ଲକ୍ଷ୍ମୀଧରଙ୍କ ନିଷ୍ଠା ଆଣିଛି ସଫଳତା: ଶୋଷ ମେଣ୍ଟାଉଛି କାଠ ନଳକୂଅ ପାଣି

ରାଇସୁଆଁ, ୧।୧ (ଡି.ଏନ.ଏ.)-କଥାରେ ଅଛି ନିଷ୍ଠା ଏବଂ ଅକ୍ଳାନ୍ତ ପରିଶ୍ରମ ଆଗରେ ସବୁ ବାଧାବିଘ୍ନ ହାର ମାନିଥାଏ। ଏହି ଘଟଣାକୁ ସତ୍ୟରେ ପରିଣତ କରି ଦେଖାଇଛନ୍ତି କେନ୍ଦୁଝର…

ପେଟ୍ରୋଲରେ ଚାଲୁଛି ସାଇକେଲ: ୧ ଲିଟରରେ ଯାଉଛି ୬୦ କି.ମି.,୨ ମାସରେ ତିଆରି କଲେ ଦୁଇଭାଇ

ପଦ୍ମପୁର, ୧।୧(ଡି.ଏନ୍‌.ଏ.)-ପେଟ୍ରୋଲ ଚାଳିତ ସାଇକେଲ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ୫ମ ଶ୍ରେଣୀ ଛାତ୍ର ଶୁଭମ୍‌ ସୌଭାଗ୍ୟ ଓ ତାଙ୍କ ବଡଭାଇ ଜଗବନ୍ଧୁ। ଦୁଇ ମାସ ମଧ୍ୟରେ…

ବିନା ହେଲ୍‌ମେଟରେ ଚାଲିବନି ବାଇକ୍

ସଜନାଗଡ଼, ୧।୧(ଡି.ଏନ.ଏ.)-ବିନା ହେଲ୍‌ମେଟରେ ବାଇକ୍‌ ଚାଲିବନି କି ଚୋରି ମଧ୍ୟ ହୋଇପାରିବନି। ଏପରି ଏକ ଅଭିନବ ଉପାୟ ଅବଲମ୍ବନ କରି ନୀଳଗିରି ବଜାରରେ ନନ୍ଦିଘୋଷ ପ୍ରୋଜେକ୍ଟର ମାଲିକ…

ନୂଆବର୍ଷକୁ ସ୍ବାଗତ ଲାଗି ପର୍ଯ୍ୟଟନସ୍ଥଳୀ ଉତ୍ସବମୁଖର

ଭୋଗରାଇ, ୧।୧(ଡି.ଏନ.ଏ.)-ରାତି ପାହିଲେ ଆସିବ ନୂଆବର୍ଷ ୨୦୨୦। ୨୦୧୯ବର୍ଷର ଶେଷଦିନକୁ ସ୍ମରଣୀୟ କରିବା ପାଇଁ ସବୁଆଡେ ପରିବେଶ ଉତ୍ସବମୁଖର ହୋଇପଡିଛି। ବାଲେଶ୍ୱର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକମାନଙ୍କ…

ଆର୍ମିରେ କ୍ରିକେଟର୍‌: ଧୋନୀ, କଟ୍ରେଲଙ୍କ ପରେ ପେରେରା

କଲମ୍ବୋ, ୧।୧- ଶ୍ରୀଲଙ୍କା କ୍ରିକେଟ୍‌ ଦଳର ବରିଷ୍ଠ ଅଲ୍‌ରାଉଣ୍ଡର ଥିସାରା ପେରେରା ଜଣେ ‘ମେଜର’ ଭାବେ ଶ୍ରୀଲଙ୍କା ଆର୍ମିରେ ଯୋଗ ଦେଇଛନ୍ତି। ୩୦ ବର୍ଷୀୟ ପେରେରା ନିଜ…

ପ୍ରଗତି ଜିତିଲା ଓସ୍କାର କପ୍‌

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-ନିରୋଜ ମେମୋରିଆଲ ଓସ୍କାର କପ୍‌ କ୍ରିକେଟ ଟୁର୍ନାମେଣ୍ଟର ୧୧ତମ ସଂସ୍କରଣ ମଙ୍ଗଳବାର ଶେଷ ହୋଇଛି। ଫାଇନାଲରେ ସହିଦ ସ୍ପୋର୍ଟିଂକୁ ୧୩ ରନରେ ହରାଇ ପ୍ରଗତି…

ସ୍ମୃତି ରଞ୍ଜନଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-କେରଳରେ ଗତ ୨୭ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ବଧିର କ୍ରୀଡ଼ାରେ ଓଡ଼ିଶାର ସ୍ମୃତି ରଞ୍ଜନ ବାରିକ ୨ଟି ସ୍ବର୍ଣ୍ଣ ପଦକ ଜିତି ରାଜ୍ୟକୁ…

ଓଡ଼ିଶା ମହିଳା ଥ୍ରୋ ବଲ୍‌ ଦଳକୁ ରୌପ୍ୟ ପଦକ

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-ବର୍ଦ୍ଧମାନଠାରେ ମଙ୍ଗଳବାର ଶେଷ ହୋଇଥିବା ଜାତୀୟ ସିନିୟର ଥ୍ରୋ ବଲ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ମହିଳା ଦଳ ରନର୍ସଅପ୍‌ ହୋଇ ଐତିହାସିକ ସଫଳତା ଲାଭ କରିଛି।…

୨୦୧୯ରେ ନିବେଶକଙ୍କୁ ୧୧ ଲକ୍ଷ କୋଟି ଲାଭ

ନୂଆଦିଲ୍ଲୀ,୧-୧: ୨୦୧୯ରେ ପୁଞ୍ଜି ବଜାରର କାରବାର ବେଶ ଉନ୍ନତ ରହିବା ଯୋଗୁ ନିବେଶକଙ୍କୁ ୧୧ ଲକ୍ଷ କୋଟି ଟଙ୍କାର ଲାଭ ହୋଇଛି। ଏହି ସମୟରେ ସେନସେକ୍ସର ସୂଚକାଙ୍କ…

ଭିତ୍ତିଭୂମିରେ ଖର୍ଚ୍ଚ ହେବ ୧୦୨ ଲକ୍ଷ କୋଟି

ନୂଆଦିଲ୍ଲୀ,୧-୧: ଦେଶର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପରେ କେନ୍ଦ୍ର ସରକାର ୧୦୦ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଖର୍ଚ୍ଚ କରିବେ। ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ…