ମୁମ୍ବାଇ ସିଟି ଏଫସିର ୬୫ ପ୍ରତିଶତ ଅଂଶ କିଣିଲା ସିଟି ଫୁଟବଲ ଗୃପ

ମୁମ୍ବାଇ, ୨୯।୧୧- କ୍ରୀଡା କ୍ଷେତ୍ରରେ ଏକ ଐତିହାସିକ ଘଟଣାକ୍ରମରେ ଇଂଲିଶ ପ୍ରିମିୟର ଲିଗ ଚାମ୍ପିୟନ ମାଞ୍ଚେଷ୍ଟର ସିଟି ଦଳର ମୂଳ କମ୍ପାନୀ ସିଟି ଫୁଟବଲ ଗୃପ ଗୁରୁବାର…

ଚେନ୍ନାଇନ ସହ ଡ୍ର’ ରଖିଲା ଓଡ଼ିଶା

ଚେନ୍ନାଇ, ୨୯।୧୧ (ପି.ଟି.)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ଗୁରୁବାର ନବାଗତ ଓଡ଼ିଶା ଏଫ୍‌ସି ଓ ଚେନ୍ନାଇନ ଏଫ୍‌ସି ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ୨-୨ ଗୋଲରେ ଡ୍ର’ରେ…

‘ଓସିଏଲ୍‌’ ପାଇଁ ପ୍ରସ୍ତୁତ ହେଉଛି ଓସିଏ

କଟକ ଅଫିସ,୨୯ା୧୧- ପେସାଦାର କ୍ରିକେଟ ଟୁର୍ନାମେଣ୍ଟ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଫର୍ମାଟକୁ ଓହ୍ଲାଇବ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)। ପୂର୍ବରୁ ଏଭଳି ଏକ ପଦକ୍ଷେପ ନିଆଯାଇଥିଲା। ୨୦୧୧ ମସିହାରେ…

ଭାରତ ବିପକ୍ଷ ସିରିଜ: କିରନ ପୋଲାର୍ଡଙ୍କୁ ନେତୃତ୍ୱ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୨୯।୧୧ (ପି.ଟି.)- ଭାରତ ବିପକ୍ଷ ଆଗାମୀ ସୀମିତ ଓଭର ସିରିଜ ଲାଗି ଗୁରୁବାର ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦିନିକିଆ ଓ ଟି୨୦ ଦଳ ଘୋଷଣା…

ଡକାର ର଼୍ୟାଲି ପାଇଁ ହିରୋର ପ୍ରସ୍ତୁତି

ନୂଆଦିଲ୍ଲୀ,୨୯-୧୧: ପ୍ରମୁଖ ୨ ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ପକ୍ଷରୁ ଡକାର ର଼୍ୟାଲି ପାଇଁ ପ୍ରସ୍ତୁତି ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ମୋଟୋସ୍ପୋର୍ଟସ ଟିମ୍‌ ଡକାର…

ପାରାଦୀପ ପୋର୍ଟରେ ଅତ୍ୟାଧୁନିକ ଟର୍ମିନାଲ କାର୍ଯ୍ୟକ୍ଷମ

ନୂଆଦିଲ୍ଲୀ,୨୯-୧୧: ଜେଏସ୍‌ଡବ୍ଲ୍ୟୁ ଗ୍ରୁପର ଅଂଶବିଶେଷ ଜେଏସ୍‌ଡବ୍ଳ୍ୟୁ ଇନଫ୍ରାଷ୍ଟ୍ରକଚର ପକ୍ଷରୁ ପାରାଦୀପ ବନ୍ଦରରେ ଅତ୍ୟାଧୁନିକ ଲୁହାପଥର ଟର୍ମିନାଲ କାର୍ଯ୍ୟକ୍ଷମ ହୋଇଛି। ବାର୍ଷିକ ୧୮ ନିୟୁତ ଟନ୍‌ କ୍ଷମତା ବିଶିଷ୍ଟ…

୧୦୦ କୋଟି କାରବାରରେ ଜିଏସ୍‌ଟି ଇ-ଇନଭଏସିଂ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୨୯-୧୧: କୌଣସି କମ୍ପାନୀ ବାର୍ଷିକ ୧୦୦ କୋଟି ଟଙ୍କାର କାରବାର କରୁଥିଲେ ସେହି କ୍ଷେତ୍ରରେ ଆସନ୍ତା ବର୍ଷ ଏପ୍ରିଲ ପହିଲାରୁ ଜିଏସ୍‌ଟି ଇ-ଇନଭଏସିଂ ଅନିବାର୍ଯ୍ୟ ହେବ ବୋଲି…

ରିଲାଏନ୍ସର ୧୦ ଲକ୍ଷ କୋଟିର ବଜାର ପଞ୍ଜୀକରଣ;କପଡା ଫ୍ୟାକ୍ଟ୍ରିରୁ ଶୀର୍ଷତ୍ୱ ଯାଏ ଯାତ୍ରା

ଗୁରୁବାର ସୂଚକାଙ୍କର ସର୍ବୋଚ୍ଚ ସ୍ତର ୪୧,୧୬୩.୭୯ ପଏଣ୍ଟ ରହିଥିଲା। ଏହି ସମୟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଦେଶର ପ୍ରଥମ କମ୍ପାନୀ ଭାବେ ୧୦ ଲକ୍ଷ କୋଟି ଟଙ୍କାର ବଜାର…

୧.୮୭ ଲକ୍ଷ କୋଟି ବଢିଲା ନିବେଶକଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୯-୧୧: ଚଳିତ ସପ୍ତାହରେ ଲଗାତର ୨ ଦିନ ଦେଶର ପୁଞ୍ଜି ବଜାର କାରବାର ଉର୍ଦ୍ଧ୍ୱଗାମୀ ହେବା ଯୋଗୁ ନିବେଶକ ବେଶ ଲାଭବାନ ହୋଇଛନ୍ତି। ବୁଧବାର ଏବଂ ଗୁରୁବାର…

୪.୭%କୁ ଖସିପାରେ ଜିଡିପି ଅଭିବୃଦ୍ଧି

ନୂଆଦିଲ୍ଲୀ,୨୯-୧୧: ଦେଶର ଜିଡିପି ଅଭିବୃଦ୍ଧି ସେପ୍ଟେମ୍ବର ତ୍ରୈମାସରେ ୪.୭%କୁ ଖସିପାରେ ବୋଲି ରଏଟର୍ସ ପୋଲ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେରେ ଉଲ୍ଲେଖ କରାଯାଇଛି। ଏବେ ଦେଶରେ ଖାଉଟି…