ରାଜ୍ୟରୁ ନିଶା ବନ୍ଦ ଦାବିରେ ନବୀନ ନିବାସ ଘେରାଉ ଉଦ୍ୟମ: ପୋଲିସ-ଆନ୍ଦୋଳନକାରୀ ଧସ୍ତାଧସ୍ତି, ୩୦ ଗିରଫ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟରେ ନିଶା ବନ୍ଦ ଦାବିରେ ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ତା’ର ଆନ୍ଦୋଳନକୁ ଜୋର୍‌ଦାର କରିଛି। ସଙ୍ଗଠନ ପକ୍ଷରୁ ଲୋୟର ପିଏମ୍‌ଜିଠାରେ ଧାରଣା…

ଆରମ୍ଭ ହେଲା ଇ-ବସ୍‌ ‘ଡେମୋ ରନ୍‌’

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଭୁବନେଶ୍ୱରରେ ଶନିବାରଠାରୁ ଇ-ବସ୍‌ର ଡେମୋ ରନ୍‌ ଆରମ୍ଭ ହୋଇଛି। କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ) ଏହି ବସ୍‌ ସେବା ଯୋଗାଇବାକୁ ଥିବାବେଳେ…

ପିଏଲ୍‌ଏଫ୍‌ଆଇ ସଦସ୍ୟଙ୍କୁ ୪ଜଣ ଜବାବ ଦେଇଥିଲୁ: ନୟାପଲ୍ଲୀ ଥାନା ଅଧିକାରୀ ଅରୁଣ କୁମାର ସ୍ବାଇଁ

ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ଓ ଆଇନଶୃଙ୍ଖଳା ରକ୍ଷା ପୋଲିସର ଗୁରୁଦାୟିତ୍ୱ। ବିଶେଷ କରି ମାଓବାଦୀ ଓ ଏହାର ଟୁକୁରା ସଂଗଠନ ପିଏଲ୍‌ଏଫ୍‌ଆଇ(ପିପୁଲ୍ସ ଲିବରେଶନ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ),…

ସମସ୍ତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟର ହୋଇଛି କମ୍ପ୍ୟୁଟରୀକରଣ: ମନ୍ତ୍ରୀ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର ସମସ୍ତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟଗୁଡିକର କମ୍ପ୍ୟୁଟରୀକରଣ କରାଯାଇଛି। ୨୦୧୩-୧୪ ଆର୍ଥିକ ବର୍ଷରେ ସୂଚନା ଓ ପ୍ରଯୁକ୍ତି ବିଭାଗରେ ଇ-ଡିଷ୍ଟ୍ରିକ୍ଟ ଆପ୍ଲିକେଶନ ବ୍ୟବସ୍ଥା କରାଯାଇଛି।…

ଜନ ଆନ୍ଦୋଳନଙ୍କ ରାଷ୍ଟ୍ରୀୟ ସମନ୍ବୟ ସମ୍ମିଳନୀ; ହକ୍‌ ମାଗିବା ଭିକ୍ଷା ନୁହେଁ: ମେଧା

ପୁରୀ ଅଫିସ, ୨୪।୧୧: ବର୍ତ୍ତମାନ ସରକାରଙ୍କ ବିଦେଶୀକରଣ ଓ କମ୍ପାନୀକରଣ ପ୍ରୀତି ଚାଲିଛି, ଯାହାକି ଏକ ସୁସ୍ଥ ସମାଜ ପାଇଁ ଠିକ୍‌ ନୁହେଁ। ଏହାକୁ ପରିତ୍ୟାଗ କରି…

୫-ଟି’କୁ ନୀତି ଆୟୋଗର ପ୍ରଶଂସା

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନକୁ ଅଧିକ ସରଳ ଏବଂ ଲୋକାଭିମୁଖୀ କରିବା ପାଇଁ ପ୍ରଚେଷ୍ଟା ଜାରି ରଖିଛନ୍ତି। ଗତ ଅକ୍ଟୋବର ୨ରୁ ‘ମୋ ସରକାର’ କାର୍ଯ୍ୟକ୍ରମ…

ଡିସେମ୍ବର ପହିଲାରୁ ସାରା ଦେଶରେ ଏକକ ଟୋଲ ଦେୟ ବ୍ୟବସ୍ଥା: ସାମିଲ ହେବ ଓଡ଼ିଶାର ୧୨ ଜାତୀୟ ରାଜପଥ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଡିସେମ୍ବର ପହିଲାରୁ ସାରା ଦେଶରେ ଲାଗୁ ହେବ ଏକକ ଟୋଲ ଦେୟ ବ୍ୟବସ୍ଥା। ଓଡ଼ିଶାର ବିଭିନ୍ନ ଜାତୀୟ ରାଜପଥରେ ମଧ୍ୟ ଜାତୀୟ ଇଲେକ୍ଟ୍ରୋନିକ ଟୋଲ…

ମହାଭାରତ ଯୁଗରୁ ବିରଜାକ୍ଷେତ୍ର….

ବରାହମାଧବ ବା ବରାହ ବିଷ୍ଣୁଙ୍କ ଉପସ୍ଥିତି ଯୋଗୁ ଯାଜପୁରକୁ ବରାହକ୍ଷେତ୍ର ବୋଲି କୁହାଯାଏ। ବରାହମାଧବଙ୍କ ଉପତ୍ତ୍ତି ସମ୍ପର୍କରେ ବିରଜାକ୍ଷେତ୍ର ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି। ଆର୍ଯ୍ୟଙ୍କ ଆର୍ଯ୍ୟେତର ଜାତିମାନଙ୍କ…

ବିଧାୟକଙ୍କୁ ଭୋପାଳ ନେଲା କଂଗ୍ରେସ

ମୁମ୍ବାଇ,୨୪ା୧୧: ମହାରାଷ୍ଟ୍ରରେ ଆସ୍ଥାଭୋଟ ପୂର୍ବରୁ ସମ୍ଭାବ୍ୟ ଘୋଡାବେପାର ରୋକିବା ପାଇଁ କଂଗ୍ରେସ ତାର ସବୁ ବିଧାୟକମାନଙ୍କୁ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳକୁ ନେଇଯାଇଛି। ଏହି ବିଧାୟକମାନଙ୍କୁ ଏକାଠି ରଖିବା…

ଜାନୁୟାରୀରୁ ମହଙ୍ଗା ହେବ ଏସି, ଫ୍ରିଜ୍‌

ନୂଆଦିଲ୍ଲୀ,୨୪-୧୧: ଆଗାମୀ ଦିନରେ ୫ ଷ୍ଟାର ବିଶିଷ୍ଟ ରେଫ୍ରିଜରେଟର ମୂଲ୍ୟ ବୃଦ୍ଧି ହେବାର ବିଶେଷ ସମ୍ଭାବନା ରହିଛି। ନୂଆ ଏନର୍ଜି ଲେବଲିଂ ନିୟମ ଜାନୁୟାରୀ ପହିଲାରୁ ଲାଗୁ…