‘ଚାଇନାର ବନ୍ଧୁକ ଶକ୍ତି ସହ ସତ୍ୟର ଲଢ଼େଇ ଜାରି ରହିବ’

ଗୟା,୨୬ା୧୨(ଏଏଫ୍‌ପି): ତିବ୍ବତ୍‌ର ବୌଦ୍ଧ ଧର୍ମାବଲମ୍ବୀମାନେ ସତ୍ୟର ଶକ୍ତି ବଳରେ ଚାଇନାର ବନ୍ଧୁକ ଶକ୍ତି ସହ ଲଢ଼େଇ ଜାରି ରଖିତ୍ବା ଲାଗି ପ୍ରତିବଦ୍ଧ ବୋଲି ଧର୍ମଗୁରୁ ଦଲାଇଲାମା କହିଛନ୍ତି।…

ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଜବ ବ୍ୟବସ୍ଥା: ଚିକିତ୍ସା ଗୃହରେ ହେଉଛି ସଭା ସମିତି

ବଅଁରପାଳ, ୨୬।୧୨ (ଡି.ଏନ୍‌.ଏ.) - ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଚିକିତ୍ସା। ଡାକ୍ତରଖାନାର ପୁରୁଣା ଘରଗୁଡ଼ିକ ଶୋଚନୀୟ ଅବସ୍ଥାରେ ଥିବାରୁ…

ଜେଜେପିରେ ବିଦ୍ରୋହ: ଉପାଧ୍ୟକ୍ଷ ପଦରୁ ରାମକୁମାରଙ୍କ ଇସ୍ତଫା

ଚଣ୍ଡିଗଡ଼,୨୬ା୧୨(ପି.ଟି.): ଦୁଷ୍ୟନ୍ତ ଚୌତାଲାଙ୍କ ଜନନାୟକ ଜନତା ପାର୍ଟି (ଜେଜେପି)ରେ ବିଦ୍ରୋହ ଦେଖାଦେଇଛି। ଦଳର ଉପାଧ୍ୟକ୍ଷ ପଦରୁ ବିଧାୟକ ରାମକୁମାର ଗୌତମ ବୁଧବାର ଇସ୍ତଫା ଦେଇଛନ୍ତି। ଦଳର କାର୍ଯ୍ୟକୁ…

ବଡ଼ଦିନରେ ଜମିଲା ବଣଭୋଜି: ନାଚ, ଗୀତରେ ସପ୍ତଶଯ୍ୟା ଉତ୍ସବମୁଖର

ଢେଙ୍କାନାଳ ଅଫିସ,୨୬ା୧୨ - ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଢେଙ୍କାନାଳର ପର୍ଯ୍ୟଟନସ୍ଥଳୀ ସବୁଜିମାମୟ ସପ୍ତଶଯ୍ୟାରେ ବୁଧବାର ବଡ଼ଦିନ ଅବସରରେ ବଣଭୋଜି ବେଶ୍‌ ଜମିଥିଲା। ଚଳିତବର୍ଷ ବହୁ ସଂଖ୍ୟକ ପର୍ଯ୍ୟଟକ…

ଜାତୀୟ ସିନିୟର ଭଲିବଲ ଉଦ୍‌ଘାଟିତ: ତ୍ରିପୁରାକୁ ହରାଇ ଓଡ଼ିଶାର ଅଭିଯାନ

ଭୁବନେଶ୍ୱର, ୨୬।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଭଲିବଲ ଆସୋସିଏଶନ ଆନୁକୂଲ୍ୟରେ କିଟ୍‌ ଇନ୍‌ଡୋର ହଲ୍‌ରେ ବୁଧବାର ଜାତୀୟ ସିନିୟର ଭଲିବଲ (ମହିଳା ଓ ପୁରୁଷ) ଚାମ୍ପିୟନଶିପ୍‌ର ୬୮ତମ ସଂସ୍କରଣ…

ଟାଟା ସନ୍ସ ଅଧ୍ୟକ୍ଷ ପଦବୀକୁ ଫେରିବାକୁ ଇଚ୍ଛୁକ ନୁହନ୍ତି ମିସ୍ତ୍ରି

ନୂଆଦିଲ୍ଲୀ,୨୬।୧୨: ଟାଟା ସନ୍ସର ଅଧ୍ୟକ୍ଷ ପଦବୀକୁ ପୁଣି ଫେରିବାକୁ ସାଇରସ ମିସ୍ତ୍ରି ଇଚ୍ଛୁକ ନ ଥିବା ଜଣାପଡିଛି। ଏକ ଜାତୀୟ ମୁଦ୍ରିତ ଗଣମାଧ୍ୟମରେ ଏ ସମ୍ପର୍କରେ ଏକ…

ଅନାଥ ଶିଶୁଙ୍କ ସହ ବଡ଼ଦିନ ପାଳିଲେ ମହିଳା କମିଶନ ସଦସ୍ୟା

ରାଇକିଆ,୨୬ା୧୨(ଡ଼ି.ଏନ.ଏ)- ନିଆରା ଢ଼ଙ୍ଗରେ ବଡ଼ଦିନ ପାଳନ କରିଛନ୍ତି ରାଜ୍ୟ ମହିଳା କମିଶନ ସଦସ୍ୟା ଜଲିନା ପ୍ରିୟଦର୍ଶିନୀ । ବୁଧବାର ସେ ରାଇକିଆ କନଭେଣ୍ଟ ପରିସରରେ ଥିବା ଅନାଥ…

ଓଡ଼ିଆ ସାହିତ୍ୟର ପ୍ରସାରରେ ଇଣ୍ଟରନେଟ୍‌ ବାଧକ

ବ୍ରହ୍ମପୁର ଅଫିସ,୨୬ା୧୨- ଗଞ୍ଜାମ ଜିଲା ଲେଖକ ସାମ୍ମୁଖ୍ୟର ସପ୍ତଦଶତମ ସ୍ବନକ୍ଷତ୍ର ସମାରୋହ ବୁଧବାର ବ୍ରହ୍ମପୁର ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନର ଡିଜିଟାଲ ଓ…

ଚିଲିକା ଉତ୍ତରନାଶୀରେ ପକ୍ଷୀ ସୁରକ୍ଷା ଢିଲା

କଣାସ, ୨୬ା୧୨(ସ୍ବ.ପ୍ର.): ଶୀତ ପଡିଲେ ବିଦେଶାଗତ ପକ୍ଷୀଙ୍କ କଳରାବରେ ମୁଖରିତ ହୋଇଉଠେ ଚିଲିକା। କିନ୍ତୁ ନଳବଣରେ ଖାଦ୍ୟ ଅଭାବ ଯୋଗୁ ପକ୍ଷୀମାନେ ଉତ୍ତରନାଶୀ ଦୟା ଓ ମକରା…

ଘୁମୁସର ଇତିହାସ ବହୁ ପୁରୁଣା

ଭଞ୍ଜନଗର,୨୬ା୧୨(ଡି.ଏନ.ଏ.)- ଘୁମୁସର ଇତିହାସ ଅତି ପୁରୁଣା। ଏହାର ଅଧିକ ଗବେଷଣା ସହ ପ୍ରଚାର ଓ ପ୍ରସାର ଆବଶ୍ୟକ ବୋଲି ଘୁମୁସର ଗବେଷଣା ପ୍ରତିଷ୍ଠାନର ଦ୍ୱିତୀୟ ବାର୍ଷିକୋତ୍ସବରେ ବକ୍ତାମାନେ…