୬୦ତମ ନନ୍ଦନକାନନ ପ୍ରତିଷ୍ଠା ଦିବସ: ୫ ଏନ୍‌କ୍ଲୋଜର ଲୋକାର୍ପଣ

ବାରଙ୍ଗ,୩୦।୧୨(ଡି.ଏନ.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନ ରବିବାର ୬୦ ପୂରି ୬୧ ବର୍ଷରେ ପଦାର୍ପଣ କରିଛି। ଏ ନେଇ ନନ୍ଦନକାନନ ତା’ର ୬୦ତମ ପ୍ରତିଷ୍ଠା ଦିବସ ପାଳନ କରିଛି।…

ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ଜୀବନଗଲା

ରାୟଗଡ଼ା ଅଫିସ, ୨୯।୧୨: ରାୟଗଡ଼ାର ଗଜପତି ଛକରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକରେ ଧକ୍କା ହୋଇ ବାଇକ ଚାଳକଙ୍କ ମୃତ ହୋଇଛି । ମୃତକ ଜଣକ…

ବୁରାରି ‘ହରର ହାଉସ୍‌’ ହେଲା ଡାଇଗ୍ନୋଷ୍ଟିକ ସେଣ୍ଟର

ନୂଆଦିଲ୍ଲୀ,୩୦।୧୨: ଗତବର୍ଷ ଜୁଲାଇରେ ବୁରାରିର ସନ୍ତ ନଗରରେ ଥିବା ଏକ ଘରେ ଗୋଟିଏ ପରିବାରର ୧୧ଜଣଙ୍କ ଆତ୍ମହତ୍ୟା ଘଟଣା ସେତେବେଳେ ଚହଳ ପକାଇଥିଲା। ଘଟଣା ପଛର ପ୍ରକୃତ…

ଚିଲିକା ଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼; ଡଙ୍ଗା ନ ପାଇ ନିରାଶରେ ଫେରିଲେ

ବାଲୁଗାଁ, ୩୦ା୧୨(ଡି.ଏନ.ଏ.):  ନୂତନବର୍ଷର ଆଗମନ ସଙ୍ଗେ ସଙ୍ଗେ ବିଦାୟବର୍ଷର ଶେଷ ରବିବାର ଚିଲିକା ପରିଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଚିଲିକା ମଧ୍ୟରେ ଥିବା ମା’…

ସିଂହଦ୍ୱାର ସୌନ୍ଦର୍ଯ୍ୟକରଣ କାମ ଦେଖିଲେ ମୁଖ୍ୟ ପ୍ରଶାସକ; ନୂଆ ପାଦ ପ୍ରକ୍ଷାଳନ କାମ ଆରମ୍ଭ

ପୁରୀ ଅଫିସ,୩୦।୧୨:  ସିଂହଦ୍ୱାରରେ ସୌନ୍ଦର୍ଯ୍ୟକରଣ କାମ ଦ୍ରୁତଗତିରେ ଚାଲିଛି। ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୌନ୍ଦର୍ଯ୍ୟକରଣ କାମ ବୁଲି ଦେଖିଛନ୍ତି। ସେହିପରି…

ମୋ ସରକାର କାର୍ଯ୍ୟକ୍ରମର ପ୍ରଭାବ; ଗତବର୍ଷ ତୁଳନାରେ ବଢିଛି ମାମଲା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ):  ଆଉ ଦିନ କେଇଟା ପରେ ଆସିବ ନୂଆବର୍ଷ। ହେଲେ ୨୦୧୯ରେ ବିଭିନ୍ନ ଥାନାରେ ବଢିଥିବା ମାମଲା ସଂଖ୍ୟା କମିଶନରେଟ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟଛି।…

ରାସ୍ତାରେ ଢ଼େଉ ମାରୁଛି ଡ୍ରେନ୍‌ପାଣି

ଚୌଦ୍ୱାର,୩୦।୧୨(ଡି.ଏନ.ଏ): ୫୫ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରୁଥିବା କଳିଙ୍ଗ ଛକ-ଶଙ୍କରପୁର ରାସ୍ତାର କଳିଙ୍ଗଛକ ନିକଟରେ ରାସ୍ତାରେ ହମ୍ପ୍‌ସ ନିର୍ମାଣ ଯୋଗୁ ଆଖପାଖ ରାସ୍ତାରେ ନିୟମିତ ପାଣି…

ଆର୍‌ଆଇ ଧରିଲେ ପଥର ଟ୍ରକ୍‌

ଖୁଣ୍ଟୁଣୀ,୨୯ା୧୨(ଡି.ଏନ.ଏ): ରବିବାର ରାତି ପ୍ରାୟ ୯ଟା ବେଳେ ଗୁରୁଡ଼ଝାଟିଆ ରାଜସ୍ବ ନିରୀକ୍ଷକ ସୁଚନ୍ଦ୍ର ମହାନ୍ତି ୪ଟି ଚୋରା ମାଙ୍କଡ଼ା ପଥର ଟ୍ରକ ଧରିଥିଲେ। ଏହି ଟ୍ରକ୍‌ଗୁଡ଼ିକ ଢ଼େଙ୍କାନାଳ…

ପେଟ୍ରୋଲ୍‌ ପମ୍ପ ମାଲିକଙ୍କୁ ଗୁଳିମାଡ଼

ବ୍ରହ୍ମଗିରି,୩୦।୧୨(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ଅର୍ନ୍ତଗତ ସାକ୍ଷୀଗୋପାଳ-ଅଳଗୁମା ରାସ୍ତାର ପୁରୁଣା ସୋମେଶ୍ୱରପୁର ଛକ ନିକଟରେ ସୁଜାତା ପେଟ୍ରୋଲ୍‌ ପମ୍ପରେ ରବିବାର ରାତିରେ ଗୁଳିକାଣ୍ଡ ଘଟିଛି।  ଲୁଟ୍‌…

ନିମାପଡ଼ାରେ ଟ୍ରାଫିକ ଯନ୍ତ୍ରଣା: ରୋଗୀ, ପର୍ଯ୍ୟଟକ ସମସ୍ତେ ଅଟକ

ନିମାପଡ଼ା,୩୦।୧୨(ଡି.ଏନ୍‌.ଏ): ନିମାପଡ଼ାରେ ଟ୍ରାଫିକ ଯନ୍ତ୍ରଣା ବଢ଼ିବାରେ ଲାଗିଛି। ନିତି ବହୁ ସଂଖ୍ୟାରେ ଯାନବାହାନ ଟ୍ରାଫିକ ଜାମ୍‌ ଯୋଗୁ ଅଟକି ରହୁଛି। ପର୍ଯ୍ୟଟକବାହୀ ଯାନ ହେଉ ଅବା ଆମ୍ବୁଲାନ୍ସ,…