କଂଗ୍ରେସ-ଶିବସେନା-ଏନ୍‌ସିପିକୁ ଘାରିଛି ବାଡ଼ଡିଆଁ ଭୟ !

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାତିକ ମଧ୍ୟରେ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ଡୋରି ଧରିଛନ୍ତି। ତେବେ ଶକ୍ତି ପରୀକ୍ଷା ପାଇଁ…

ଜବରଦଖଲରେ ସରକାରୀ ଜାଗା: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ଖଣ୍ଡପଡ଼ା,୨୫।୧୧(ସ୍ବ.ପ୍ର.): ଖଣ୍ଡପଡ଼ା ତହସିଲ ଅଧୀନ ବଡବାଣପୁର ପଞ୍ଚାୟତ ରତନପୁର ଗ୍ରାମରେ ଥିବା କିଛି ସରକାରୀ ଜାଗାକୁ କେତେକ ବ୍ୟକ୍ତି ଜବରଦଖଲ କରି ସ୍ଥାୟୀ ବାସଗୃହ ନିର୍ମାଣ କରିଛନ୍ତି।…

ନୂଆ ମୋଟର ଯାନ ଆଇନ-୨୦୧୯: ଆଉ ୬ଦିନ, କଡ଼ାକଡ଼ି ଯାଞ୍ଚ ପାଇଁ ପ୍ରସ୍ତୁତି ଜୋର୍‌ଦାର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟ ସରକାର ଦେଇଥିବା ୩ମାସର ମହଲତ ସରିବାକୁ ଆଉ ମାତ୍ର ୬ ଦିନ ବାକି। ଡିସେମ୍ବର ୧ରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରିବା…

ସଲମାନଙ୍କୁ ଏଭଳି ସ୍ଥିତିରେ ଦେଖି କାନ୍ଦିଥିଲେ ପିତା ସଲିମ୍‌ ଖାଁ

ବଲିଉଡ୍‌ ଦବଙ୍ଗ ଷ୍ଟାର୍‌ ସଲମାନ ଖାଁଙ୍କ ପିତା ତଥା ସଲିମ ଖାଁ ଆଜି ୮୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସଲମାନ ତାଙ୍କ ଖାସ୍‌ ଅନ୍ଦାଜରେ…

ରାତିରେ ଗଢା ହୋଇଛି ସରକାର ରାତିରେ ହିଁ ଭାଙ୍ଗିବ: ଜୟନ୍ତ ପାଟିଲ

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାର ଗୋଟିଏ ଦିନ ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ ରବିବାର ବିଳମ୍ବିତ ରାତିରେ ସାକ୍ଷାତ୍‌ କରିଛନ୍ତି।…

ଓଏସ୍‌ସିଏଚ୍‌ସି ନିର୍ଦ୍ଦେଶକ ପଦରୁ କାନନ, ଦିଲୀପଙ୍କ ଇସ୍ତଫା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ସମବାୟ ଗୃହ ନିର୍ମାଣ ନିଗମ(ଓଏସ୍‌ସିଏଚ୍‌ସି) ଲିମିଟେଡ ଭୁବନେଶ୍ୱର ପରିଚାଳନା କମିଟି ନିର୍ଦ୍ଦେଶକ ପଦରୁ କାନନ ବିହାରୀ ପତି ଏବଂ ଦିଲୀପ କୁମାର ବିଶ୍ୱାଳ…

୨୦୨୦ରେ ଭୁବନେଶ୍ୱର ଆର୍ଟ ସମିଟ୍‌

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅଜର୍ର୍ନ କରିଥିବା କଳାକାରମାନଙ୍କ ଚିତ୍ରକଳାକୁ ନେଇ ଭୁବନେଶ୍ୱର ‘ଆର୍ଟ ସମିଟ୍‌ ୨୦୧୯’ର ପ୍ରି-ଶୋ ଓଡ଼ିଶା ମଡର୍ନ ଆର୍ଟ ଗ୍ୟାଲେରି ପରିସରରେ ଆୟୋଜିତ…

ଫେବୃୟାରୀ ୮ରୁ ଓଡ଼ିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ‘ୱିନିଙ୍ଗ୍‌ ସ୍ପୋର୍ଟିଙ୍ଗ’ ଆନୁକୂଲ୍ୟରେ ୧୫ତମ ଓଡ଼ିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ ‘ଶୋ ଟାଇମ୍‌-୨୦୨୦’ ଆସନ୍ତା ଫେବୃୟାରୀ ୮ ଓ ୯ରେ ପୁରୀ ବେଳାଭୂମିରେ ଆୟୋଜିତ…

ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ମହାରାଷ୍ଟ୍ରରେ କର୍ନାଟକ ରାଜନୀତିର ପୁନରାବୃତ୍ତି କରୁଛି ଭାଜପା: ପ୍ରିୟଙ୍କା

ମୁମ୍ବାଇ,୨୫।୧୧: ଦେଶର ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ମହାରାଷ୍ଟ୍ରରେ ଭାଜପା କର୍ନାଟକ ରାଜନୀତିର ପୁନରାବୃତ୍ତି କରୁଥିବା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଅଭିଯୋଗ କରିଛନ୍ତି। ସୋମବାର…

ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବା ଆଶା ମଉଳିଲା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଚଳିତ ମାସ ତୃତୀୟ ସପ୍ତାହରେ ବିମାନ ଉଡ଼ାଣ କରିବ ବୋଲି ଯେଉଁ ଆଶା ରହିଥିଲା ତାହା ମଉଳି…