ମଧ୍ୟାହ୍ନଭୋଜନ ଯାଞ୍ଚ କଲେ ବିଧାୟକ

ଛେଣ୍ଡିପଦା,୪।୧୨(ସ୍ବ.ପ୍ର.)-ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଙ୍ଗଳବାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନ ଯାଇଥିଲେ। ଏହି ଅବସରରେ ଏକ ନୂତନ ଶ୍ରେଣୀ ଗୃହକୁ…

ସ୍ପଷ୍ଟ କଲା ଡିଆଇସିଜିସି;ଲକ୍ଷେ ଟଙ୍କାର ବ୍ୟାଙ୍କ ଜମା ଉପରେ ଗ୍ୟାରେଣ୍ଟି

ନୂଆଦିଲ୍ଲୀ, ୪-୧୨: ଯଦି କୌଣସି ବ୍ୟାଙ୍କ ଏହାର କାରବାରରେ ବିଫଳତା ଲାଗି ବନ୍ଦ ହୋଇଯାଏ ତେବେ ଗ୍ରାହକଙ୍କ ମୋଟ ଜମାର କେବଳ ଲକ୍ଷେ ଟଙ୍କା ଉପରେ ହିଁ…

ଭାପୁର ବ୍ଲକରେ ଦୁର୍ନୀତିର ତଦନ୍ତ, ଏବିଡିଓଙ୍କ ବଦଳି ଦାବି ଆମରଣ ଅନଶନରେ ବସିଲେ ଜନପ୍ରତିନିଧି

ନୟାଗଡ଼ ଅଫିସ/ଭାପୁର (ଡି.ଏନ୍‌.ଏ.),୪ା୧୨: ନୟାଗଡ଼ ଜିଲା ଭାପୁର ବ୍ଲକରେ ହୋଇଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ଓ ଏବିଡିଓଙ୍କ ବଦଳି ଦାବିରେ ମଙ୍ଗଳବାର ପଞ୍ଚାୟତ ଜନପ୍ରତିନିଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି।…

ଋଷିକୁଲ୍ୟା ମୁହାଣରେ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଅବ୍ୟାହତ: ସମୟ ପୂର୍ବରୁ ଅଣ୍ଡାଦାନ

ଗଞ୍ଜାମ,୪୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଣା ବନ୍ଧ ଗ୍ରାମ ନିକଟସ୍ଥ ଋଷିକୁଲ୍ୟା ବେଳାଭୂମିରେ ନଭେମ୍ବରରୁ ଅଲିଭ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହା ଜାନୁୟାରୀ ୧୫ ପର୍ଯ୍ୟନ୍ତ ଚାଲିବ…

ଟେନିସ୍‌ ପ୍ରଚାର ପାଇଁ ମିନି ମାରାଥନ

ଯାଜପୁର ଟାଉନ,୪ା୧୨(ଡି.ଏନ୍‌.ଏ.)- ଟେନିସ୍‌ ଖେଳକୁ ପ୍ରୋତ୍ସାହିତ କରିବା ନିମନ୍ତେ କଳିଙ୍ଗ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଟ୍‌(କେଜିଆଇ) ପ୍ରଚେଷ୍ଟା ଜାରି ରଖିଛି। ଏଥିପାଇଁ ଯାଜପୁର ଜିଲାରେ ମିନି ମାରାଥନ କରି…

ରୁଦ୍ରପୁର ଗ୍ରାମରେ ରାଜନୈତିକ ଗୋଷ୍ଠୀ ସଂଘର୍ଷ, ଦୁଇ ଗୁରୁତର ପୂର୍ବତନ ସରପଞ୍ଚଙ୍କ ସମେତ ୩ ଗିରଫ

ବିଞ୍ଝାରପୁର,୪ା୧୨(ଡି.ଏନ୍‌.ଏ)- ଗତ ସାଧାରଣ ନିର୍ବାଚନ ପରଠାରୁ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତର ରୁଦ୍ରପୁର ଗ୍ରାମରେ ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ଲାଗି ରହିଥିବା ଛକାପଞ୍ଝା ସୋମବାର…

ପାର୍କ, ଆଇ ଲଭ୍‌ ଛତ୍ରପୁର ସେଲ୍‌ଫି ପଏଣ୍ଟ ଉଦ୍‌ଘାଟିତ

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଛତ୍ରପୁର ଏନ୍‌ଏସି ପୋଲିସ ପଡିଆଠାରୁ ଜିଲାପାଳଙ୍କ ବଙ୍ଗଳା ପର୍ଯ୍ୟନ୍ତ ସୌନ୍ଦର୍ଯ୍ୟକରଣ, ପାର୍କ, ସେଲ୍‌ଫି ପଏଣ୍ଟ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଏଥିପାଇଁ ୩୦ ଲକ୍ଷ ଟଙ୍କା ବ୍ୟୟ ହୋଇଛି।…

୧୪ ରୁଟ୍‌ରେ ୩୫ରୁ ଊର୍ଦ୍ଧ୍ୱ ବସ୍‌ ବନ୍ଦ

ଜୟପୁର,୪ା୧୨(ନି.ପ୍ର)-ମାଓବାଦୀଙ୍କ ପିଏଲଜିଏ ସପ୍ତାହ ପାଳନ ହେଉଥିବାରୁ ଅବିଭକ୍ତ କୋରାପୁଟ ଜିଲାରେ ହାଇଆଲର୍ଟ ଜାରି କରାଯାଇଛି। ଜୟପୁରରୁ ମାଲକାନଗିରି ବସ୍‌ ସେବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ସୁରକ୍ଷା ଦୃଷ୍ଟିରୁ…

ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ବିଧାୟକ

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୪ା୧୨(ଡି.ଏନ୍‌.ଏ)- ବଡ଼ଚଣା ବ୍ଲକ ଅର୍ନ୍ତଗତ ବାଲିଚନ୍ଦ୍ରପୁର ପଞ୍ଚାୟତର ୫ଗୋଟି ପ୍ରକଳ୍ପକୁ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥି ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ଏହି ପଞ୍ଚାୟତ ଅର୍ନ୍ତଗତ ୭ଲକ୍ଷ…

ସାତସିମିଳିରେ ପାନୀୟ ଜଳ ସାତ ସପନ: ଅଚଳ ଜଳ ପ୍ରକଳ୍ପ, ଭାଙ୍ଗିଲାଣି ଷ୍ଟାଣ୍ଡପୋଷ୍ଟ

ନନ୍ଦପୁର,୪ା୧୨(ଡି.ଏନ୍‌.ଏ.)- କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା ପଞ୍ଚାୟତ ଅନ୍ତର୍ଗତ ସାତସିମିଳି ଗ୍ରାମରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଦ୍ୱାରା ନିର୍ମିତ ଜଳ ଯୋଗାଣ ପ୍ରକଳ୍ପ ସମ୍ପୂର୍ଣ…