ପୁରୀରେ ପହଞ୍ଚିଲେ୧୩୩ ପାକିସ୍ତାନୀ ହିନ୍ଦୁ

ପୁରୀ ଅଫିସ,୪ା୧: ପୁରୀରେ ପହଞ୍ଚିଛନ୍ତି ୧୩୩ ଜଣ ପାକିସ୍ତାନୀ ହିନ୍ଦୁ ପର୍ଯ୍ୟଟକ। ଶୁକ୍ରବାର ରାତି ପ୍ରାୟ ୯ଟାରେ ଏମାନେ ବସ୍‌ରେ ଆସି ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡସ୍ଥିତ…

ମେଡିକାଲ କଲେଜ

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଲାଗି ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ରାୟଗଡ଼ା ଜିଲାରେ ଲୋକେ ଠିକ୍‌ ଭାବେ ସ୍ବାସ୍ଥ୍ୟସେବା ପାଇବାରୁ…

ରାଜସ୍ଥାନରେ ବଢୁଛି ଶିଶୁମୃତ୍ୟୁ ସଂଖ୍ୟା

ଜୟପୁର,୪।୧: ରାଜସ୍ଥାନର କୋଟା ହସ୍ପିଟାଲରେ ଏବେ ଶିଶୁ ମୃତ୍ୟୁ ସଂଖ୍ୟା ବଢିପାରେ ଲାଗିଛି। ଶନିବାର ସକାଳ ସୁଦ୍ଧା ଏଠାରେ ମୃତକଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଥିବା ସୂଚନା ମିଳିଛି।…

ସିଏଏକୁ ନେଇ ମୁହଁ ଖୋଲିଲେ ଶଙ୍କରାଚାର୍ଯ୍ୟ: ଭାରତକୁ ହିନ୍ଦୁରାଷ୍ଟ୍ର ଘୋଷଣା କରାଯାଉ

ପୁରୀ ଅଫିସ,୪ା୧: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ବିରୋଧ କରି ବିଭିନ୍ନ ରାଜ୍ୟରେ ଜୋରସୋରରେ ଆନ୍ଦୋଳନ ଚାଲିଛି। ପୁଣି କେତେକ ଜାଗାରେ ସମର୍ଥନ ଶୋଭାଯାତ୍ରା ମଧ୍ୟ ବାହାରୁଛି। ସିଏଏକୁ…

ପୁରୀ ଦେଶର ଦ୍ୱିତୀୟ ସ୍ବଚ୍ଛ ବେଳାଭୂମି

ଭୁବନେଶ୍ୱର,୪ା୧(ବ୍ୟୁରୋ): ପୁରୀ ଦେଶର ଦ୍ୱିତୀୟ ସବୁଠାରୁ ପରିଷ୍କାର ବା ସ୍ବଚ୍ଛ ବେଳଭୁମୀ । ଏଥିସହିତ ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୁମି ଚତୁର୍ଥ ସଫା ବେଳାଭୂମି ମାନ୍ୟତା ପାଇଛି।…

ଏନ୍‌ପିଆର ପାଇଁ ରାଜ୍ୟର ପ୍ରସ୍ତୁତି

ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ସମର୍ଥନ କରିଥିଲେ।  ହେଲେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆରସି)କୁ ବିରୋଧ କରିଥିଲେ। ଏହାକୁ ଓଡ଼ିଶାରେ ଲାଗୁ କରାଯିବ…

ଭୂତ ଭୟରେ ୪୨ ବର୍ଷ ବନ୍ଦଥିଲା ବେଗୁନ୍‌କୋଦର ଷ୍ଟେଶନ

କୋଲକାତା: ଗୋଟିଏ ରେଲ୍‌ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ…

ଲାଞ୍ଚ: ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ଗିରଫ

କଟକ ଅଫିସ, ୪ା୧: ଦେଢହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ନବରଙ୍ଗପୁରଠାରେ ଥିବା ଲାର୍ଜ ଏରିଆ ମଲ୍‌ଟି ପର୍ପୋଜ୍‌ କୋଅପରେଟିଭ ସୋସାଇଟି (ଲାମ୍ପ୍‌ସ)ର…

ଫନୀ ମୁକାବିଲା ନେଇ ଓଡ଼ିଶାର ପ୍ରସ୍ତୁତିକୁ ଅମିତ୍‌ ଶାହାଙ୍କ ପ୍ରଶଂସା

ଭୁବନେଶ୍ୱର,୪ା୧(ବ୍ୟୁରୋ): ଓଡିଶାର ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାକୁ ନେଇ ଜାତିସଂଘ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଥିବା ବେଳେ କେନ୍ଦ୍ର ସରକାର ମଧ୍ୟ ଓଡିଶାର ପ୍ରସ୍ତୁତି ଉତ୍ତମ ବୋଲି ମାନିଛନ୍ତି।…

ସାମାଜିକ ବାସନ୍ଦ ବିରୋଧରେ ଦୃଢ଼ ହେଲେ ପ୍ରମିଳା

ଗୁଡ଼ଭେଲା, ୩।୧ (ଡ଼ି.ଏନ.ଏ.): ବାପାଙ୍କ ମୃତଦେହ ଘରେ ୨ ଦିନ ହେଲା ପଡ଼ିଥିଲା। ମୁଣ୍ଡପିଟି କାନ୍ଦୁଥିଲେ ପରିବାର ଲୋକେ। ଶୋକରେ କାହାର ପାଟି ଫିଟୁ ନ ଥିଲା।…