ମୟୂରଭଞ୍ଜ ମହୋତ୍ସବ ପାଇଁ କାର୍ନିଭାଲ ଶୋ’

ବାରିପଦା ଅଫିସ,୨୫।୧୧- ମୟୂରଭଞ୍ଜ ଜିଲାର କଳା ଓ ସଂସ୍କୃତି ନିଆରା। ଏହାର ଏକ ସ୍ବତନ୍ତ୍ର ପରିଚୟ ରହିଛି । ଏହିି କଳା ଓ ସଂସ୍କୃତିର ପ୍ରଚାର ପ୍ରସାର…

ନକଲି ଜର୍ଦ୍ଦା କାରଖାନା ଠାବ: ଜଣେ ଗିରଫ

ଭଦ୍ରକ ଅଫିସ, ୨୫ା୧୧- ଭଦ୍ରକ ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ମିର୍ଜାପୁର ଚିଡ଼ିଆମାରପଦାରେ ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ସେଠାରୁ ପ୍ରାୟ ୫…

ଶୀତଦିନେ ରାତିରେ ଶୋଇବା ପୂର୍ବରୁ ଏହାକୁ ପାଦରେ କରନ୍ତୁ ମାଲିସ୍‌ …

ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ରାତିରେ ଶୋଇବା ପୂର୍ବରୁ ପାଦରେ ମଏଶ୍ଚର ମାଲିସ କଲେ ସୁଫଳ ମିଳିଥାଏ। ସୋରିଷ ତେଳରେ…

କାଳିଆ ଟଙ୍କା ପାଇ ନ ଥିବା ହିତାଧିକାରୀଙ୍କ ଗଣଧାରଣା

କେସିଙ୍ଗା,୨୫।୧୧: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ବହୁ ହିତାଧିକାରୀ କାଳିଆ ଯୋଜନା ଟଙ୍କା ପାଇ ନ ଥିବା ପ୍ରତିବାଦରେ ସୋମବାର ବ୍ଲକ ସମ୍ମୁଖରେ…

୧୫ ସ୍ତ୍ରୀଙ୍କ ପାଇଁ ଶହେ କୋଟିର କାର୍‌ କିଣିଲେ ଗରିବ ଦେଶର ରାଜା

ବିଶ୍ୱର ଗରିବ ଦେଶ ଭାବେ ବେଶ୍‌ ଜଣାଶୁଣା ଆଫ୍ରିକାର ସ୍ବାଜିଲାଣ୍ଡ ବା ଏବେକାର ଇସ୍ବାତିନି। ଏଠାରେ ୬୦ ପ୍ରତିଶତ ଲୋକ ଗରିବ ସୀମାରେଖା ତଳେ ରୁହନ୍ତି ବୋଲି…

ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ସ୍ବାସ୍ଥ୍ୟରେ ସାମ୍ୟତା, କାର୍ଯ୍ୟୟ ସିଦ୍ଧି, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭାନ୍ବିତ ହେବ। ସନ୍ତାନଙ୍କ କୌଣସି ସମସ୍ୟା, ଶିକ୍ଷାରେ ପ୍ରତିବନ୍ଧକ, ଆଲୋଚନାରେ ବିଫଳତା…

ବେଲି ହେବେ ଅଷ୍ଟ୍ରେଲିଆ ଦଳର ଚୟନକର୍ତ୍ତା

ବେଲବୋର୍ନ,୨୫।୧୧(ପି.ଟି.)- ପୂର୍ବତନ ସୀମିତ ଓଭର କ୍ରିକେଟର ଅଧିନାୟକ ଜର୍ଜ ବେଲି ଅଷ୍ଟ୍ରେଲିଆର ନୂଆ ଜାତୀୟ ଚୟନକର୍ତ୍ତା ହେବାକୁ ଯାଉଛନ୍ତି। ତାଙ୍କ ସହ ଚୟନ କମିଟିରେ କୋଚ୍‌ ଜଷ୍ଟିନ…

୩୭ ବର୍ଷୀୟ ଏହି କ୍ରିକେଟରଙ୍କ ପାଇଁ ଯୁବତୀ ଖୋଜୁଛନ୍ତି ହରଭଜନ ସିଂ

ଭାରତୀୟ ଦଳର ପୂର୍ବତନ କ୍ରିକେଟର ହରଭଜନ ସିଂ ସାଥୀ ଖେଳାଳି ଅମିତ ମିଶ୍ରଙ୍କ ବିବାହ ପାଇଁ ଯୁବତୀ ଖୋଜୁଛନ୍ତି। ଟୁଇଟରରେ ଭଜ୍ଜି ଏହି ସୂଚନା ଦେଇଛନ୍ତି। ନଭେମ୍ବର…

‘ପାଣିପିଆ ଘଣ୍ଟା’ ଅଭିଯାନ: ଭିଭିଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ବାଜିଲା ଘଣ୍ଟା

ବ୍ରହ୍ମପୁର ଅଫିସ,୨୫।୧୧: ଛାତ୍ରୀଛାତ୍ରଙ୍କ ପାଇଁ ଗଞ୍ଜାମ ଜିଲାରେ ଏକ ଅଭିନବ ଅଭିଯାନ ଆରମ୍ଭ ହୋଇଛି। ପାଣି ପିଇବା ପାଇଁ ପିଲାମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ସୋମବାରଠାରୁ ‘ପାଣିପିଆ…

ପିଙ୍କ୍‌ ବଲ ଟେଷ୍ଟ: ଟିକେଟ ଅର୍ଥ ଫେରାଇବ ସିଏବି

କୋଲକତା,୨୫।୧୧(ପି.ଟି.)- ସ୍ଥାନୀୟ ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡରେ ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ଦିବାରାତ୍ର ଟେଷ୍ଟକୁ ଭାରତୀୟ ଦଳ ୩ ଦିନରୁ କମ୍‌ ସମୟରେ ଜିତି ନେଇଥିଲା। ମ୍ୟାଚ୍‌ର ୪ର୍ଥ…