ଏହି ରେଷ୍ଟୁରାଣ୍ଟରେ ୮ ଜଣ ଡିନର କରି ଭରିଲେ ୪୪ ଲକ୍ଷ ଟଙ୍କାର ବିଲ୍‌

ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ରେଷ୍ଟୁରାଣ୍ଟ ଚର୍ଚ୍ଚାରେ ରହୁଛି। କେଉଁଠି ଚା’ କପ୍‌ର ଦାମ୍‌ ଆକାଶଛୁଆଁ ତ ଆଉ କେଉଁଠି ଦୁଇଟି କଦଳୀର ଦାମ୍‌ ୧ ହଜାର…

ନିର୍ବାଚନ ନ ଲଢ଼ି ମୁଖ୍ୟମନ୍ତ୍ରୀ: ରାବ୍ରୀ ଦେବୀ-ମୋଦିଙ୍କ ସମକ୍ଷକ ହେବେ ଉଦ୍ଧବ

ମୁମ୍ବାଇ,୨୭।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେ ଏହା ପୂର୍ବରୁ କୌଣସି ନିର୍ବାଚନ ଲଢ଼ି ନାହାଁନ୍ତି। ତେବେ ମୁଖ୍ୟମନ୍ତ୍ରୀ…

ତାମିଲ ଫିଲ୍ମ ଅଭିନେତା ବାଲା ସିଂଙ୍କ ପରଲୋକ

ଚେନ୍ନାଇ,୨୭।୧୧: ତାମିଲ ଫିଲ୍ମ ଅଭିନେତା ବାଲା ସିଂ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୭ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେବ ଜ୍ୱରରେ ପୀଡିତ…

କରତକଳ ଅନୁମତି ଦାବିରେ ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ଘେରାଉ

ଚାନ୍ଦବାଲି,୨୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳରେ କରତକଳ ସ୍ଥାପନ ନିମନ୍ତେ ସରକାରୀ ଅନୁମତି ପ୍ରଦାନ ଦାବିରେ ବୁଧବାର ଶତାଧିକ କରତକଳ ମାଲିକ, କାଠମିସ୍ତ୍ରୀ, କାଠ ବ୍ୟବସାୟୀ ଚାନ୍ଦବାଲିସ୍ଥିତ…

ସ୍ତ୍ରୀ ସାକ୍ଷୀଙ୍କ ସହ କେମିତି ଖୁସିରେ ଅଛନ୍ତି, ରାଜ୍‌ ଖୋଲିଲେ ଧୋନୀ

ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଗତ ପାଞ୍ଚମାସ ଧରି କ୍ରିକେଟରୁ ଦୂରରେ ଅଛନ୍ତି। ଏଭଳି ସ୍ଥିତିରେ ଧୋନୀ ପୁଣିଥରେ ଅନ୍ତର୍ଜାତୀୟ କ୍ରିକେଟକୁ କେବେ…

ଆରମ୍ଭ ହେବ ଠାକ୍‌ରେ ଶାସନ: ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଜାତୀୟ ସ୍ତରୀୟ ନେତାଙ୍କୁ କରାଯିବ ନିମନ୍ତ୍ରଣ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହେବାକୁ ଯାଉଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ…

ଯୁବକଙ୍କ ମୃତଦେହ ଉଦ୍ଧାର, ବନ୍ଧୁ ହତ୍ୟା କରିଥିବା ଅଭିଯୋଗ ଆଣିଲେ ପରିବାର

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବୁଧବାର ସକାଳେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ପ୍ରମୋଦ…

ମହିଳାଙ୍କୁ ଗୁଳିକରି ହତ୍ୟା: ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ/ଲଖନପୁର,୨୭।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଥାନା ଅଧୀନ ସାରସମାଲ ରୋହିଦାସ ପଡ଼ାରେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜଣେ ମହିଳାଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ତିତ୍‌ଲି କ୍ଷତିପୂରଣ ଦାବି: ଧାରଣା ଦ୍ୱିତୀୟ ଦିନରେ

ପାତ୍ରପୁର,୨୭।୧୧(ଡି.ଏନ୍‌.ଏ.): ତିତ୍‌ଲି କ୍ଷୟକ୍ଷତି ପ୍ରଦାନ ଦାବି ନେଇ ଦ୍ୱିତୀୟ ଦିନରେ ୩ଟି ଆଦିବାସୀ ପଞ୍ଚାୟତର ଲୋକେ ପାତ୍ରପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ତିତ୍‌ଲି…

ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଠିକା କର୍ମଚାରୀଙ୍କ ଧାରଣା: ପୁରୀ ମେଡିକାଲରେ ଅଚଳାବସ୍ଥା ଜାରି

ପୁରୀ ଅଫିସ,୨୭।୧୧: ୮ ମାସର ବକେୟା ଦରମା ପ୍ରଦାନ ଦାବିରେ ମେଡିକାଲ ଠିକା କର୍ମଚାରୀ ସଂଘ ପକ୍ଷରୁ ବୁଧବାର ମେଡିକାଲ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ତଳେ…