କୋର୍ଟରୁ ପୁଣି ଚିଦାମ୍ବରମଙ୍କୁ ଝଟ୍‌କା: ୧୧ଯାଏଁ ରହିବେ ଜେଲରେ

ନୂଆଦିଲ୍ଲୀ,୨୭।୧୧: ଦିନକୁ ଦିନ ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି.ଚିଦାମ୍ବରମଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ବୁଧବାର କୋର୍ଟ ପକ୍ଷରୁ ତାଙ୍କୁ ପୁଣି ଆଉ ଏକ ଝଟ୍‌କା…

ନିଆରା ପ୍ରତିଯୋଗିତା: ବିବାହ ପୋଷାକରେ ଦୌଡ଼ିଲେ ୩୦୦ ପ୍ରତିଯୋଗୀ, ଜାଣନ୍ତୁ କେତେ ଥିଲା ଓ୍ବେଡିଙ୍ଗ୍‌ ପ୍ୟାକେଜ୍‌

ଆଜିକାଲି ସମୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଉଛି। ସେଥିମଧ୍ୟରୁ କେତେକ ପ୍ରତିଯୋଗିତା ସ୍ମରଣୀୟ ରଖିବାକୁ ନିଆରା ଢଙ୍ଗରେ ଆୟୋଜନ କରାଯାଇଥାଏ। ଏହିପରି ଏକ ଅଜବ ପ୍ରତିଯୋଗିତା ଆୟୋଜନ…

ସଂସ୍କୃତି ମନ୍ତ୍ରୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ। ସେ ମନ୍ତ୍ରୀପଦର ଅପବ୍ୟବହାର କରିଥିବା ନେଇ ବୁଧବାର କଂଗ୍ରେସ ଭବନରେ ଆୟୋଜିତ ଏକ…

ପୋଖରୀରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ପୁଅବୋହୂ ହତ୍ୟା କରିଥିବା ଅଭିଯୋଗ

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ବଳିପାଳ ଗ୍ରାମ ପୋଖରୀରୁ ଏକ ମୃତଦେହ ବୁଧବାର ସକାଳେ ଉଦ୍ଧାର କରାଯାଇଛି। ମୃତକ ହେଲେ ଉକ୍ତ ଗ୍ରାମର ଦୟାନିଧି…

ସ୍ବାଭାବିକ ପରିସ୍ଥିତିକୁ ଆସିଲା ଆନନ୍ଦପୁର ମହାବିଦ୍ୟାଳୟ

ଆନନ୍ଦପୁର,୨୭।୧୧(ସ୍ବ.ପ୍ର.): ଆନନ୍ଦପୁର ମହାବିଦ୍ୟାଳୟ ସ୍ବାଭାବିକ ପରିସ୍ଥିତିକୁ ଆସିଛି। ମହାବିଦ୍ୟାଳୟର ମୁଖ୍ୟ ଗେଟ୍‌ ପାଖରେ ଚେକିଂ ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ଯାଞ୍ଚ, ୟୁନିଫର୍ମ…

ଫିଲିପ ହ୍ୟୁଗ୍ସଙ୍କୁ ଟିମ୍‌ ଅଷ୍ଟ୍ରେଲିଆର ଶ୍ରଦ୍ଧାଞ୍ଜଳି

ମେଲବୋର୍ନ,୨୭।୧୧- ଆଜିର ଦିନରେ ୫ ବର୍ଷ ପୂର୍ବେ କ୍ରିକେଟ ଫିଲ୍ଡରେ ପ୍ରାଣ ହରାଇଥିବା ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଫିଲିପ ହ୍ୟୁଗ୍ସଙ୍କୁ ବୁଧବାର ଶ୍ରଦ୍ଧାଞ୍ଜଳି ଦେଇଛି ଟିମ୍‌ ଅଷ୍ଟ୍ରେଲିଆ। ପୂର୍ବତନ…

ରାଶିଫଳ: ଗୁରୁବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ ଆଜି ଧର୍ମକାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ବ୍ୟୟବୃଦ୍ଧି ଘଟିବ । ଶୁକ୍ରଙ୍କ ପ୍ରଭାବରେ ଭୋଗ, ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶର ସୁଯୋଗ ପାଇବେ।…

ବିଗ୍‌ବସ୍‌ର ନୂଆ ଲର୍ଭବାର୍ଡ ପାଲଟିଛନ୍ତି ଆସିମ୍‌-ହିମାଂଶୀ

ବମ୍ବେ: ଚଳିତ ଥର ଦର୍ଶକଙ୍କ ଖୁବ୍‌ ମନୋରଞ୍ଜନ କରୁଛି ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌। ଝଗଡା ହେଉ ଅଥବା ରୋମାନ୍ସ ସବୁର ଡୋଜ୍‌ ଦେଖିବାକୁ ମିଳୁଛି ଶୋ’ରେ।…

ଧାଓ୍ବନ ଆହତ, ଫେରିଲେ ସାମସନ

ନୂଆଦିଲ୍ଲୀ,୨୭।୧୧(ପି.ଟି.)- ଭାରତୀୟ ଦଳର ନିୟମିତ ଓପନର ଶିଖର ଧାଓ୍ବନ ଓ୍ବଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ଆହତ ସମସ୍ୟା କାରଣରୁ ତାଙ୍କୁ ଏଭଳି…

ପ୍ରେମରେ ବିଫଳ ହେବା ପରେ ଲାଇଭ ଭିଡିଓ କରି ଛାତ୍ରଙ୍କ ଆତ୍ମହତ୍ୟା

ପୁରୀ ଅଫିସ,୨୭।୧୧: ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ (ଆରଏସ୍‌ଏସ୍‌)ର ପେଣ୍ଟକଟା ସ୍ଥିତ ବାଲ୍ମିକୀ ଛାତ୍ରାବାସରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ବୁଧବାର ଉଦ୍ଧାର କରାଯାଇଛି। ମୃତ ଛାତ୍ର ହେଲେ…