ଇରାନ ସୌଦି ଉପରେ ବଡ଼ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି: ଆମେରିକା

ଓ୍ବାଶିଂଟନ,୨୪।୧୧: ଇରାନ ସୌଦି ଉପରେ ବଡ଼ଧରଣର ଆକ୍ରମଣ ପାଇଁ  ଷଡ଼ଯନ୍ତ୍ର ରଚିଛି। ଏନେଇ ଆମେରିକା ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଇରାନ ସୌଦିର ବୃହତ୍‌ ତୈଳ…

ନିକ୍‌ଙ୍କ ସହ କେବେବି ଗୀତ ଗାଇବାକୁ ଚାହାଁନ୍ତି ନାହିଁ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ନିଜ ଅଭିନୟକୁ ନେଇ ବେଶ୍‌ ଚର୍ଚ୍ଚିତ। କେବଳ ଅଭିନୟ ନୁହେଁ ସେ ଫିଲ୍ମରେ କେତୋଟି ଗୀତ ମଧ୍ୟ ଗାଇଛନ୍ତି।…

ସାପ କାମୁଡ଼ାରେ ନାବାଳିକା ମୃତ

ପାଟପୁର,୨୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗି ଗ୍ରାମରେ ରବିବାର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଭାସ୍କର…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଝିଅ ମୃତ, ମା’ ଗୁରୁତର, ହସ୍ପିଟାଲରେ ଛାଡ଼ି କାର୍‌ ସହ ଚାଳକ ଫେରାର

ପାଟଣା,୨୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ବାଉଁଶୁଳିଛକ ନିକଟରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ରାତାରାତି ବାଜି ଓଲଟ ପାଲଟରେ ଓସ୍ତାଦ ମୋଦି-ଶାହ

ନୂଆଦିଲ୍ଲୀ,୨୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ପ୍ରତିଦିନ ଟୁଇଷ୍ଟ ଦେଖିବାକୁ ମିଳୁଥିଲା। ହେଲେ ରାତାରାତି ସବୁକିଛି ହୋଇଗଲା ଓଲଟ ପାଲଟ। ନଭେମ୍ବର ୨୩ ସକାଳେ ଏମିତି ଖବର…

ଦାରିଙ୍ଗବାଡ଼ି ଥାନା ଏଏସ୍‌ଆଇଙ୍କ ଦେହାନ୍ତ: ବିଭିନ୍ନ ମହଲରେ ଶୋକ

ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାର କାର୍ଯ୍ୟରତ ଏଏସ୍‌ଆଇ ଆର୍‌. ଭୀମ୍ମାରାଓ ରେଡ୍ଡୀଙ୍କ ଶନିବାର ସନ୍ଧ୍ୟା ସମୟରେ ବ୍ରହ୍ମପୁରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ପ୍ରକାଶ…

ଏନ୍‌ଆର୍‌ସି ଭୟ: ବାଂଲାଦେଶ ସୀମାରେ ୩ ସପ୍ତାହରେ ୩ ଶହରୁ ଅଧିକ ଅବୈଧ ପ୍ରବାସୀ ଅଟକ

ଢ଼ାକା,୨୪।୧୧: ଭାରତ ସରକାରଙ୍କ ପକ୍ଷରୁ ସାରା ଦେଶରେ ଏନ୍‌ଆର୍‌ସି ଲାଗୁ କରାଯିବା ନେଇ ଘୋଷଣା ହେବା ପରେ ଭାରତରେ ଅବୈଧ ଭାବେ ରହିଥିବା ୩ ଶହରୁ ଅଧିକ…

ସୁରକ୍ଷିତ ଅଛନ୍ତି ଏନ୍‌ସିପିର ନିଖୋଜ ବିଧାୟକ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ମହାଭାରତକୁ ନେଇ ସୁପ୍ରିମକୋର୍ଟରେ ରବିବାର ଶୁଣାଣି ଥିବା ସମୟରେ ଏନ୍‌ସିପି ବିଧାୟକ ଦୌଲତ ଦରୋଦା ସକାଳେ ନିଖୋଜ ହୋଇଯାଇଥିବା ଜଣାପଡିଲା। ହେଲେ ଏହାର କିଛି…

ଯୁବକଙ୍କ ହାତ ଓ ପାଦର ଆଙ୍ଗୁଳି ସଂଖ୍ୟା ୨୮…

ସାଧାରଣତଃ ମଣିଷଙ୍କ ଦୁଇ ହାତ ଏବଂ ପାଦରେ ୧୦ ଲେଖାଏଁ ଆଙ୍ଗୁଳି ରହିଥାଏ। ତେବେ ଗୁଜରାଟରେ ବାସ କରୁଥିବା ଦେବେନ୍ଦ୍ର ସୁଥରଙ୍କ ପ୍ରତି ହାତ ଏବଂ ପାଦରେ…

କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ବଢ଼ିଯାଏ ୭୪ ସପ୍ତାହ…

କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ୭୪ ସପ୍ତାହ ବଢ଼ିଯାଇଥାଏ। ଏନେଇ ପୋଲାଣ୍ଡର ଜେଗିଲୋନିୟନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ମୋଟ…