ବ୍ୟାଙ୍କକ୍, ୨୬।୧୧ (ପି.ଟି.)- ଭାରତୀୟ ତୀରନ୍ଦାଜ ଅତନୁ ଦାସ ଏଠାରେ ଚାଲିଥିବା ଏସିଆନ ଆର୍ଚେରୀ ଚାମ୍ପିୟନଶିପ୍ରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ପୁରୁଷ ରିକର୍ଭ ବ୍ୟକ୍ତିଗତ ଇଭେଣ୍ଟରେ ଅତନୁ…
ନୂଆଦିଲ୍ଲୀ,୨୬।୧୧: ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ଦେଶର ବିଭିନ୍ନ ଷ୍ଟେଶନରେ ଲକ୍ଷେ ସିସିଟିଭି କ୍ୟାମେରା ଲଗାଯିବା। ଏନେଇ ରେଳ ବିଭାଗ ପକ୍ଷରୁ ଟେଣ୍ଡର ଜାରି କରାଯାଇଛି। ଟେଣ୍ଡର ଦୌଡ଼ରେ…
ସମ୍ବଲପୁର,୨୬।୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଦନ୍ତିରି ଗ୍ରାମର ଜଣେ ବ୍ୟକ୍ତିଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଶ ଡୁଙ୍ଗଡୁଙ୍ଗ(୫୦)। ନୂଆଶ ବିଲକୁ ଧାନ କାଟିଯାଇଥିବା ସମୟରେ…
ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଆନୁକୂଲ୍ୟରେ ଚିତ୍ରକୋଣ୍ଡା ବ୍ଲକଠାରେ ମଙ୍ଗଳବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଆମ୍ବେଦକର ଜୟନ୍ତୀ ପାଳନ କମିଟି ତଥା ବିଜୁ…
ନୂଆଦିଲ୍ଲୀ,୨୬।୧୧: ମହାରାଷ୍ଟ୍ର ରାଜନୀତି ଡ୍ରାମାକୁ ନେଇ ମୁମ୍ବାଇରୁ ଦିଲ୍ଲୀ ପର୍ଯ୍ୟନ୍ତ ଚହଳ ସୃଷ୍ଟି ହୋଇଛି। ମଙ୍ଗଳବାର ଏନେଇ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ…
ଟିରାନା,୨୬।୧୧: ଆଲବାନିଆରେ ବୁଧବାର ଭୟଙ୍କର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୪ ଥିଲା ବୋଲି ଆମେରିକା ଜିଓଲୋଜିକାଲ୍ ସର୍ଭେ ପକ୍ଷରୁ ସୂଚନା ଦିଆଯାଇଛି।…
କଟକ ଅଫିସ, ୨୬।୧୧: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ମଙ୍ଗଳବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ଦେଢ଼ ଲକ୍ଷ ଟଙ୍କାର ଦୁଇ ଜାମିନଦାରଙ୍କ…
ମୁମ୍ବାଇ: ବଲିଉଡ୍ ନାୟକ ଟାଇଗର ଶ୍ରଫ ଆହତ ହୋଇଥିବା ସୂଚନା ମିଳିଛି। ସୋମବାର ସେ ତାଙ୍କ ପିଠିର ଏକ ଫଟୋ ଶେୟାର କରି ଏହି ସୂଚନା ଦେଇଛନ୍ତି।…
ଶ୍ରୀହରିକୋଟା,୨୬।୧୧: ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍-୩ର ଉତ୍କ୍ଷେପଣ କରାଯିବ। ଏନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର…
ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଲାଗିଛି ଶକ୍ତ ଧକ୍କା। ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ୍ ପାଓ୍ବାର ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସକାଳୁ ସୁପ୍ରିମକୋର୍ଟଙ୍କ…