ଟେଲିସ୍କୋପ୍‌ରେ ସୂର୍ଯ୍ୟୋପରାଗ ଦେଖିଲେ

ବ୍ରହ୍ମପୁର ଅଫିସ,୨୭ା୧୨-ବ୍ରହ୍ମପୁରରେ ସୂର୍ଯ୍ୟୋପରାଗର ପ୍ରଭାବ ଭୟକୁ ଦୂରେଇବା ପାଇଁ ବିଜ୍ଞାନ ଚେତନା ମଞ୍ଚ ବ୍ରହ୍ମପୁର ଶାଖା ପକ୍ଷରୁ ଟେଲିସ୍କୋପ ମାଧ୍ୟମରେ ସୂର୍ଯ୍ୟୋପରାଗ ଦେଖିବା ନେଇ ଏକ ସ୍ବତନ୍ତ୍ର…

ଓଡ଼ିଶାରେ ଦେଖାଗଲା ଆଂଶିକ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୨୭-୧୨(ବ୍ୟୁରୋ):ଚଳିତବର୍ଷର ତୃତୀୟ ତଥା ବିରଳ ସୂର୍ଯ୍ୟୋପରାଗ ଦେଖିବାକୁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଥିଲା। ହେଲେ କୋହଲା ପାଗକୁ ମେଘାଚ୍ଛନ୍ନ ଆକାଶରେ ଲୁଚି ଯାଇଥିଲେ ସୂର୍ଯ୍ୟ।…

ଦୁଇ ଦିନ ଧରି ଲାଗି ରହିଛି ଉତ୍ତେଜନା: ମଦ ଦୋକାନ ଜାଳିଦେଲେ ଲୋକେ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ବୁଧବାର ଓ ଗୁରୁବାର ଉତ୍ତ୍ୟକ୍ତ ଲୋକେ ଏ.ବରିଡ଼ା, କୁଶପଲ୍ଲୀରେ ମଦଭାଟି ଓ…

ଗଣବଳାତ୍କାର ଭିଡିଓ ଭାଇରାଲ, ୩ ଅଟକ

କବିସୂର୍ଯ୍ୟନଗର,୨୭ା୧୨- ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରେ ପୁଣି ଲଜ୍ଜା। ୩ ଜଣ ସାଙ୍ଗ ମିଶି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ…

ଧାନ ଅମଳ ସମୟରେ ଝିପିଝିପି ବର୍ଷା: ଚାଷୀ ମନରେ ଛନକା

ବନ୍ତ,୨୭।୧୨(ସ୍ବ.ପ୍ର.)-ଏବେ ଚଳିତବର୍ଷ ଖରିଫ୍‌ ଧାନ ଅମଳ ଚାଲିଥିବାବେଳେ ଗୁରୁବାର ଅପରାହ୍ନରେ ଝିପିଝିପି ବର୍ଷା ଆରମ୍ଭ ହୋଇଥିବାରୁ ଚାଷୀ ମନରେ ଛନକା ପଶିଛି। ବର୍ଷାର ପରିମାଣ ବଢ଼ିଲେ ବିଲ…

ଉଦାହରଣ ସାଜିଛନ୍ତି ମହେଶ୍ୱର

ବନ୍ତ, ୨୭।୧୨(ସ୍ବ.ପ୍ର.) - ବର୍ତ୍ତମାନ ଦେଶରେ ନିଯୁକ୍ତି ଅଭାବରୁ ବେକାର ସମସ୍ୟା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ସମାଜରେ ଶାରୀରିକ ସୁସ୍ଥ ଶିକ୍ଷିତ ଯୁବକମାନେ…

ରାଜ୍ୟସ୍ତରୀୟ ରଗ୍‌ବୀ ଫୁଟବଲ୍‌: ମୟୂରଭଞ୍ଜକୁ ସଫଳତା

ବାରିପଦା ଅଫିସ,୨୭ା୧୨- ରାଜ୍ୟସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍‌ ବାଳିକା ଓ ବାଳକ ବର୍ଗର ରଗ୍‌ବୀ ଫୁଟବଲ୍‌ ପ୍ରତିଯୋଗିତା ଚଳିତ ମାସ ୨୨ ଓ ୨୩…

କୁଆମରାରେ ହାତୀ ଉପଦ୍ରବ

କୁଆମରା,୨୭ା୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିର କୁଲଡ଼ିହା ଅଞ୍ଚଳରୁ ଏକ ଦନ୍ତା ସମେତ ମୋଟ ୭ଟି ହାତୀ କୁଆମରା ଫରେଷ୍ଟ ଅଞ୍ଚଳରେ ପ୍ରବେଶ କରିବାରୁ ସାଧାରଣରେ ଆତଙ୍କ ସୃଷ୍ଟି…

ଜିଲାରେ ପ୍ରଥମ: ଜଳେଶ୍ୱରରେ ମଡେଲ ଭିଲେଜ କାର୍ଯ୍ୟାରମ୍ଭ

ଜଳେଶ୍ୱର, ୨୭।୧୨(ସ୍ବ.ପ୍ର.)-ସରକାରଙ୍କ ନୂତନ ଯୋଜନା ଅନୁଯାୟୀ ଏଣିକି ଭୂମିହୀନ ଓ ଗୃହହୀନଙ୍କ ଲାଗି ସରକାରୀ ସ୍ଥାନରେ ଏକ ମଡେଲ ଭିଲେଜ ନିର୍ମାଣ ପାଇଁ ସ୍ଥିର ହୋଇଛି ା…

ଓଡ଼ିଶାରୁ ଖସିଗଲେ, ପଶ୍ଚିମବଙ୍ଗରେ ଧରାପଡ଼ିଲେ: ୩.୨୫ ଲକ୍ଷ ଟଙ୍କାର ଗଞ୍ଜେଇ, କାର୍‌ ଜବତ

ଜଳେଶ୍ୱର,୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଲକ୍ଷ୍ମଣନାଥ ଗେଟ୍‌ ଦେଇ ଓଡ଼ିଶାରୁ ଲକ୍ଷ ଲକ୍ଷ ଟଙ୍କାର ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ ହେଉଛି। ଏହି ଗେଟ୍‌ ଦେଇ ଚାଲାଣକାରୀମାନେ ସହଜରେ ଖସି…