ପୃଥ୍ବୀ-୨ର ରାତ୍ରିକାଳୀନ ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ଼୍‌ରୁ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ମଙ୍ଗଳବାର…

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା; ୨୦ ଦିନରେ ଚାର୍ଜଶିିଟ୍‌ ପ୍ରସ୍ତୁତ କରାଯିବ: କେନ୍ଦ୍ରାଞ୍ଚଳ ଡିଆଇଜି

ପୁରୀ ଅଫିସ, ୩ା୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବହିଷ୍କୃତ କନଷ୍ଟେବଳ ଜିତେନ୍ଦ୍ର କୁମାର…

ଧାରଣା ସ୍ଥଳରେ ଟଳିପଡିଲେ ଶିକ୍ଷକ: ମୟୂରଭଞ୍ଜ ଜିଲା ଗଣଶିକ୍ଷକ ସଂଘ ସଭାପତି ଥିଲେ; ଅଧୁରା ରହିଗଲା ଦାବି ପୂରଣ

ଭୁବନେଶ୍ୱର,୨ା୧୨(ବ୍ୟୁରୋ)/କୁଆମରା/ଖୁଣ୍ଟା(ଡି.ଏନ୍‌.ଏ) - ଦାବି ପୂରଣ ପାଇଁ ଆସିଥିଲେ ରାଜଧାନୀ। ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିର ଆନ୍ଦୋଳନସ୍ଥଳରେ ଅନ୍ୟଶିକ୍ଷକଙ୍କ ସହ ଧାରଣା ଦେଇଥିଲେ। ବିକ୍ଷୋଭ ଓ ପ୍ରତିବାଦ କରୁଥିବା…

ଶ୍ରୀମନ୍ଦିର ଚାରିପଟୁ ଘର ଉଚ୍ଛେଦ ପ୍ରସଙ୍ଗ: ଅଧିକ ୭ଦିନ ସମୟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶ୍ରୀମନ୍ଦିର ଚାରି ପାଖରୁ ୭୫ମିଟର ବଳୟ ମଧ୍ୟରେ ଯେତେସବୁ ଘର ଅଛି ତାକୁ ଭାଙ୍ଗିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ସେହି ଅନୁଯାୟୀ ଜିଲା ପ୍ରଶାସନ…

ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ୍‌: କ୍ୟାରିୟାର ଶ୍ରେଷ୍ଠ ୨୯ତମ ସ୍ଥାନରେ ସୌରଭ

ନୂଆଦିଲ୍ଲୀ,୩।୧୨(ପି.ଟି.)- ମଙ୍ଗଳବାର ପ୍ରକାଶିତ ହୋଇଥିବା ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ତାରକା ବ୍ୟାଡମିଣ୍ଟନ ଖେଳାଳି ସୌରଭ ବର୍ମା ୭ଟି ସ୍ଥାନ ଉପରକୁ ଉଠି କ୍ୟାରିୟରର ଶ୍ରେଷ୍ଠ ୨୯ତମ ସ୍ଥାନ…

ଓ୍ବିଲିୟମସନ, ଟେଲରଙ୍କ ଶତକ: ଟେଷ୍ଟ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ହାମିଲଟନ,୩।୧୨(ଏଏଫିପି)- ଅଧିନାୟକ କେନ୍‌ ଓ୍ବିଲିୟମସନ ଓ ଅଭିଜ୍ଞ ରସ୍‌ ଟେଲରଙ୍କ ଲଢ଼ୁଆ ଶତକ ସହାୟତାରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚକୁ ଘରୋଇ ନ୍ୟୁଜିଲାଣ୍ଡ…

ପରିବେଶ ପର୍ଯ୍ୟଟନ ଗ୍ରାମ ବାଢୁନଝରିଆ ସରଫଗଡ : ରାଜ୍ୟ ବାହାର ପର୍ଯ୍ୟଟକଙ୍କ ଜମୁଛି ଗହଳି

ଲେଫ୍ରିପଡା, ୩।୧୨(ଡି.ଏନ.ଏ) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଅନ୍ତର୍ଗତ ଗିରିଙ୍ଗକେଲା ପଞ୍ଚାୟତର ବାଢୁନଝରିଆ ଗ୍ରାମରେ ରହିଛି ସରଫଗଡ ପରିବେଶ ପର୍ଯ୍ୟଟନ ସ୍ଥଳୀ। ସ୍ଥାନୀୟ ଜିଲା ପ୍ରଶାସନ ପକ୍ଷରୁ…

ମଦ ଜବତ, ୨ ଗିରଫ

ବଇଣ୍ଡା,୩।୧୨(ଡି.ଏନ.ଏ.)-ହଣ୍ଡପା ଓ ବଇଣ୍ଡା ଫାଣ୍ଡି ପୋଲିସ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରି ମଦ ଜବତ କରିବାସହ ୨ ଜଣଙ୍କୁ ଗିରଫ କରି ଆଠମଲ୍ଲିକ କୋର୍ଟଚାଲାଣ କରିଛି।…

ମଧ୍ୟାହ୍ନଭୋଜନ ଯାଞ୍ଚ କଲେ ବିଧାୟକ

ଛେଣ୍ଡିପଦା,୩।୧୨(ସ୍ବ.ପ୍ର)-ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଙ୍ଗଳବାର ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପରିଦର୍ଶନ ଯାଇଥିଲେ। ଏହି ଅବସରରେ ଏକ ନୂତନ ଶ୍ରେଣୀ ଗୃହକୁ…

ଟ୍ୟୁସନ ଯାଉଥିବା ଛାତ୍ରୀଙ୍କୁ ଟଣାଓଟରା ଅଭିଯୋଗ: ୨ ଗିରଫ

ଧାମନଗର ୩।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅନ୍ତର୍ଗତ ନସଲାପୁର ପ୍ରାଥମିକ ବିଦ୍ୟାଳୟ ନିକଟରେ ଟ୍ୟୁସନ ଯାଉଥିବା ଜଣେ ଛାତ୍ରୀଙ୍କୁ ଗତ ୧ ତାରିଖରେ…