ରୋଡ୍‌ରୋମିଓଙ୍କୁ ଧରିବେ ମହିଳା ଏସ୍‌ପିଓ

ଭୁବନେଶ୍ୱର,୩ା୧(ବ୍ୟୁରୋ): ମହିଳାଙ୍କ ସୁରକ୍ଷା ଓ ସଶକ୍ତୀକରଣ ଦିଗରେ ବଡ଼ ପଦକ୍ଷେପ ନେଇଛି କମିଶନରେଟ ପୋଲିସ। ଗୁରୁବାର ଦ୍ୱାଦଶ ପ୍ରତିଷ୍ଠା ଦିବସରେ ଗଠନ ହୋଇଛି ସ୍ବତନ୍ତ୍ର ପୋଲିସ ଅଫିସର…

ଟ୍ରେନରେ କଟି ଯୁବକଙ୍କ ଜୀବନ ଗଲା

ଭଦ୍ରକ ଅଫିସ,୩।୧: ଗୁରୁବାର ବିଳମ୍ବିତ ରାତିରେ ଟ୍ରେନରେ କଟି ଭଦ୍ରକ ନୂଆ ବଜାର ଅଂଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଜଣକ ପଙ୍କଜ କୁମାର…

ରଦ୍ଦ ହେବ ନିଶାସକ୍ତ ଡ୍ରାଇଭରଙ୍କ ଲାଇସେନ୍ସ: ଉଲ୍ଲଂଘନକାରୀଙ୍କୁ ରାଜପଥରେ ଜଗିବ ସିସିଟିଭି କ୍ୟାମେରା

ଭୁବନେଶ୍ୱର,୩ା୧(ବ୍ୟୁରୋ): ମଦ୍ୟପାନ କରି ଗାଡି ଚଳାଇଲେ ହେବ କଡା କାର୍ଯ୍ୟାନୁଷ୍ଠାନ। ଲାଇସେନ୍ସ ରଦ୍ଦ ହେବା ସହ ଚାଳକଙ୍କୁ ଜେଲ ଯିବାକୁ ପଡିବ। ନିଶାସକ୍ତ ଡ୍ରାଇଭରଙ୍କ ଲାଇସେନ୍ସକୁ ତୁରନ୍ତ…

ଡିସେମ୍ବରରେ ଫ୍ୟାକ୍ଟ୍ରି ଉତ୍ପାଦନରେ ଉନ୍ନତି

ନୂଆଦିଲ୍ଲୀ,୩-୧: ଦେଶ ମଧ୍ୟରେ ଲାଗି ରହିଥିବା ମାନ୍ଦାବସ୍ଥା ଯୋଗୁ ଫ୍ୟାକ୍ଟ୍ରିଗୁଡିକର କାର୍ଯ୍ୟକଳାପ ପ୍ରଭାବିତ ହେବା ସହ ଉତ୍ପାଦନ ମଧ୍ୟ କମ୍‌ ରହୁଥିଲା। ହେଲେ ଚଳିତ ବର୍ଷ ଡିସେମ୍ବରରେ…

କମ୍‌ ଦାମରେ ଦେଖି ହେବ ଅଧିକ ଟିଭି ଚ୍ୟାନେଲ

ନୂଆଦିଲ୍ଲୀ,୩-୧: ଟେଲିକମ୍‌ ରେଗୁଲେଟୋରୀ ଅଥରିଟି ଅଫ୍‌ ଇଣ୍ଡିଆ(ଟ୍ରାଇ) ନୂଆ ବର୍ଷରେ ଗ୍ରାହକଙ୍କ ଲାଗି ନୂଆ ନିୟମ ଆଣିଛି। କେବଲ ଟିଭି ଗ୍ରାହକଙ୍କୁ ଆଶ୍ୱସ୍ତି ଦେବା ଲାଗି ଟ୍ରାଇ…

ମହଙ୍ଗା ହୋଇପାରେ ଜେନେରାଲ ଇନସ୍ୟୁରାନ୍ସ

ନୂଆଦିଲ୍ଲୀ,୩-୧: ଜେନେରାଲ ଇନସ୍ୟୁରାନ୍ସ ବା ସାଧାରଣ ବିମା ନେଉଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ଏହା ମହଙ୍ଗା ହୋଇପାରେ। ୨୦୨୦ରେ ଜେନେରାଲ ଇନସ୍ୟୁରାନ୍ସ ପ୍ରିମିୟମ ୧୦ରୁ ୧୫% ମହଙ୍ଗା…

ଜିଲାପାଳଙ୍କ କୋର୍ଟରେ ଶୁଣାଣି: ୧୦୩ ଚାଷୀଙ୍କୁ ବୀମାରାଶି ପ୍ରଦାନ ନିର୍ଦ୍ଦେଶ

ଯାଜପୁର ଅଫିସ,୩ା୧: ଯାଜପୁର ଜିଲା ଦଶରଥପୁର ବ୍ଲକ ଅନ୍ତର୍ଗତ ଥାଳକୁଡି ଗ୍ରାମ ପଞ୍ଚାୟତର କସବା ଓ ଥାଳକୁଡି ଗ୍ରାମର ୧୦୩ ଚାଷୀଙ୍କ ବୀମା ଅର୍ଥ ହେରଫେର ଅଭିଯୋଗ…

ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ହାସଲ ହୋଇ ନ ପାରେ

ନୂଆଦିଲ୍ଲୀ,୩-୧: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଧାର୍ଯ୍ୟ କରିଥିବା ୧.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟକୁ ହାସଲ କରି ନ ପାରନ୍ତି। ଭାରତ…

ଆଶ୍‌ ଇଟା ଫ୍ୟାକ୍ଟ୍ରି ମାଲିକ ସଂଘର ଆନ୍ଦୋଳନ ସ୍ଥଗିତ: ୭ଦିନ ମଧ୍ୟରେ ପାଉଁଶ ଯୋଗାଇବାକୁ ପ୍ରତିଶ୍ରୁତି

ଯାଜପୁର ଅଫିସ,୩ା୧- କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ କାରଖାନା ଜିଲାରେ ପ୍ରତିଷ୍ଠିତ ଆଶ୍‌ ଇଟା ଫ୍ରାକ୍ଟ୍ରିକୁ ଆବଶ୍ୟକ ମୁତାବକ ପାଉଁଶ ଯୋଗାଇ ଦେବାରେ କାଳକ୍ଷେପଣ ନୀତି ଅବଲମ୍ବନ କରୁଥବା…

ସୁପ୍ରିମକୋର୍ଟ ଗଲା ମିସ୍ତ୍ରି-ଟାଟାସନ୍ସ ମାମଲା

ନୂଆଦିଲ୍ଲୀ,୩-୧: ଟାଟାସନ୍ସର ଅଧ୍ୟକ୍ଷ ଭାବେ ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କୁ ଅବସ୍ଥାପିତ କରାଇବା ଲାଗି ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ(ଏନସିଏଲ୍‌ଏଟି) ରାୟ ଦେଇଥିଲେ। ଏହି ରାୟକୁ…