ପ୍ରଥମ ରୋଜଗାରରେ ମମି, ଡାଡିଙ୍କ ପାଇଁ ନୂଆ ଲୁଗା କିଣିଥିଲି: ଚକ୍ଷୁରୋଗ ବିଶେଷଜ୍ଞ ଡା. ତରୁଣ କୁମାର ପଣ୍ଡା

ଚକ୍ଷୁରୋଗ ବିଶେଷଜ୍ଞ ତଥା ସାମାଜିକ କର୍ମୀ ଡା. ତରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି... ବ୍ରହ୍ମପୁର ଟାଉନ୍‌ରେ ମୋ ଜନ୍ମ। ସ୍ଥାନୀୟ…

ଶହୀଦ ପରିବାରଙ୍କୁ ଶସ୍ତାରେ ଘର ଯୋଗାଇବେ ସରକାର

ନୂଆଦିଲ୍ଲୀ,୧।୧୨: ସୀମା ସୁରକ୍ଷା ବଳ(ବିଏସ୍‌ଏଫ)ର ୫୫ ତମ ସ୍ଥାପନା ଦିବସ ଅବସରରେ କେନ୍ଦ୍ର ସରକାର ଶହୀଦ ପରିବାରଙ୍କୁ ବଡ ଉପହାର ଦେଇଛନ୍ତି। ଡିସେମ୍ବର ୧ ସ୍ଥାପନା ଦିବସରେ…

୧୦ ମାସରେ ଏନ୍‌କାଉଣ୍ଟରରେ ୧୨୮ ମାଓବାଦୀଙ୍କ ମୃତ୍ୟୁ ଘଟିଛି: ଦଣ୍ଡକାରଣ୍ୟରେ ସର୍ବାଧିକ

ରାୟପୁର,୧।୧୨: ଗତ ୧୦ ମାସରେ ଦେଶର ବିଭିନ୍ନ ମାଓବାଦୀ ପ୍ରବଣ ଅଞ୍ଚଳରେ ଜାରି ରହିଥିବା ଏନ୍‌କାଉଣ୍ଟରରେ ୧୨୮ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ସର୍ବାଧିକ ୬୦ ପ୍ରତିଶତ…

ରାତିରେ ପାଟ୍ରୋଲିଂ ବେଳେ ବାଉଁଶ ବୋଝେଇ ମିନିଟ୍ରକ୍‌ ଜବତ

ଓଡ଼ଗାଁ,୧।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ କର୍ମଚାରୀମାନେ ଶନିବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଚେମେଡୀ -ସୁନୁସୁନିଆ ରାସ୍ତାରୁ ଏକ କଣ୍ଟା ବାଉଁଶ ବୋଝେଇ ମିନିଟ୍ରକ୍‌ ଜବତ…

ବାଗଡେର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଆଉ ଜଣେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ

ଟିଟିଲାଗଡ଼,୧।୧୨(ଡି.ଏନ୍‌.ଏ.) : ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୋଲିସକୁ ରବିବାର ଏକ ବଡ଼ ସଫଳତା ମିଳିଛ। ଟିଟିଲାଗଡ଼ ଥାନା ଅନ୍ତର୍ଗତ ବାଗଡେର ଗାଁ ନିକଟରେ ଘଟିଥିବା ହତ୍ୟାକାଣ୍ଡର ଅନ୍ୟତମ…

ଆତ୍ମସମର୍ପଣ କଲେ ୩୧ ଆଇଏସ୍‌ ଆତଙ୍କବାଦୀ

କାବୁଲ,୧।୧୨: ପୂର୍ବ ନଙ୍ଗାହାରରେ ଆଫଗାନ ସୁରକ୍ଷାକର୍ମୀଙ୍କ ସାମ୍ନାରେ ୩୧ ଇସଲାମିକ ଷ୍ଟେଟ ଆତଙ୍କବାଦୀ ୬୨ ମହିଳା ଓ ଶିଶୁଙ୍କ ସହ ଆତ୍ମସମର୍ପଣ କରିଛନ୍ତି ବୋଲି ଆଫଗାନିସ୍ତାନ ସରକାର…

ବ୍ୟକ୍ତିତ୍ୱ: ସଙ୍ଗୀତ ନିର୍ଦ୍ଦେଶକ ହେମନ୍ତ କୁମାର

ଭାରତୀୟ ସଙ୍ଗୀତକୁ ବ୍ୟବସାୟିକ କରିବା କ୍ଷେତ୍ରରେ ଯେଉଁ କେତେଜଣ ସଙ୍ଗୀତ ନିର୍ଦ୍ଦେଶକ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ, ସେମାନଙ୍କ ମଧ୍ୟରେ ହେମନ୍ତ କୁମାର ଅନ୍ୟତମ। ପୂର୍ବରୁ ସଙ୍ଗୀତ…

ମହାରାଷ୍ଟ୍ର ମେଣ୍ଟ ସରକାର: ଫାଇଦାରେ ଏନ୍‌ସିପି !

ମହାରାଷ୍ଟ୍ର,୧।୧୨: ମହାରାଷ୍ଟ୍ର ୩ ଦଳିଆ ମେଣ୍ଟ ସରକାରରେ ଏନ୍‌ସିପି ଫାଇଦାରେ ରହିଥିବା ନେଇ ଚର୍ଚ୍ଚା ହେଉଛି। କଂଗ୍ରେସ ବାଚସ୍ପତି ପଦରେ ସନ୍ତୁଷ୍ଟ ରହିଥିବାବେଳେ ଏନ୍‌ସିପି ଉପମୁଖ୍ୟମନ୍ତ୍ରୀ ପଦ…

ଫ୍ୟାଶନ ଟ୍ରେଣ୍ଡରେ ମଲ୍ଟି କଲର ଜୁଏଲେରୀ: ଜାଣନ୍ତୁ କ’ଣ ରହିଛି ଲାଟେଷ୍ଟ ଡିଜାଇନ

ନାରୀଙ୍କ ଗହଣରେ ଜୁଏଲେରୀର ଚାହିଦା ସବୁବେଳେ ରହିଆସିଛି। ଆଉ ସେହି ଚାହିଦାକୁ ଦେଖି ମାର୍କେଟ୍‌କୁ ଜୁଏଲେରୀର କେତେ ନୂଆ ନୂଆ କଲେକ୍‌ଶନ୍‌ ବି ଆସୁଛି। ଏଇ ଯେମିତି…

ବିଶ୍ୱ ଏଡ୍‌ସ ଦିବସ : ସଚେତନ ରାଲି

ରାଜନଗର,୧।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ରବିବାର ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଡ. ରଶ୍ମି ମହାନ୍ତିଙ୍କ ନେତୃତ୍ୱରେ…