ଓ୍ବାଶିଂଟନ୍,୧ା୧: ପପୁଲାର ଚାଇନିଜ୍ ଭିଡିଓ ଆପ୍ ଟିକ୍ଟକ୍କୁ ଆମେରିକା ସେନା ନିଷିଦ୍ଧ କରିଛି। ଏଣିକି ଆମେରିକା ସେନା ଏହାକୁ ଆଉ ବ୍ୟବହାର କରିପାରିବେ ନାହିଁ। ଜାତୀୟ ସୁରକ୍ଷା…
ଭଞ୍ଜନଗର,୧।୧(ଡି.ଏନ୍.ଏ.): ନୂଆବର୍ଷ ଉପଲକ୍ଷେ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସ୍ଥାନୀୟ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନରେ ବୁଧବାର ଅସମ୍ଭବ…
ବର୍ତ୍ତମାନ ଚାରିଆଡ଼େ ଶୀତର ଲହରି। ଏଥିରୁ ରକ୍ଷା ପାଇବା ପାଇଁ କିଛି ଲୋକଙ୍କର ଗରମପାଣିରେ ଗାଧୋଇବାର ଅଭ୍ୟାସ ଥାଏ। ମାତ୍ର ଗରମପାଣିରେ ଗାଧୋଇଲେ ସ୍ବାସ୍ଥ୍ୟ ପ୍ରତି କୁପ୍ରଭାବ…
ଭଞ୍ଜନଗର,୧।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଗଝୋଳସ୍ଥିତ ବାସଭବନରେ ନୂଆବର୍ଷ ଲାଗି…
ମେଷ ଶନିଶ୍ଚରଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ମାନସିକ ବ୍ୟସ୍ତତାକୁ ବୃଦ୍ଧି କରିବେ । ଆର୍ଥିକ ଅଭିବୃଦ୍ଧି, ସ୍ବାସ୍ଥ୍ୟରେ ଉନ୍ନତି, ସ୍ଥଗିତ କାମରେ ଅଗ୍ରଗତି, ପାରିବାରିକ ସମସ୍ୟାର…
ସିଡ୍ନୀ,୧।୧(ଏପି)- ନ୍ୟୁ ସାଉଥ୍ ଓ୍ବେଲ୍ସ ଜଙ୍ଗଲରେ ନିଆଁ ଲାଗିଥିବାରୁ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ଏଠାରେ ଶୁକ୍ରବାରଠାରୁ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟ ପ୍ରଭାବିତ ହେବାର ବିଶେଷ…
ନୂଆଦିଲ୍ଲୀ,୧।୧: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ମୁଖ୍ୟ କେ. ଶିବନ୍ ନୂଆବର୍ଷରେ ଦେଶବାସୀଙ୍କ ଆଗରେ ଚଳିତବର୍ଷର ଲକ୍ଷ୍ୟ ଏବଂ ଯୋଜନା ଉପସ୍ଥାନ କରିଛନ୍ତି। ଦେଶର ଦ୍ୱିତୀୟ…
୫୦-୬୦ ଦଶକରେ ଗୋଟିଏ ପରେ ଗୋଟିଏ ସୁପରହିଟ୍ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିବା ଅଭିନେତ୍ରୀ ବିବାହ ପରେ ଗ୍ଲାମର ଦୁନିଆ ଛାଡ଼ି ଦେଇଥିଲେ। ସେ ଆଉ ନାହାନ୍ତି…
ଅମୃତଭଣ୍ଡାରେ ଭରି ରହିଛି ଅନେକ ଉପକାରୀ ଗୁଣ। ଏହା ପାଚନତନ୍ତ୍ରକୁ ସକ୍ରିୟ କରିବା ସହ ମେଦବହୁଳତା ସମସ୍ୟାରୁ ମୁକ୍ତି ଦେଇଥାଏ। ଏଥିରେ କ୍ୟାଲୋରିର ମାତ୍ରା ମଧ୍ୟ କମ୍ଥାଏ।…
ବିଶ୍ୱରେ ଏମିତି ଏକ ଦ୍ୱୀପ ଅଛି, ଯାହାର ମାଲିକାନା ପ୍ରତି ୬ ମାସରେ ବଦଳିଥାଏ। ଦ୍ୱୀପଟି ଫ୍ରାନ୍ସ ଏବଂ ସ୍ପେନ୍ ମଝିରେ ଅବସ୍ଥିତ। ଯେଉଁଥିପାଇଁ ପ୍ରତି ୬…