ଗୁଳି ଫୁଟାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍‌ ଉଦ୍ୟମ

ବାହାନଗା/ସୋର, ୨୮।୧୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନାୟକ ବନ୍ଧ ଛକରେ ବୁଧବାର ମଧ୍ୟାହ୍ନରେ ୩ ଜଣ ଡକାୟତ ବାଇକ୍‌ରେ ଆସି ଗୁଳି…

ଉତ୍କଳ କରାଟେ ସ୍କୁଲର ଖୋର୍ଦ୍ଧା ଶାଖାର ଗ୍ରେଡିଂ ଟେଷ୍ଟ

ଭୁବନେଶ୍ୱର,୨୮।୧୧(ସ୍ପୋଟର୍‌ସ ବ୍ୟୁରୋ)- ଉତ୍କଳ କରାଟେ ସ୍କୁଲର ଖୋର୍ଦ୍ଧା ଶାଖାରେ ଗ୍ରେଡିଂ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ନୂତନ ଆରମ୍ଭ ହୋଇଥିବା ଏହି ଶାଖାରେ ମୋଟ ୫୨ ଜଣ କରାଟେକା…

ଏସ୍‌ପିଜି ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ସ୍ବତନ୍ତ୍ର ସୁରକ୍ଷା ଗ୍ରୁପ୍‌ (ଏସ୍‌ପିଜି) ସଂଶୋଧନ ବିଲ୍‌ ଲୋକ ସଭାରେ ବୁଧବାର ଗୃହୀତ ହୋଇଯାଇଛି। ବିଲ୍‌କୁ ବିରୋଧ କରି କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ। ପ୍ରସ୍ତାବିତ…

ଆର୍‌ଏମ୍‌ସି ପକ୍ଷରୁ କୃଷକ ବଜାର ଲୋକାର୍ପିତ: ‘ଚାଷୀଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ’

ଢେଙ୍କାନାଳ ଅଫିସ, ୨୮ା୧୧:  ଢେଙ୍କାନାଳ ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ପକ୍ଷରୁ ବୁଧବାର ଅପରାହ୍ନ ୧ଟା ୪୫ରେ କୈବଲ୍ୟ ବଜାର ଗାୟତ୍ରୀ ମନ୍ଦିର ନିକଟରେ ନବନିର୍ମିତ କୃଷକ ବଜାର…

ନ୍ୟାୟ ପାଇଁ ଦିବାରାତ୍ର ଅନଶନରେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୨୮।୧୧- ତ୍ରୁଟିପୂର୍ଣ୍ଣ ବ୍ୟବସ୍ଥା ଯୋଗୁ ରାଜ୍ୟର ଫକୀରମୋହନ ବିଶ୍ୱବିଦ୍ୟାଳୟ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଭଳି ୪ଗୋଟି ବିଶ୍ୱବିଦ୍ୟାଳୟର ବିଏଡ୍‌-ଏମ୍‌ଏଡ୍‌…

ଓଭରଲୋଡିଂ ଗାଡ଼ି ଚଳାଚଳ ଉପରେ କଟକଣା: ବଜାର ଅଞ୍ଚଳରେ ୬ ଘଣ୍ଟା ବନ୍ଦ

ବନ୍ତ, ୨୮।୧୧(ଡି.ଏନ.ଏ.)-ଭଦ୍ରକ-ଆନନ୍ଦପୁର ୫୩ ନଂ. ରାଜ୍ୟ ରାଜପଥର ବନ୍ତ ବଜାର ଅଞ୍ଚଳରେ ଗତ କିଛିଦିନ ଧରି ଓଭରଲୋଡିଂ ଗାଡ଼ି ଚଳାଚଳକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।…

ନିଆରା ବାଲିଠାକୁରାଣୀ ପୂଜା: ଦେଉଛି ସଦ୍‌ଭାବନା ଓ ସହଯୋଗର ବାର୍ତ୍ତା

ହାଟଡିହୀ, ୨୮ା୧୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅନ୍ତର୍ଗତ ସୁଲଣ ଓ ଜଳସରପୁର ଗ୍ରାମରେ ୫ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ମା’ ବାଲିଠାକୁରାଣୀଙ୍କ ପୂଜା ଅଞ୍ଚଳବାସୀଙ୍କ ମନରେ…

କ୍ୟାବିନେଟ ପାଇଁ କସରତ: ଶିବସେନା ୧୫, ଏନ୍‌ସିପି ୧୫, କଂଗ୍ରେସ ଭାଗରେ ୧୩ ମନ୍ତ୍ରୀପଦ

ମୁମ୍ବାଇ,୨୮ା୧୧(ପି.ଟି.): ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବାବେଳେ ବୁଧବାର ମହାରାଷ୍ଟ୍ର ବିକାଶ ଅଘାଡ଼ି (ଏମ୍‌ଭିଏ) ପକ୍ଷରୁ କ୍ୟାବିନେଟର ରୂପରେଖ ସ୍ଥିର କରାଯାଇଛି।…

ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ୍‌ ଟୁର୍ନାମେଣ୍ଟ; ୬ ଗ୍ରାଉଣ୍ଡରେ ଖେଳାଗଲା ୧୨ ମ୍ୟାଚ

ଅନୁଗୋଳ ଅଫିସ, ୨୮।୧୧:  ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା। ପୁରୁଷ…

ଶକ୍ତିସୁଗାରରେ ଆରମ୍ଭ ହେଲା ଆଖୁପେଡ଼ା; ଲକ୍ଷ୍ୟଧାର୍ଯ୍ୟ ୩ ଲକ୍ଷ ମେଟ୍ରିକ୍‌ ଟନ

ଢେଙ୍କାନାଳ ଅଫିସ,୨୮।୧୧: ଢେଙ୍କାନାଳ ସଦର ବ୍ଲକ ହରିପୁରସ୍ଥିତ ଶକ୍ତିସୁଗାର କମ୍ପାନୀରେ ବୁଧବାର ପୂର୍ବାହ୍ନ ୧୦ଟା ୨୦ରେ ୨୦୧୯-୨୦ ବର୍ଷ ପାଇଁ ଆଖୁପେଡା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର…