କମ୍‌ ବୟସରେ ଆତ୍ମହତ୍ୟା କରିଥିବା ସେଲିବ୍ରିଟି

କୌଣସି ନା କୌଣସି କାରଣକୁ ନେଇ ଖୁବ୍‌ କମ୍‌ ବୟସରେ ବଲିଉଡ୍‌ର କେତେଜଣ ସେଲିବ୍ରିଟି ଆତ୍ମହତ୍ୟା କରିଥିବା ନଜିର ରହିଛି। ଜାଣନ୍ତୁ ଏମାନଙ୍କ ସମ୍ପର୍କରେ... ପ୍ରତ୍ୟୁଷା ବାନାର୍ଜୀ:…

ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି ପଡ଼ିଥିଲା।…

ହିଂସାକୁ ଉସୁକାଇବା ଭଳି ମନ୍ତବ୍ୟ ଦେଇ ଅଡ଼ୁଆରେ ପ୍ରଦୀପ ମାଝି, ନିଜ ଆଡ଼ୁ ଏତଲା କଲା ନବରଙ୍ଗପୁର ପୋଲିସ

ନବରଙ୍ଗପୁର,୨୭।୧୨(ବି.ପ୍ର.): ନବରଙ୍ଗପୁର ବନ୍ଦ ପାଳନ ସମୟରେ ହିଂସାକୁ ଉସୁକାଇବା ଭଳି ମନ୍ତବ୍ୟ ଦେଇ ଅଡ଼ୁଆରେ ପୂର୍ବତନ ଏମ୍‌ପି ତଥା କଂଗ୍ରେସ ନେତା ପ୍ରଦୀପ ମାଝି। ନବରଙ୍ଗପୁର ଟାଉନ…

ସିଏଏକୁ ନେଇ ଜାମା ମସ୍‌ଜିଦ୍‌ ବାହାରେ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୭।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଶୁକ୍ରବାର ନମାଜ ପାଠ ପରେ ଦିଲ୍ଲୀ ଜାମା ମସ୍‌ଜିଦ୍‌ ବାହାରେ ପ୍ରଦର୍ଶନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତେବେ ପରିସ୍ଥିତିକୁ ଦେଖି…

ବୁଡ଼ିଲା ଟ୍ରଲର: ଜଣେ ନିଖୋଜ, ଅଳ୍ପକେ ବର୍ତ୍ତିଲେ ୧୦ ମତ୍ସ୍ୟଜୀବୀ

ଭୋଗରାଇ,୨୭।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ଦିଘା ମୁହାଣରୁ ମାଛ ମାରି ଫେରୁଥିବା ଏକ ଟ୍ରଲର ସମୁଦ୍ର ଢେଉରେ ଭାରସାମ୍ୟ ହରାଇ ଶୁକ୍ରବାର ମଧ୍ୟାହ୍ନରେ ଓଲଟି ପଡ଼ିଛି।…

ଜାତୀୟ ରାଜପଥରୁ ଜବରଦଖଲ ଉଚ୍ଛେଦ ବେଳେ ଭୁଶୁଡ଼ିଲା ଛାତ, ୪ ଗୁରୁତର

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପ୍ରଶାସନ ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପ୍ରଶସ୍ତିକରଣ ନିମନ୍ତେ ଜବରଦଖଲ…

ଲକ୍ଷ୍ନୌରେ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳନ କରିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ୨ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଶୁକ୍ରବାର ଯିବାର କାର୍ଯ୍ୟକ୍ରମ ରହିଛି। ଲକ୍ଷ୍ନୌରେ ସେ ଶୁକ୍ରବାର ପହଞ୍ଚିବା ସହ…

୬୭ ବର୍ଷ ଭିତରେ କେବଳ ଏହି ୨ ଜଣ ହିନ୍ଦୁ ଖେଳାଳି ପାକିସ୍ତାନ ପାଇଁ କ୍ରିକେଟ ଖେଳିଛନ୍ତି

କରାଚି,୨୭।୧୨: ପୂର୍ବତନ ପାକିସ୍ତାନ ସ୍ପିନର ଡାନିସ କନେରିଆ ଜଣେ ହିନ୍ଦୁ ହୋଇଥିବାରୁ ସାଥୀ ପାକିସ୍ତାନ ଖେଳାଳିମାନେ ମଧ୍ୟ ତାଙ୍କୁ ଅବହେଳା କରୁଥିଲେ। ଏପରିକି କେତେକ ଖେଳାଳି କନେରିଆଙ୍କ…

ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ପଡ଼ିରହିଛି ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.): କୋହଲା ପାଗ ସାଙ୍ଗକୁ ଗତ ୨୫ତାରିଖ ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷ ଲାଗିରହିଛି। ଫଳରେ ଖୋଲା ଆକାଶ ତଳେ ମଣ୍ଡିରେ ହଜାର…

ଏସି ମିଲନକୁ ଫେରିବେ ଇବ୍ରାହିମୋବିଚ୍‌

ମିଲନ,୨୭।୧୨- ସ୍ବିଡେନ ଷ୍ଟାର ଜଲାଟାନ ଇବ୍ରାହିମୋବିଚ୍‌ ପୁଣି ଥରେ ଏସି ମିଲନ ପାଇଁ ଖେଳିପାରନ୍ତି। ସେ ଦଳ ସହ ୬ ମାସିଆ ଚୁକ୍ତି କରିବାକୁ ଯାଉଥିବା ନେଇ…