ମତଦାନକୁ ବିରୋଧ: ବିସ୍ଫୋରଣରେ ପୋଲ ଉଡ଼ାଇଲେ ମାଓବାଦୀ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ୬ଟି ଜିଲାରେ ପ୍ରଥମ ପ୍ରର୍ଯ୍ୟାୟରେ ୧୩ଟି ଆସନ ଲାଗି ମତଦାନ ଜାରି ରହିଛି। ତେବେ ମତଦାନକୁ ବିରୋଧ କରି…

ଜେଇଇ ମେନ୍‌ରେ ଆସିବ ଓଡ଼ିଆ ପ୍ରଶ୍ନପତ୍ର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଏଣିକି ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ‘ଜେଇଇ ମେନ୍‌’ରେ ଓଡ଼ିଆ ଭାଷାରେ ପ୍ରଶ୍ନପତ୍ର ଆସିବ। ଓଡ଼ିଆ ସମେତ ମୋଟ ୧୧ ଭାଷାରେ…

ପର୍ଯ୍ୟଟନ ସ୍ଥଳର ବିକାଶ

ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ନାମରେ ପରିଚିତ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଏହି ଜିଲା। ଏଠାରେ ଅନେକ ଜଳପ୍ରପାତ ସହ ରହିଛି…

ଉପମୁଖ୍ୟମନ୍ତ୍ରୀ ପଦ ମାଗିଲା କଂଗ୍ରେସ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ରାଜନୀତି ପୁଣି ଚର୍ଚ୍ଚାରେ। ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ଶନିବାର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ କହିଛନ୍ତି। ଇତିମଧ୍ୟରେ…

ଏ ବର୍ଷ ଶୀତ କମ୍‌

ଭୁବନେଶ୍ୱର, ୩୦ା୧୧ (ବ୍ୟୁରୋ): ବିଗତ ବର୍ଷଗୁଡ଼ିକ ତୁଳନାରେ ଚଳିତବର୍ଷ ଅଧିକ ଶୀତ ହେବ ନାହିଁ। ନଭେମ୍ବର ଶେଷ ହେବାକୁ ବସିଲାଣି ହେଲେ ଏ ପର୍ଯ୍ୟନ୍ତ ଭଲ ଭାବରେ…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୩୭ ଲକ୍ଷ ୮୩ ହଜାର ୫୫ ଭୋଟର…

ଶୀତଦିନେ ପିଅନ୍ତୁ ଗୁଡ ମିଶ୍ରିତ କ୍ଷୀର

ଶୀତଦିନ ଆସିଲେ ଥଣ୍ଡା ସର୍ଦ୍ଦି ଏକ ସାଧାରଣ ସମସ୍ୟା ପାଲଟି ଯାଇଥାଏ। ହେଲେ ଘରୋଇ ଉପଚାର ମାଧ୍ୟମରେ ଆମେ ଏହାକୁ ସହଜରେ ଠିକ୍‌ କରିପାରିବା। ବିଶେଷ ଭାବେ…

ଡିସେମ୍ବର ଶେଷ ସୁଦ୍ଧା ସ୍ବର୍ଗଦ୍ୱାର ନବୀକରଣ କାମ

ପୁରୀ ଅଫିସ, ୩୦ା୧୧: ମହାପ୍ରସ୍ଥାନମ୍‌ କ୍ରିମେଟୋରିୟମ୍‌ ଢାଞ୍ଚାରେ ସ୍ବର୍ଗଦ୍ୱାର ପାଇବ ନୂଆରୂପ। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ…

ସ୍ଥାଣୁ ପାଲଟିଛି ଭିଜିଲାନ୍ସର ସୋସିଆଲ ମିଡିଆ

କଟକ ଅଫିସ, ୩୦ା୧୧: ଓଡ଼ିଶା ଭିଜିଲାନ୍ସ ବିଭାଗରେ ଶତାଧିକ ଦୁର୍ନୀତି ଅଭିଯୋଗ ତଦନ୍ତ ନ ହୋଇ ପଡ଼ିରହିଛି। ଏପରି ସ୍ଥଳେ ରାଜ୍ୟରେ ଦୁର୍ନୀତି କମିଛି ବୋଲି ନିକଟରେ…

ଶ୍ରୀଲଙ୍କାକୁ ୪୫୦ ନିୟୁତ ଡଲାର ଋଣ ଦେବ ଭାରତ

ନୂଆଦିଲ୍ଲୀ,୩୦ା୧୧(ପି.ଟି.): ଶ୍ରୀଲଙ୍କାରେ ଆତଙ୍କବାଦ ଦମନ ଲାଗି ୫୦ ନିୟୁତ ଡଲାର ସମେତ ୪୫୦ ନିୟୁତ ଡଲାର ଆର୍ଥିକ ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର…