କେନ୍ଦ୍ରାପଡ଼ାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ଲାଗି ଅନୁଭବଙ୍କ ଦାବି

ନୂଆଦିଲ୍ଲୀ,୩୦ା୧୧: କେନ୍ଦ୍ରାପଡାକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ବିଜେଡି ଏମ୍‌ପି ଅନୁଭବ ମହାନ୍ତି ଶୁକ୍ରବାର ଦାବି କରିଛନ୍ତି। ଏହାଦ୍ୱାରା ଉକ୍ତ ଅଞ୍ଚଳକୁ ପର୍ଯ୍ୟଟକଙ୍କ ଆଗମନ ବଢ଼ିବା ସହ…

ମଧ୍ୟାହ୍ନଭୋଜନରେ ୮୧ ପିଲାଙ୍କୁ ଲିଟରେ କ୍ଷୀର

ସୋନଭଦ୍ର,୩୦ା୧୧(ପି.ଟି.): ଉତ୍ତରପ୍ରଦେଶର ଚୋପାନ ବ୍ଲକ ଅନ୍ତର୍ଗତ ଏକ ସରକାରୀ ବିଦ୍ୟାଳୟରେ ପଢ଼ୁଥିବା ୮୧ ଛାତ୍ରୀଛାତ୍ରଙ୍କକୁ ୧ ଲିଟର କ୍ଷୀର ବଣ୍ଟାଯାଉଥିବା ଜଣାପଡ଼ିବା ପରେ ସ୍କୁଲର ଶିକ୍ଷକଙ୍କୁ ନିଲମ୍ବନ…

ଆଲବାନିଆରେ ଭୂମିକମ୍ପ: ୪୯ ମୃତ

ଟିରାନା,୩୦ା୧୧(ଏଏଫ୍‌ପି): ଆଲବାନିଆ ଭୂମିକମ୍ପରେ ୪୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୫୦ ଆହତ ହୋଇଛନ୍ତି। ୫ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ମଙ୍ଗଳବାର ଭୋର ସମୟରେ ଆଲବାନିଆରେ ୬.୪…

ଶସ୍ତ୍ର ଏଣ୍ଟରପ୍ରାଇଜର୍ସ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର, ୩୦ା୧୧(ବ୍ୟୁରୋ): ଜମାକାରୀଙ୍କଠାରୁ କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ଶସ୍ତ୍ର ଏଣ୍ଟରପ୍ରାଇଜର୍ସ ସଂସ୍ଥାର ନିର୍ଦ୍ଦେଶକ ବାଲାରାଜୁ ମଲିକାର୍ଜୁନ ରାଜୁ(୫୪)ଙ୍କୁ ଇଓଡବ୍ଲ୍ୟୁ (ଅର୍ଥନୈତିକ ଅପରାଧ ଶାଖା) ଶୁକ୍ରବାର…

ଲୋକ ସଭାରେ ଉଠିଲା ସ୍ମିତାରାଣୀ ପ୍ରସଙ୍ଗ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): କଂଗ୍ରେସ ଏମ୍‌ପି ସପ୍ତଗିରି ଉଲାକା ଯାଜପୁର ଜିଲା ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ପ୍ରସଙ୍ଗ ଲୋକ ସଭାରେ ଉଠାଇଛନ୍ତି। ଶୁକ୍ରବାର ଶୂନ୍ୟକାଳ ଚାଲିଥିବା ସମୟରେ…

ମାଡ଼ି ଆସୁଛି ପାଣି ସଙ୍କଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଭୟଙ୍କର ବିପଦର ଆଭାସ ଦେଲାଣି। ପାଣିମୁନ୍ଦେ ପାଇଁ ଆଗାମୀ ଦୁଇ ଦଶନ୍ଧି ମଧ୍ୟରେ ଏକ ବିଷମ ପରିସ୍ଥିତି ସୃଷ୍ଟି ହେବା ନେଇ ଏବେଠାରୁ…

ଉଦ୍ଧବଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଉଦ୍ଧବ ଠାକରେଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଶୁକ୍ରବାର ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ,…

ମାମୁ-ଭଣଜାଙ୍କ କଳି ପାଇଁ ବଳିପଡ଼ିିଲେ ଭଡ଼ାଟିଆ ଦୋକାନୀ: ଦୋକାନରେ ଭଙ୍ଗାରୁଜା ସହ ଔଷଧ ଫିଙ୍ଗିଲେ ମହିଳା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମାମୁ ଓ ଭଣଜାଙ୍କ ମଧ୍ୟରେ ଜମି ବିବାଦ ପାଇଁ ବଳିପଡ଼ିିଲେ ଭଡ଼ାଟିଆ ଦୋକାନୀ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନୟାପଲ୍ଲୀ ଥାନା ଅଧୀନ ଆଇଆରସି…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ମିରାଣ୍ଡ ହାଉସ୍‌ ମହାବିଦ୍ୟାଳୟ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ଦିଲ୍ଲୀର ମିରାଣ୍ଡ ହାଉସ୍‌ ମହାବିଦ୍ୟାଳୟ ମଧ୍ୟରେ ଶୁକ୍ରବାର ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ପ୍ରଥମ…

କନ୍ୟାକୁମାରୀରୁ କଟକ: ଏକତାର ମନ୍ତ୍ର ନେଇ ଥଙ୍ଗାରାଜାଙ୍କ ଦେଶ ପରିକ୍ରମା

କଟକ ଅଫିସ, ୩୦ା୧୧: ପଙ୍ଗୁ ଲଙ୍ଘୟତେ ଗିରି। ସଂସ୍କୃତରେ ଥିବା ଏହି ଶ୍ଳୋକକୁ ପ୍ରମାଣିତ କରିଛନ୍ତି କନ୍ୟାକୁମାରୀର ଆର୍‌. ଥଙ୍ଗାରାଜା(୪୦)। ଦୁଇଟି ଗୋଡ଼ ଅକର୍ମଣ୍ୟ ହୋଇଥିଲେ ମଧ୍ୟ…