ଯୁବକଙ୍କ ମୃତଦେହ ଉଦ୍ଧାର, ବନ୍ଧୁ ହତ୍ୟା କରିଥିବା ଅଭିଯୋଗ ଆଣିଲେ ପରିବାର

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବୁଧବାର ସକାଳେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ପ୍ରମୋଦ…

ମହିଳାଙ୍କୁ ଗୁଳିକରି ହତ୍ୟା: ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ/ଲଖନପୁର,୨୭।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଥାନା ଅଧୀନ ସାରସମାଲ ରୋହିଦାସ ପଡ଼ାରେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜଣେ ମହିଳାଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ତିତ୍‌ଲି କ୍ଷତିପୂରଣ ଦାବି: ଧାରଣା ଦ୍ୱିତୀୟ ଦିନରେ

ପାତ୍ରପୁର,୨୭।୧୧(ଡି.ଏନ୍‌.ଏ.): ତିତ୍‌ଲି କ୍ଷୟକ୍ଷତି ପ୍ରଦାନ ଦାବି ନେଇ ଦ୍ୱିତୀୟ ଦିନରେ ୩ଟି ଆଦିବାସୀ ପଞ୍ଚାୟତର ଲୋକେ ପାତ୍ରପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ତିତ୍‌ଲି…

ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଠିକା କର୍ମଚାରୀଙ୍କ ଧାରଣା: ପୁରୀ ମେଡିକାଲରେ ଅଚଳାବସ୍ଥା ଜାରି

ପୁରୀ ଅଫିସ,୨୭।୧୧: ୮ ମାସର ବକେୟା ଦରମା ପ୍ରଦାନ ଦାବିରେ ମେଡିକାଲ ଠିକା କର୍ମଚାରୀ ସଂଘ ପକ୍ଷରୁ ବୁଧବାର ମେଡିକାଲ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ତଳେ…

ଏନ୍‌ସିପିରେ ଥିଲି ଏବେ ବି ରହିଛି: ଅଜିତ୍‌ ପାଓ୍ବାର

ମୁମ୍ବାଇ,୨୭।୧୧: ଏନ୍‌ସିପିରେ ଥିଲି ଏବେ ବି ଦଳରେ ରହିଛି ବୋଲି ଘରବାହୁଡ଼ି ଥିବା ନେତା ଅଜିତ୍‌ ପାଓ୍ବାର ବୁଧବାର କହିଛନ୍ତି। ମହାରାଷ୍ଟ୍ର ବିଧାନ ଭବନରେ ସେ ବିଧାୟକ…

କମିଛି ଦୁର୍ନୀତିି; ଲାଞ୍ଚ କାରବାର ୧୦ ପ୍ରତିଶତ ହୋଇଛି କମ୍‌: ସର୍ଭେ

ନୂଆଦିଲ୍ଲୀ,୨୭।୧୧: ଗତ ଏକ ବର୍ଷ ମଧ୍ୟରେ ଦେଶର କେତେକ ରାଜ୍ୟରେ ଦୁର୍ନୀତି କମିଛି। ସେହିପରି ଏହି ସମୟ ମଧ୍ୟରେ ଲାଞ୍ଚ କାରବାର ୧୦ ପ୍ରତିଶତ କମ୍‌ ହୋଇଛି।…

ଜେଲରେ ପି. ଚିଦାମ୍ବରମ୍‌ଙ୍କୁ ଭେଟିଲେ ରାହୁଲ, ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୧୧: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାଡ ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି. ଚିଦାମ୍ବରମଙ୍କୁ ଭେଟିଛନ୍ତି କଂଗ୍ରେସର ପୂର୍ବତନ…

କମୁଛି ଏନ୍‌ଡିଏ ଶାସିତ ରାଜ୍ୟ ସଂଖ୍ୟା: ୧୧ ମାସରେ ହାତରୁ ଗଲାଣି ୪

ନୂଆଦିଲ୍ଲୀ,୨୭।୧୧: ଧୀରେଧୀରେ ଏନ୍‌ଡିଏ ଶାସିତ ରାଜ୍ୟ ସଂଖ୍ୟା କମିବାରେ ଲାଗିଛି। ୨୦୧୭ରେ ଏନ୍‌ଡିଏ ଦେଶର ୭୨ ପ୍ରତିଶତ ଅଞ୍ଚଳରେ ଶାସନରେ ଥିବାବେଳେ ନଭେମ୍ବର ୨୦୧୯ ସୁଦ୍ଧା ଏହା…

ପ୍ରେମିକା ଧୋକା ଦେବାରୁ ଆତଙ୍କବାଦୀ ହେଲେ ଯୁବକ

ଗୁଆହାଟି,୨୭।୧୧: ଆସାମର ଗୋଲପାଡାରେ ୩ ସଂଦିଗ୍ଧ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ଏମାନେ ଆସାମ ଏବଂ ଦିଲ୍ଲୀରେ ଆକ୍ରମଣର ଯୋଜନା କରୁଥିଲେ ବୋଲି ପୋଲିସ କହିଛି। ତେବେ…

ପୁଣି ଶପଥ ନେଲେ ଫଡ୍‌ନବିସ ଏବଂ ଅଜିତ୍‌ ପାଓ୍ବାର

ନୂଆଦିଲ୍ଲୀ,୨୭।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାର ଅନ୍ତ ଘଟିବା ପରେ ବୁଧବାର ବିଧାନ ଭବନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଏବଂ ଅଜିତ୍‌ ପାଓ୍ବାର ପୁଣି…