ସିଏଏ ସମ୍ପର୍କରେ ସଚେତନତା: ମୋଦି ଆରମ୍ଭ କଲେ ଟୁଇଟର ଅଭିଯାନ

ନୂଆଦିଲ୍ଲୀ,୩୦।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସୋମବାର ଦେଶବ୍ୟାପି ଏକ ଟୁଇଟର ଅଭିଯାନ ଆରମ୍ଭ ହୋଇଛି। ଏଥିରେ…

ଜୀବନ ଯୁଦ୍ଧରେ ହାରିଗଲେ ଥାଇଲାଣ୍ଡ ଗୁମ୍ଫାରୁ ଫୁଟବଲ ଖେଳାଳିଙ୍କୁ ଉଦ୍ଧାର କରିଥିବା ନୌସେନା ଅଧିକାରୀ

ବ୍ୟାଙ୍କକ୍‌,୩୦।୧୨: ଗତ ବର୍ଷ ଥାଇଲାଣ୍ଡର ଏକ ଗୁମ୍ଫାରେ ଫସି ରହିଥିବା ଫୁଟବଲ ଖେଳାଳିଙ୍କୁ ଉଦ୍ଧାର କରିଥିବା ଜଣେ ନୌସେନା ଅଧିକାରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଦୀର୍ଘ ପ୍ରାୟ…

୧୪୪ ଧାରା ଉଲ୍ଲଂଘନ: ୫୫ ଶିଖ୍‌ ଶ୍ରଦ୍ଧାଳୁ ଗିରଫ

ଲକ୍ଷ୍ନୌ, ୩୦।୧୨: ଉତ୍ତରପ୍ରଦେଶରେ ୧୪୪ ଧାରା ଉଲ୍ଲଂଘନ କରିଥିବା ଅଭିଯୋଗରେ ୫୫ ଶିଖ୍‌ ଶ୍ରଦ୍ଧାଳୁଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ ପିଲଭିତ୍‌ ଜିଲାର କିରତାରପୁର ଗୁରୁଦ୍ୱାରା ପକ୍ଷରୁ ଏକ…

ପୈତୃକ ଗାଁରେ ପହଞ୍ଚିଲେ ଆୟର୍ଲାଣ୍ଡ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୩୦।୧୨: ଆୟର୍ଲାଣ୍ଡ ପ୍ରଧାନମନ୍ତ୍ରୀ ଲିଓ ଭର୍ଡାକର ରବିବାର ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲା ସ୍ଥିତ ନିଜ ପୈତୃକ ଗାଁରେ ପହଞ୍ଚିଛନ୍ତି। ନିଜ ପରିବାରଙ୍କ ସହ ଲିଓ ଭାରତ ଗସ୍ତରେ…

ପ୍ରବଳ ଶୀତ, ୧୦ ଡିଗ୍ରୀ ତଳେ ୧୬ ସହରର ତାପମାତ୍ରା

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଏବେ ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ କେଉଁଠାରେ…

Here’s why Bhoomika has taken a break from films | ଭୂମିକା କାହିଁକି ଫିଲ୍ମରୁ ନେଇଛନ୍ତି ବ୍ରେକ୍

Actress Bhoomika, who started her career in Odia movie industry from Rumku Jhumana, has given a slew of hits already.…

ସ୍ମାର୍ଟଫୋନ୍‌ ବ୍ୟବହାର ଉପରେ କଟକଣା ଲଗାଇଲା ଭାରତୀୟ ନୌସେନା

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ନୌସେନା ପକ୍ଷରୁ ସ୍ମାର୍ଟଫୋନ୍‌ ବ୍ୟବହାର ଉପରେ କଟକଣା ଲଗାଯାଇଛି। ନୌସେନା ଯବାନ ଏଣିକି ଯୁଦ୍ଧପୋତ ଏବଂ ନାଭାଲ୍‌ ବେସ୍‌ରେ ସ୍ମାର୍ଟଫୋନ୍‌, ସୋସିଆଲ୍‌ ମିଡ଼ିଆ ଆଦିର…

ଝିଅକୁ ଆଳତି କରୁଥିବା ଦେଖି ଟିଭି ଭାଙ୍ଗିଦେଇଥିଲେ ଏହି ପାକିସ୍ତାନ କ୍ରିକେଟର

କରାଚୀ,୩୦।୧୨: ପୂର୍ବତନ ପାକିସ୍ତାନ ସ୍ପିନର ଡାନିସ କନେରିଆ ଜଣେ ହିନ୍ଦୁ ହୋଇଥିବାରୁ ସାଥୀ ପାକିସ୍ତାନ ଖେଳାଳିମାନେ ମଧ୍ୟ ତାଙ୍କୁ ଅବହେଳା କରୁଥିଲେ। ଏପରିକି କେତେ ଜଣ ଖେଳାଳି…

ନୂଆବର୍ଷ ପାଳନ: ବେଙ୍ଗାଲୁରୁରେ ୭ ହଜାର ସୁରକ୍ଷାକର୍ମୀ ମୁତୟନ

ବେଙ୍ଗାଲୁରୁ,୩୦।୧୨: ନୂଆବର୍ଷ ପାଳନ ପାଇଁ ବେଙ୍ଗାଲୁରୁରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସହରର ବିଭିନ୍ନ ଅଞ୍ଚଳରେ ୭ ହଜାର ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଆବଶ୍ୟକ ସ୍ଥଳେ…

ଆଦିତ୍ୟଙ୍କୁ ମିଳିପାରେ ମନ୍ତ୍ରୀପଦ

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ ଆଉ କିଛି ସମୟ ପରେ କରାଯିବ। ଏଥିରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେଙ୍କୁ ମନ୍ତ୍ରୀପଦ ମିଳିପାରେ ବୋଲି…