ଚର୍ଚ୍ଚାରେ ରାଜକୁମାରଙ୍କ ‘ଲୁଡୋ’ ଲୁକ୍‌, ଲୋକେ କହିଲେ ଆଲିଆଙ୍କ ନକଲ

ବମ୍ବେ: କଳାକାରଟିଏ ନିଜକୁ ଚରିତ୍ରରେ ଢାଳିବା ଲାଗି କିଛି ବି କରିଥାଏ। ବେଶପୋଷାକ ହେଉ ଅବା ଶରୀର ଗଠନ ସବୁ ପରିବର୍ତ୍ତନ କରିବାକୁ ପଡ଼ିଥାଏ। ଏଭଳି କିଛି…

୨୦ ଫୁଟ ତଳକୁ ଖସିଲା ଆଲୁମିନିୟମ ପାଉଡର ଲୋଡିଂ ଟ୍ୟାଙ୍କର: ଡ୍ରାଇଭର ମୃତ

ରାୟଗଡ଼ା ଅଫିସ, ୨।୧: ୩୨୬ ନଂ. ଜାତୀୟ ରାଜପଥର ଗୁମ୍ମା ଘାଟିରୁ ଗୁରୁବାର ଏକ ଆଲୁମିନିୟମ ପାଉଡର ବୋଝେଇ ଟ୍ୟାଙ୍କର ଖସିପଡ଼ିଛି। ଫଳରେ ଘଟଣା ସ୍ଥଳରେ ଡ୍ରାଇଭର…

ଗୋରେଖନାଥ ପୀଠ: ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ପ୍ରସାଦ ସେବନ ବ୍ୟବସ୍ଥା ବନ୍ଦ

ରଘୁନାଥପୁର,୨। ୧ (ଡି.ଏନ.ଏ.)- ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ ଗୋରେଖନାଥ ପୀଠରେ ନୂଆବର୍ଷ ସନ୍ଧ୍ୟାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ପ୍ରସାଦ ସେବନ ବ୍ୟବସ୍ଥାକୁ ବନ୍ଦ ରଖାଯାଇଛି।…

ରାସ୍ତାପାର୍ଶ୍ୱରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୨।୧(ସ୍ବ.ପ୍ର.): ପୂଜା ସାମଗ୍ରୀ ଆଣିବା ଲାଗି ନିକଟସ୍ଥ ଛକକୁ ଆସିଥିବାବେଳେ ରାସ୍ତାରେ ପାର୍ଶ୍ୱରେ ପଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ…

ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ରାୟଗଡ଼ା ଅଫିସ,୨।୧: ରାୟଗଡ଼ା ଜିଲା କୁର୍ଲୀ ପଞ୍ଚାୟତର ଉତକାପାଡ଼ୁ ଗ୍ରାମ ନିକଟରେ ଟ୍ରାକ୍ଟର ବାଇକ ମୁହାଁମୁହିଁ ହେବାରୁ ଘଟଣାସ୍ଥଳରେ ବାଇକ୍‌ ଚାଳକ କଣ୍ଡାଗରୀ କାନଟୁଙ୍କ ମୃତ୍ୟୁ ଘଟିଥିବାବେଳେ…

ଫେରିଯିବ ସୁନ୍ଦରୀ, ଏନ୍‌ଟିସିଏକୁ ରାଜ୍ୟ ସରକାର ଲେଖିଲେ ଚିଠି

ଭୁବନେଶ୍ୱର,୨।୧(ବ୍ୟୁରୋ): ଏନ୍‌ଟିସିଏର ନିର୍ଦ୍ଦେଶ ପରେ ବାଘୁଣୀ ସୁନ୍ଦରୀ ଏବେ ଫେରିଯିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟପ୍ରଦେଶ ସରକାରଙ୍କୁ ଚିଠି ଲେଖାଯାଇଛି। ସୁବିଧା ଦେଖି ଯେକୌଣସି ସମୟରେ…

ପ୍ରବଳ ଥଣ୍ଡା: ଏଠି ହାତୁଡ଼ିରେ ଫଟାଯାଉଛି ଅଣ୍ଡା; ଗାଡ଼ିରେ ବନ୍ଧାହେଉଛି ଲୁହା ଚେନ୍‌

ନୂଆଦିଲ୍ଲୀ,୨।୧: ସିଆଚେନ୍‌ରେ ପ୍ରବଳ ଥଣ୍ଡା ଅନୁଭୁତ ହୋଇଥାଏ। ଏଠାରେ ତାପମାତ୍ରା ମାଇନସ୍‌ ୪୦ ଡିଗ୍ରୀ ସେଲସିୟସ୍‌ରୁ ମଧ୍ୟ କମ୍‌ ରହିଥାଏ। ଏଠାରେ ପ୍ରାୟ ୩ରୁ ୪ ହଜାର…

ମୋବାଇଲରେ ଗପି ଗାଡ଼ି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୨।୧(ବ୍ୟୁରୋ): ଏଣିକି ମୋବାଇଲରେ ଗପି ଗାଡ଼ି ଚଲାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ। ସଡ଼କ ନିରାପତ୍ତାକୁ ନେଇ ଗଠିତ ସୁପ୍ରିମକୋର୍ଟ କମିଟି ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ…

ଅନୁଷ୍କାଙ୍କୁ ବେଷ୍ଟ୍‌ ଫଟୋଗ୍ରାଫର୍‌ କହିଲେ କୋହଲି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ସୁଇଜରଲାଣ୍ଡରେ ସ୍ତ୍ରୀ ଅନୁଷ୍କାଙ୍କ ସହ ଛୁଟି କାଟୁଛନ୍ତି। ପ୍ରତିଦିନ ସୋସିଆଲ ମିଡିଆରେ ବିରାଟ ଫଟୋ ଶେୟାର କରୁଥିବାର ଦେଖାଯାଇଛି। ନିକଟରେ…

ଯେଉଁ ଦେଶର ମହିଳା ଖରା,ବର୍ଷାରେ ବାହାରନ୍ତିନି ବାହାରକୁ

ତାଇଓ୍ବାନ୍‌: ଛୋଟବେଳେ ଶୀଘ୍ରଶୀଘ୍ର ବଡ଼ ହୋଇଯିବାକୁ ସମସ୍ତଙ୍କର ଇଚ୍ଛା ହେଉଥିବା ବେଳେ ଯୁବାବସ୍ଥାରେ ପହଞ୍ଚିବା ପରେ ପ୍ରୌଢ଼ ଏବଂ ବାର୍ଦ୍ଧକ୍ୟକୁ କେହି ପସନ୍ଦ କରି ନ ଥା’ନ୍ତି।…