ବାଲେଶ୍ୱର-ନୀଳଗିରି ଷ୍ଟେଶନ ମଧ୍ୟରେ ମରାମତି: ୩ ଟ୍ରେନ ବାତିଲ୍‌, ୭ଟିର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ବାଲେଶ୍ୱର ଓ ନୀଳଗିରି ରୋଡ଼ ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ରବିବାର ୩ ଟ୍ରେନ୍‌ ବାତିଲ୍‌ ସହ ୭ଟିର ସମୟ…

ମନମୋହନଙ୍କ ଅମଳରେ ପାକିସ୍ତାନରୁ ଅନୁପ୍ରବେଶ କରୁଥିଲେ: ଆଲିଆ, ମାଲିଆ, ଜମାଲିଆ

ଶିମ୍‌ଲା/ନୂଆଦିଲ୍ଲୀ,୨୮ା୧୨: ୧୦ ବର୍ଷ ଧରି କଂଗ୍ରେସ ସରକାର ଚାଲିଥିଲା। ସୋନିଆ ମନମୋହନଙ୍କ ସରକାର ବେଳେ ପାକିସ୍ତାନରୁ ଆଲିଆ, ମାଲିଆ ଓ ଜମାଲିଆମାନେ ରୀତିମତ ଆସି ଆମ ଯବାନଙ୍କ…

ଦେହରେ ପେଟ୍ରୋଲ ଢାଳି ଆତ୍ମହୁତି ଉଦ୍ୟମ: ଆଖି ବୁଜିଲେ କାର୍ତ୍ତିକ ମେହେର

ବରଗଡ଼ ଅଫିସ୍‌, ୨୮ା୧୨: ନୂଆଦିଲ୍ଲୀ ଇଣ୍ଡିଆ ଗେଟ୍‌ ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୂତି ଉଦ୍ୟମ କରିଥିବା ବରଗଡ଼ ଜିଲା ପଦ୍ମପୁର ନିକଟ ବୁଧାପାଲି ଗାଁର କାର୍ତ୍ତିକ…

ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ଲାଗି ପ୍ରଚଣ୍ଡ ଶୀତର ଅନୁଭୂତ ଆରମ୍ଭ ହୋଇଛି। ଆସନ୍ତା ଦୁଇ ତିନି ଦିନ ଯାଏ ଶୀତ ଲହରି ସମଗ୍ର…

ଚାଳ ଘର ଓ ଗଛରେ ଓହଳୁଛି ମୋବାଇଲ

ହାଟଡିହୀ,୨୮।୧୨(ଡି.ଏନ.ଏ.)-ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ଇଣ୍ଡିଆ ଯୋଜନା କାର୍ଯ୍ୟକାରୀ ହେବା ସତ୍ତ୍ୱେ ଏବେବି କେନ୍ଦୁଝର ଜିଲାର ବଣପାହାଡ ଘେରା ବହୁ ଅଞ୍ଚଳରେ ଟାୱାର ସେବା ନ ଥିବାରୁ ମୋବାଇଲ ଫୋନ…

୫୦ବର୍ଷ ବିତିବା ସତ୍ତ୍ୱେ ଘୁଞ୍ଚିନି ବିସ୍ଥାପିତଙ୍କ ଦୁର୍ଦ୍ଦଶା

ହାଟଡିହୀ,୨୮।୧୨(ଡି.ଏନ.ଏ.)- ସାଳନ୍ଦୀ ନଦୀରେ ହଦଗଡ ଡ୍ୟାମ ନିର୍ମାଣ ବେଳେ ବିସ୍ଥାପିତ ହୋଇଥିବା ଲୋକଙ୍କ ଦୁଃଖ ଏଯାଏ ଦୂର ହୋଇନି। ଏହାମଧ୍ୟରେ ୫୦ରୁ ଅଧିକ ବର୍ଷ ବିତିଗଲାଣି। ସେମାନଙ୍କୁ…

ଅଦିନିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭଣ୍ଡାରିପୋଖରୀ, ୨୮।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦୁଇଦିନ ଧରି ମେଘୁଆ ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଧାନ ଅମଳ ସମୟରେ ଏଭଳି ଅଦିନିଆ ବର୍ଷାକୁ…

‘ସୌଭାଗ୍ୟ’ ପାଲଟିଛି ଦୁର୍ଭାଗ୍ୟ

ଭଦ୍ରକ ଅଫିସ, ୨୮।୧୨- ଭଦ୍ରକ ଜିଲାରେ ସୌଭାଗ୍ୟ ଯୋଜନା ଏବେ ଗରିବ ଲୋକଙ୍କ ପାଇଁ ଦୁର୍ଭାଗ୍ୟ ଅବସ୍ଥା ଆଣିଦେଇଛି। ବିଦ୍ୟୁତ୍‌ ବିଭାଗର ଅଜବ ନିୟମ କାରଣରୁ ଗରିବ…

ସାଇକେଲରେ ପରିବେଶ ସୁରକ୍ଷା ବାଣ୍ଟୁଥିବା ଅମରେଶଙ୍କୁ ସ୍ବାଗତ

ନୟାଗଡ଼ ଅଫିସ,୨୮।୧୨: ବୃକ୍ଷ ଓ ପରିବେଶ ସୁରକ୍ଷା ବାର୍ତ୍ତା ନେଇ ପାରାଦୀପରୁ ସାଇକେଲରେ ବ୍ରହ୍ମପୁର ଅଭିୁମୁଖେ ବାହାରିଥିବା ପରିବେଶବିତ ଅମରେଶ ନରେଶ ସାମନ୍ତଙ୍କୁ ଶୁକ୍ରବାର ନୟାଗଡ଼ ଜିଲାର…

ଶରଣକୁଳ ଅଞ୍ଚଳରେ ଗୋମଡ଼କ

ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳ ଅଞ୍ଚଳରେ ଅଜଣା ରୋଗ ବ୍ୟାପୀ ଗୋମଡକ ଦେଖାଦେଇଛି। ଅଜଣା ରୋଗରେ ଆକ୍ରାନ୍ତ ହୋଇ ଗୋରୁଙ୍କ ମୃତ୍ୟୁ ଘଟୁଛି। ସପ୍ତାହକ ମଧ୍ୟରେ…