୫ ବର୍ଷ ବିତିଲା, ସମ୍ପୂର୍ଣ୍ଣ ହେଲାନି ପୋଲ

ବାସୁଦେବପୁର,୬।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ବଳିବିନ୍ଧା ଗ୍ରାମଠାରୁ ଗମେଈ ନଦୀକୁ ସଂଯୋଗ କରୁଥିବା ମୋହନ ସାମଲ ନାଳ ଜଳ ନିଷ୍କାସନର ଏକ ପ୍ରମୁଖ ନାଳ। ଏହି…

ଭାଙ୍ଗିଦେଲେ ଇବ୍ରାହିମୋଭିଚ୍‌ଙ୍କ ମୂର୍ତ୍ତି

ମାଲ୍‌ମୋ(ସ୍ବିଡେନ୍‌), ୬।୧(ଏପି)- ସ୍ବିଡେନ୍‌ ପାଇଁ ଅନ୍ତର୍ଜାତୀୟସ୍ତରରେ ସର୍ବାଧିକ ଗୋଲ କରିଥିବା ଜଲାଟନ ଇବ୍ରାହିମୋଭିଚ୍‌ଙ୍କ ମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ୫୦୦ କେଜି ଓଜନବିଶିଷ୍ଟ ବ୍ରୋଞ୍ଜ୍‌ରେ ନିର୍ମିତ ମୂର୍ତ୍ତି ମାଲମୋ…

ସୁଧୁରୁନି ଚରମ୍ପା ଷ୍ଟେଶନରୋଡ୍‌ ଟ୍ରାଫିକ ସମସ୍ୟା

ଭଦ୍ରକ ଅଫିସ,୬।୧-ଭଦ୍ରକ ଷ୍ଟେଶନରୁ ସହରକୁ ପ୍ରବେଶ ପଥ ଚରମ୍ପା ଷ୍ଟେଶନ ଫିଡର ରୋଡ୍‌ରେ ଟ୍ରାଫିକ ଜାମ୍‌ ସମସ୍ୟା ଯୋଗୁ ଯାତ୍ରୀମାନେ ଦୈନିକ ହଇରାଣ ହେଉଛନ୍ତି। ରାସ୍ତା ଜାମ୍‌…

ଖଡ଼ଗପୁର ଡିଆର୍‌ଏମ୍‌ଙ୍କୁ ଭେଟିଲେ ପ୍ରତିନିଧି ଦଳ

ଜଳେଶ୍ୱର,୬।୧(ସ୍ବ.ପ୍ର.)- ଖଡଗପୁର ରେଳ ଡିଭିଜନ ଅଧୀନ ବାଲେଶ୍ୱର ଜିଲାର ଜଳେଶ୍ୱର ଏକ ପ୍ରମୁଖ ଷ୍ଟେଶନ ହୋଇଥିଲେ ବି ଏହାର ଆଶାନୁରୂପ ବିକାଶ ହୋଇ ନାହିଁ ା ଏଣୁ…

ନିଜ ଦେଶ କଥା ଚିନ୍ତାକର: ପାକ୍‌ ପ୍ରଧାନମନ୍ତ୍ରୀଙ୍କୁ ଓଓ୍ବାଇସିଙ୍କ ସମାଲୋଚନା

ହାଇଦ୍ରାବାଦ,୬ା୧(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଭାରତୀୟ ମୁସଲମାନଙ୍କ ସମ୍ପର୍କରେ ମୁଣ୍ଡ ନ ଖେଳାଇ ନିଜ ଦେଶ କଥା ଚିନ୍ତା କରନ୍ତୁ ବୋଲି ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ…

ଲେଉଟିବ ଶୀତ: ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ପୁଣି ଥରେ ବଢ଼ିବ ଶୀତ। ସୋମବାରଠାରୁ ଶୀତର ପ୍ରକୋପ ବୃଦ୍ଧି ପାଇବା ସହ ଘନ କୁହୁଡ଼ି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ପ୍ରକଳ୍ପ ନିର୍ମାଣକୁ ବର୍ଷେ ପୂରିନି: ଲୋକଙ୍କ ନିକଟରେ ପହଞ୍ଚୁନି ପିଇବା ପାଣି

ଖଇରା, ୬।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ପାନୀୟ ଜଳ ପ୍ରକଳ୍ପ ନିର୍ମାଣର ବର୍ଷେ ନ ପୂରୁଣୁ ବହୁ ସ୍ଥାନରେ ପାଇପ ନଷ୍ଟ ହେବା ଯୋଗୁ…

ଚଣ୍ଡିଖୋଲ-ଡୁବୁରୀ ଜାତୀୟ ରାଜପଥ ମରାମତି କାର୍ଯ୍ୟରେ ବିଳମ୍ବ: ରାଜପଥ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଚଣ୍ଡିଖୋଲ,୬ା୧(ଡ଼ି.ଏନ.ଏ)- ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ ଡେଥ୍‌ ଜୋନଭାବେ ପରିଗଣିତ ହେବା ପରେ ଜିଲା ପ୍ରଶାସନ ପାଇଁ ଚିନ୍ତା ବଢ଼ି ଯାଇଥିଲା। ସେଥିପାଇଁ ବାରମ୍ବାର ବୈଠକ କରି…

ବେଆଇନ ବାଲି ଖାଦାନ ଅଣାୟତ୍ତ: ବାରଣ ସତ୍ତ୍ୱେ ବ୍ୟବହାର ହେଉଛି ମେଶିନ

ଯାଜପୁର ଅଫିସ,୬ା୧- ଯାଜପୁର ଜିଲାରେ ରାଜନୈତିକ ଛତ୍ରଛାୟା ତଳେ ବେଆଇନ ଲଘୁ ଖଣିଜ ସମ୍ପଦ ଲୁଟ ସୀମା ଲଂଘିଛି। ଟାସ୍କଫୋର୍ସ କମିଟି, ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ, ବିଧାନସଭାରେ…

କେନିଆରେ ଆମେରିକା ସେନାଘାଟିକୁ ଟାର୍ଗେଟ

ନାଇରୋବି,୬ା୧(ଏପି): ଆମେରିକା ଓ ଇରାନ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନାର ପ୍ରଭାବ ଏବେ ଅନ୍ୟ ଦେଶଗୁଡ଼ିକରେ ଅନୁଭୂତ ହେଲାଣି। ସୋମାଲିଆର ଚରମପନ୍ଥୀ ସଙ୍ଗଠନ ଅଲ୍‌-ଶବାବ୍‌ ରବିବାର ଭୋର…