ବର୍ଷା ପରେ ବଢ଼ିଲା ଦୁର୍ଦ୍ଦଶା

ବନ୍ତ,୭।୧(ସ୍ବ.ପ୍ର.)-ଚଳିତବର୍ଷ ପ୍ରଥମେ ଫନୀ, ପରେ ବୁଲବୁଲ ଆଉ ଏବେ ଦାଉ ସାଧିଲା ବର୍ଷା। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ…

ବଦଳିଲେ ଟାଉନ ଥାନା ଅଧିକାରୀ

ବାରିପଦା ଅଫିସ,୭ା୧- ଦୀର୍ଘ ଦିନର ଦାବି ପରେ ବାରିପଦା ଟାଉନ ଥାନା ଅଧିକାରୀ ଅଶୋକ କୁମାର ନାୟକ ବଦଳିଛନ୍ତି। ତାଙ୍କ ସ୍ଥାନରେ ବହଳଦା ଥାନା ଇନ୍ସପେକ୍ଟର ବୀରେନ୍ଦ୍ର…

ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ: ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯାଇ ୩୦୦ ହେବ। ‘ମୋ ସରକାର’ ଟିମ୍‌ ଭଦ୍ରକ ପରିଦର୍ଶନ କରିବା ପରେ ସୋମବାର…

ଦନ୍ତା ଉତ୍ପାତ, ସନ୍ଧ୍ୟା ହେଲେ ରାସ୍ତା ଶୂନଶାନ

କୁଆମରା,୭ା୧(ଡ଼ି.ଏନ୍‌.ଏ.)- ବାଟବଣା ହୋଇ ଘୁରି ବୁଲୁଥିବା ଦନ୍ତା ଉତ୍ପାତ ଆରମ୍ଭ କରିଛି। ଗୋପବନ୍ଧୁ ନଗର ଓ ବଡସାହି ବ୍ଲକ ସୀମା କାହ୍ନୁପୁରା ଜଙ୍ଗଲରେ ୫ ଦିନ ହେବ…

କପ୍ତିପଦା ତହସିଲ୍‌ ଆଗରେ ବିକ୍ଷୋଭ

କପ୍ତିପଦା,୭ା୧(ଡ଼ି.ଏନ୍‌.ଏ.)- ଅଲ୍‌ ଇଣ୍ଡିଆ କିଷାନ୍‌ କ୍ଷେତ ମଜଦୁର ସଂଗଠନ (ଏଆଇକେକେଏମ୍‌ଏସ୍‌) ପକ୍ଷରୁ କପ୍ତିପଦା ତହସିଲଦାରଙ୍କ ଅଫିସ୍‌ ସମ୍ମୁଖରେ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହଜାର ହଜାର ସଂଖ୍ୟାରେ…

କରଞ୍ଜିଆ ଆଇଟିଡିଏ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ଠାକୁରମୁଣ୍ଡା,୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ରେ ସୋମବାର ବାରିପଦା ଭିଜିଲାନ୍ସ ବିଭାଗ ଚଢାଉ କରିଛି। ଉପଖଣ୍ଡର ବିଭିନ୍ନ ସ୍ଥାନରେ ରବର ଚାଷ ପ୍ରକଳ୍ପରେ…

ସମସ୍ୟାରେ କୁଆମରା ମ.ଇ. ବିଦ୍ୟାଳୟ

କୁଆମରା,୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ କୁଆମରା ମ.ଇ ବିଦ୍ୟାଳୟ ପ୍ରଶାସନିକ ଅବହେଳାର ଶିକାର ହୋଇଛି। ରାଜରାଜୁଡା ଅମଳରୁ ୧୮୯୨ ମସିହାରେ ପ୍ରତିଷ୍ଠିତ ଏହି…

ଧାନକିଣା ବେଳେ କଟନୀଛଟନୀ ବିବାଦ

ବାହାନଗା,୭ା୧(ଡି.ଏନ.ଏ.)-ବିଭିନ୍ନ ମଣ୍ଡିରେ ଧାନକିଣା ବେଳେ କଟନୀଛଟନୀ କରାଯାଉ ଥିବାରୁ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବାଲେଶ୍ୱର ଜିଲା ବାହାନଗା ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିକୁ…

ରେଳ ଷ୍ଟେଶନର ତରବରିଆ ସୌନ୍ଦର୍ଯ୍ୟକରଣ

ବସ୍ତା,୭।୧(ଡି.ଏନ.ଏ.)- ଦକ୍ଷିଣପୂର୍ବ ରେଳବାଇର ବିଭାଗୀୟ ଜିଏମ ଆସନ୍ତା ୧୦ ତାରିଖରେ ରୂପସାରୁ ବାଙ୍ଗିରିପୋଷି ପର୍ଯ୍ୟନ୍ତ ପରିଦର୍ଶନ କରିବା ପରେ ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ବସ୍ତା ଷ୍ଟେଶନ…

ବେଧଡ଼କ ଚାଲିଛି ବେଆଇନ କରତକଳ

ରୂପ୍‌ସା,୭।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ସମେତ ବସ୍ତା, ବାଲିଆପାଳ ଓ ଭୋଗରାଇ ଆଦି ଅଞ୍ଚଳରେ ଅବାଧରେ ବେଆଇନ ଭାବେ କରତକଳ ଚାଲୁଥିବା ଅଭିଯୋଗ ହେଉଛି। ସ୍ଥାନୀୟ…