ପୁଣି କୋହଳ ହେଲା ଗାଡ଼ି କାଗଜପତ୍ର ଯାଞ୍ଚ ନିୟମ: ଆଉ ତିନି ମାସ ଘୁଞ୍ଚିଲା ଡେଡ୍‌ଲାଇନ୍‌

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ପୁଣି ଘୁଞ୍ଚିଲା ଡେଡ୍‌ଲାଇନ୍‌। ଡିସେମ୍ବର ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ପାଇଁ ଯେଉଁ ଘୋଷଣା କରାଯାଇଥିଲା ତାହା ଘୁଞ୍ଚିଛି। ଏହାକୁ ଆଉ…

ଅବସର ନେବେ ଅମିତାଭ !

ମୁମ୍ବାଇ: ବଲିଉଡ୍‌ ବିଗ୍‌ ବି ଅମିତାଭ ବଚ୍ଚନ ଅବସର ନେବେ ବୋଲି ତାଙ୍କ ବ୍ଲଗ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି। ୧୯୬୯ରୁ ‘ସାତ ହିନ୍ଦୁସ୍ତାନୀ’ ମାଧ୍ୟମରେ ବଲିଉଡ୍‌ରେ କ୍ୟାରିୟର…

ଟେନିସ କୋର୍ଟକୁ ଫେରିବେ ସାନିଆ

ମୁମ୍ବାଇ,୨୮।୧୧- ଭାରତୀୟ ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଆସନ୍ତା ବର୍ଷ ୨୦୨୦ ଜାନୁୟାରୀରେ ହବାର୍ଟ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତାରେ କୋର୍ଟକୁ ଫେରିବେ। ଏ ନେଇ ସେ…

ଏହି ଦେଶରୁ ସମ୍ପୂର୍ଣ୍ଣ ବିଜୁଳି କାଟିପାରିବ ଚାଇନା, ଜାଣନ୍ତୁ କାରଣ

ପ୍ରତ୍ୟେକ ଦେଶ ନିକଟରେ ନିଜ ଦେଶର ବିଜୁଳି କାଟିବାର ଅଧିକାର ଅଛି, ମାତ୍ର କେବେ ଶୁଣିଛନ୍ତି କି, ଗୋଟିଏ ଦେଶ ଅନ୍ୟ ଏକ ଦେଶର ବିଜୁଳି କାଟିପାରିବ…

ସାମନା ସମ୍ପାଦକ ପଦରୁ ଇସ୍ତଫା ଦେଲେ ଉଦ୍ଧବ

ମୁମ୍ବାଇ,୨୮।୧୧: ଶିବସେନା ମୁଖପତ୍ର ସାମନାର ସମ୍ପାଦକ ପଦରୁ ଉଦ୍ଧବ ଠାକ୍‌ରେ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ରର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ଉଦ୍ଧବ ଏପରି…

ତାଲିମ ପାଇଥିବା ସତ୍ତ୍ୱେ ନିଯୁକ୍ତି ନାହିଁ: ରାସ୍ତା ଉପରେ ମାଣ ବସାଇ ପ୍ରତିବାଦ କଲେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ରାଜଧାନୀର ଲୋୟର ପିଏମ୍‌ଜି ଛକରେ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ପକ୍ଷରୁ ଅଭିନବ ପ୍ରତିବାଦ। ମାର୍ଗଶୀର ମାସ ଗୁରୁବାର ହୋଇଥିବାରୁ ରାସ୍ତା ଉପରେ…

ତରକାରୀକୁ ନେଇ ସ୍ତ୍ରୀ-ସ୍ବାମୀ ୧୭ ବର୍ଷ ହେଲା ରହୁଥିଲେ ଅଲଗା,ବିଚାରପତି ଏମିତି କରାଇଲେ ମିଳନ

ଭୋପାଳ,୨୮।୧୧: ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ ଝଗଡା ଲାଗି ରହିଥାଏ। ସାମାନ୍ୟ ତରକାରୀକୁ ନେଇ ଲାଗିଥିବା ଝଗଡା ଯୋଗୁ ଦୀର୍ଘ ୧୭ ବର୍ଷ ଧରି…

ପଶ୍ଚିମବଙ୍ଗ ଉପନିର୍ବାଚନରେ ଏନ୍‌ଆର୍‌ସିକୁ କଡ଼ା ଜବାବ ମିଳିଛି: ମମତା ବାନାର୍ଜୀ

କୋଲକାତା,୨୮।୧୧: ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନରେ କେନ୍ଦ୍ରର ଭାଜପା ସରକାରଙ୍କ ଏନ୍‌ଆର୍‌ସି ଯୋଜନାକୁ କଡ଼ା ଜବାବ ମିଳିଛି ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ରାଜ୍ୟର କାଳିଆଗଞ୍ଜ ଏବଂ…

ଏଲବିଡବ୍ଲ୍ୟୁ ଅପିଲକୁ ଖାରଜ କରି ଓ୍ବାଇଡ ଦେଲେ ଅମ୍ପାୟର, ହସି ହସି ଗଡିଲେ ଖେଳାଳି

ବିଶ୍ୱ କ୍ରିକେଟରେ ଅମ୍ପାୟରଙ୍କ ଦକ୍ଷତା ଉପରେ ଗତ କିଛିବର୍ଷ ହେଲା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିକଟରେ ପାକିସ୍ତାନ ଓ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ଅମ୍ପାୟରମାନେ…

ଦୁର୍ବୃତ୍ତଙ୍କ ଆକ୍ରମଣରେ ୨ ଯୁବକ ଗୁରୁତର

ସାଲେପୁର,୨୮।୧୧(ଡି.ଏନ୍‌.ଏ.): କଟକ ଜିଲା ସାଲେପୁର ବ୍ଲକ ମାଛୁଆତି ବଜାରରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟଲୋକେ ଯୁବକଦ୍ୱୟଙ୍କୁ ଉଦ୍ଧାର କରି ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…