କର୍ମୀଙ୍କ ପିଣ୍ଡାରେ ଚାଲିଛି ଅଙ୍ଗନୱାଡି

ଚମ୍ପୁଆ, ୨୯ା୧୧(ଡି.ଏନ.ଏ)- ସରକାରଙ୍କ ପକ୍ଷରୁ ପ୍ରାକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ସମସ୍ତ ସୁବିଧା ସୁଯୋଗ ସୃଷ୍ଟି କରାଯାଇ ଅଙ୍ଗନୱାଡି ମାଧ୍ୟମରେ ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ, ପୋଷାକ…

ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ, ନିମ୍ନମାନର: ପ୍ରତିବାଦ କଲେ ବଡବିଲ କଲେଜ ଛାତ୍ରୀଛାତ୍ର

ବଡବିଲ, ୨୯।.୧୧ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ସହରାଞ୍ଚଳ ଦେଇ ୪ ଲେନ ବିଶିଷ୍ଟ ୧୦ ନମ୍ବର ରାଜ୍ୟ ରାଜପଥର ନିର୍ମାଣ କାର୍ଯ୍ୟ ଅତିଶୀଘ୍ର ଶେଷ କରିବା ଓ…

ପ୍ରକୃତିର ବରଦାନ ସାନଘାଗରା

କେନ୍ଦୁଝର, ୨୯ା୧୧ (ସ୍ବ.ପ୍ର.)-ପ୍ରକୃତିର ବରଦାନ ସାନଘାଗରା କହିଲେ ଅତ୍ୟୁକ୍ତି ହେବନାହିଁ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଏହି ସାନଘାଗରା ଜଳପ୍ରପାତ। ଏଠାକୁ ଯିଏ ଥରେ ଆସିଛି ସେ ଏହାର…

ବନ୍ଧୁକ ଦେଖାଇ ୯ ଲକ୍ଷ ଲୁଟ୍‌

ଜଳେଶ୍ୱର, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଏକତାଳି ନିକଟରେ ଗୁରୁବାର ଅପରାହ୍ନରେ ଦୃର୍ବୃତ୍ତମାନେ ୬ଜଣ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୯ଲକ୍ଷ ଟଙ୍କା ଲୁଟି…

ଦୁର୍ଘଟଣାରେ ଜଣେ ମୃତ, ୨ ଆହତ

ବାହାନଗା, ୨୯ା୧୧(ଡି.ଏନ.ଏ.)-ଗୁରୁବାର ରାତି ସାଢେ ୮ ଟାରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ବେଗୁନିଆ ନିକଟରେ ଏକ ମୋଟରସାଇକେଲ ଦୁର୍ଘଟଣା ଘଟି…

ଅସୁରକ୍ଷିତ ବାହାବଳପୁର ଜେଟି

ରୂପ୍‌ସା, ୨୯।୧୧-ଶତାଧିକ ମତ୍ସ୍ୟଜୀବୀଙ୍କୁ ଦାନାପାଣି ଯୋଗାଉଥିବା ବାହାବଳପୁର ମାଛଧରା ଜେଟି ଦିନକୁ ଦିନ ସ୍ଥିତି ହରାଇବାକୁ ବସିଛି। ଜଳକା ନଦୀର ଶାଖା ନାଳ ସଂଲଗ୍ନ ମୁହାଣରେ ଥିବା…

ସୈଫ୍‌ ହାସନଙ୍କୁ ଜରିମାନା

କୋଲକାତା,୨୯।୧୧(ପି.ଟି.)- ଭାରତରେ ଅଧିକ ସମୟ ରହିବାରୁ ବାଂଲାଦେଶ ଓପନର ସୈଫ ହାସନଙ୍କୁ ଜରିମାନ ଦେବାକୁ ପଡିଛି। ତାଙ୍କର ଭିଜା ଅବଧି ଶେଷ ହୋଇଥିଲେ ମଧ୍ୟ ସେ ଭାରତରେ…

ସାହାଣୀ କପ୍‌ ଫୁଟବଲ ୩ରୁ

କଟକ ଅଫିସ,୨୯ା୧୧- ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଡିସେମ୍ବର ୩ରୁ ୧୩ ପର୍ଯ୍ୟନ୍ତ ୬୦ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟବଲ ଚାମ୍ପିୟନଶିପ୍‌ ସାହାଣୀ…

ନଳୀନିକାନ୍ତ ସ୍ମାରକୀ ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆରମ୍ଭ

ଭୁବନେଶ୍ୱର, ୨୯।୧୧(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍‌ମିଣ୍ଟନ କ୍ଲବ ଆନୁକୂଲ୍ୟରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଗୁରୁବାର ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର…

ମୁମ୍ବାଇ ସିଟି ଏଫସିର ୬୫ ପ୍ରତିଶତ ଅଂଶ କିଣିଲା ସିଟି ଫୁଟବଲ ଗୃପ

ମୁମ୍ବାଇ, ୨୯।୧୧- କ୍ରୀଡା କ୍ଷେତ୍ରରେ ଏକ ଐତିହାସିକ ଘଟଣାକ୍ରମରେ ଇଂଲିଶ ପ୍ରିମିୟର ଲିଗ ଚାମ୍ପିୟନ ମାଞ୍ଚେଷ୍ଟର ସିଟି ଦଳର ମୂଳ କମ୍ପାନୀ ସିଟି ଫୁଟବଲ ଗୃପ ଗୁରୁବାର…