ବିଏସ୍‌ଏନ୍‌ଏଲ୍‌ ପୁନରୁଦ୍ଧାର ପାଇଁ ଜିଓଏମ୍‌ ଗଠନ

ନୂଆଦିଲ୍ଲୀ,୨୯-୧୨: ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିଫୋନ୍‌ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌) ପାଇଁ ୬୯,୦୦୦ କୋଟି ଟଙ୍କାର ପୁନରୁଦ୍ଧାର ଯୋଜନାକୁ ତ୍ୱରାନ୍ବିତ କରିବା…

ଇଣ୍ଟରନେଟ ବ୍ୟାନ;ଟେଲିକମ୍‌ କମ୍ପାନୀଙ୍କୁ ଘଣ୍ଟାପ୍ରତି କ୍ଷତି ୨.୫ କୋଟି

ନୂଆଦିଲ୍ଲୀ,୨୯-୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର(ଏନ୍‌ଆର୍‌ସି)କୁ ବିରୋଧ କରି ସାରା ଦେଶରେ ହେଉଥିବା ଆନ୍ଦୋଳନ ଯୋଗୁ ସରକାରଙ୍କୁ ବିଭିନ୍ନ ସ୍ଥାନରେ ଇଣ୍ଟରନେଟ ବନ୍ଦ…

୩ରେ ଧର୍ମଘଟକୁ ଉହ୍ଲାଇବ ବିଏମ୍‌ଏସ୍‌

ନୂଆଦିଲ୍ଲୀ,୨୯-୧୨: ଘରୋଇକରଣ,ପୁଞ୍ଜି ପ୍ରତ୍ୟାହର ଏବଂ ବେକାରି ଭଳି ପ୍ରସଙ୍ଗ ଆଧାରରେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ୍‌) ଜାନୁୟାରୀ ୩ରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ପ୍ରତି ଜିଲାର ମୁଖ୍ୟାଳୟରେ…

ଅର୍ଥମନ୍ତ୍ରୀଙ୍କ ନୂଆବର୍ଷ ଭେଟି;ରୁପେ, ୟୁପିଆଇ ପେମେଣ୍ଟରେ ଏମ୍‌ଡିଆର୍‌ ଦେୟ ଛାଡ

ନୂଆଦିଲ୍ଲୀ,୨୯-୧୨: ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଲାଗି ସରକାର ରୁପେ ଏବଂ ୟୁପିଆଇ ନେଣଦେଣରେ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌(ଏମ୍‌ଡିଆର୍‌) ଦେୟକୁ ବାଦ ଦେଇଛନ୍ତି। ୨୦୨୦ ଜାନୁୟାରୀ ପହିଲାଠାରୁ…

ସୁନ୍ଦରଗଡ଼ରେ ତୁଷାରପାତ

ସୁନ୍ଦରଗଡ଼,୨୯।୧୨(ଡି.ଏନ୍‌.ଏ.) - ସୁନ୍ଦରଗଡ଼ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାତିରେ ପାରଦ ଖସୁଥିବା ଯୋଗୁ ଶୀତ ବଢୁଛି। ଶୁକ୍ରବାର ରାତିରେ ଜିଲାର କୋଇଡା, ଟେନସା ଓ…

ଆର୍‌ଏସ୍‌ପି ଭିତରକୁ ଦୁଇଟି ଗାଡ଼ିର ସନ୍ଦେହଜନକ ପ୍ରବେଶ

ରାଉରକେଲା ଅଫିସ, ୨୯। ୧୨-ରାଉରକେଲା ଇସ୍ପାତ କାରଖାନା ଭିତରକୁ ଶନିବାର ସନ୍ଦେହଜନକ ଭାବେ ପଶିଥିବା ଦୁଇଟି ଭାରିଯାନକୁ ଅଟକ ରଖାଯାଇଛି। ଏହା ସହ କାରଖାନା ସୁରକ୍ଷା ଅଧିକାରୀ…

ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ

ସୁନ୍ଦରଗଡ,୨୯।୧୨ (ଡି.ଏନ୍‌.ଏ) -ସମସ୍ତଙ୍କ ମଧ୍ୟରେ ବହିପଢିବା ଅଭ୍ୟାସ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ରେ ‘ବହିପଢ’ ଅଭିଯାନ ଆରମ୍ଭ କରି ଅଭିନବ ପ୍ରୟାସ କରିଥିବା ଜିଲାପାଳ ନିଖିଲ ପଓ୍ବନ…

ଖାଉଟୀ ଅଦାଲତରେ ଡାକ ବିଭାଗ ଦଣ୍ଡିତ

ଦେବଗଡ଼,୨୯।୧୨(ଡି.ଏନ.ଏ.) - ସେବା ଯୋଗାଇବାରେ ଅବହେଳା ଯୋଗୁ ଖାଉଟୀ ଅଦାଲତରେ ଡାକ ବିଭାଗ ଦଣ୍ଡିତ ହୋଇଛି । ମାମଲାର ବିବରଣୀ ଅନୁଯାୟୀ, ରିଆମାଳ ଗ୍ରାମର ଅଲେଖ ବିଶ୍ୱାଳ…

ଜାତୀୟ ସିନିୟର ଭଲିବଲ୍‌: ଓଡ଼ିଶାର ବିଜୟଧାରା ରୋକିଲା ଛତିଶଗଡ଼

ଭୁବନେଶ୍ୱର, ୨୯।୧୨ (ସ୍ପୋଟର୍‌ସ ବ୍ୟୁରୋ) - ଓଡ଼ିଶା ଭଲିବଲ୍‌ ଆସୋସିଏଶନ ଆନୁକୂଲ୍ୟରେ କିଟ୍‌ ଇନ୍‌ଡୋର ହଲ୍‌ରେ ଚାଲିଥିବା ଜାତୀୟ ସିନିୟର ଭଲିବଲ୍‌ (ମହିଳା ଓ ପୁରୁଷ) ଚାମ୍ପିୟନଶିପ୍‌ର…

ରଣଜୀ ଟ୍ରଫି: ଓଡ଼ିଶାର ହ୍ୟାଟ୍ରିକ ବିଜୟ; ପଏଣ୍ଟ ଟେବୁଲ ଶୀର୍ଷରେ ଓଡ଼ିଶା

କଟକ ଅଫିସ,୨୯ା୧୨-ଚଳିତ ରଣଜୀ ଟ୍ରଫିରେ ଓଡ଼ିଶା ଦଳର ବିଜୟ ଧାରା ଅବ୍ୟାହତ ରହିଛି। ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା-ଉତ୍ତରାଖଣ୍ଡ ବିପକ୍ଷ ମ୍ୟାଚ୍‌କୁ ଶନିବାର ୧୦ ଉଇକେଟରେ ଜିତିଛି…