ନାମରେ ଜିଲାପାଳଙ୍କୁ ଅଭିଯୋଗ: ଏଡିଏମ୍‌, ଇନ୍‌ଚାର୍ଜଙ୍କ ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ କଳ୍ପନା ଘଡ଼େଇ ସ୍ଥାନୀୟ ଆଶାକର୍ମୀଙ୍କୁ ଖରାପ ବ୍ୟବହାର କରିବା ସହ ସ୍ଥାନୀୟ ସରପଞ୍ଚଙ୍କ…

ଟୋକନ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ପ୍ରତିବାଦ

କଲମପୁର,୧୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀଙ୍କ ଆନ୍ଦୋଳନ ବୃଦ୍ଧି ପାଇବାରେ ଲାଗିଛି । ଟୋକନ ଦାବିରେ ଶୁକ୍ରବାର ସକାଳୁ ଚାଷୀ…

ଓଏଏସ୍‌ ପରୀକ୍ଷାରେ ତପସ୍ବିନୀଙ୍କ କୃତିତ୍ୱ: ଦୃଢ଼ ଇଚ୍ଛାଶକ୍ତି ସଫଳତା ଦେଇଛି

ବାଲିଆ, ୧୦।୧: ମାତ୍ର ୭ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇବା ପରେ ବି ନିଜ ସ୍ବପ୍ନ ପୂରଣ କରିବାକୁ ଅନବରତ ଚେଷ୍ଟା ଚଳାଇଥିଲେ ବିରିଡ଼ି ବ୍ଲକ ୨୨ ମୌଜା…

ନୌକାଯାତ୍ରା କଲେ ପ୍ରିୟଙ୍କା

ବାରାଣସୀ,୧୦।୧: କଂଗ୍ରେସ ମହାସଚିବ ତଥା ଉତ୍ତର ପ୍ରଦେଶର ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ବାରାଣସୀକୁ ଦିନିକିଆ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ବାରାଣସୀର…

ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ ଭାଜପା ନେତା ତଥା ଆଇନଜୀବି ଅଶ୍ୱିନୀ କୁମାର ଉପାଧ୍ୟାୟ କରିଥିବା ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ…

୪୨ ବର୍ଷ ଧରି ବନ୍ଦ ରହିଥିଲା ଏହି ରେଲ୍‌ଓ୍ବେ ଷ୍ଟେଶନ, ଜାଣନ୍ତୁ କାରଣ

ଗୋଟିଏ ରେଲ୍‌ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ।…