୧୯ ବର୍ଷରୁ କମ୍‌ କ୍ରିକେଟ ଦଳରେ ମାଲକାନଗିରିର ବିଟୁ ସାମିଲ

ମାଲକାନଗିରି,୨୫ା୧୨ (ସ.ପ୍ର.): ମାଲକାନଗିରି ଜିଲାର ବିଟୁ ଶାହା ଓଡିଶା କ୍ରିକେଟ ଦଳରେ ସାମିଲ ହୋଇଛନ୍ତି। ୧୯ ବର୍ଷରୁ କମ୍‌ ଓଡିଶା କ୍ରିକେଟ ଦଳରେ ସେ ସ୍ଥାନ ପାଇଛନ୍ତି।…

ବିଭିନ୍ନ ଧାନମଣ୍ଡି ପରିଦର୍ଶନ କଲେ ଉପଜିଲାପାଳ

ଆଠମଲ୍ଲିକ,୨୫।୧୨(ଡି.ଏନ.ଏ.): ଆଠମଲ୍ଲିକ ଉପଜିଲାପାଳ ଡ.ରଜନୀକାନ୍ତ ବିଶ୍ୱାଳ ବୁଧବାର ଆଠମଲ୍ଲିକ ଓ କିଶୋରନଗର ଅଞ୍ଚଳର ବିଭିନ୍ନ ଧାନମଣ୍ଡି ପରିଦର୍ଶନ କରିଛନ୍ତି। ଏହି ଅବସରରେ ମଣ୍ଡିକୁ ଧାନ ଆଣିଥିବା ପଞ୍ଜିକୃତ…

ଭୀମକୁଣ୍ଡରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ

ପାଟଣା/ଠାକୁରମୁଣ୍ଡା, ୨୫।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ପ୍ରଥମ କୁଣ୍ଡରେ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଥିବା…

ଚାକିରି ନାଁରେ ଠକେଇ: ଜେଲ ଗଲେ ଯୁବକ

ଭଦ୍ରକ ଅଫିସ,୨୫।୧୨: ଭଦ୍ରକ ସହର ଚରମ୍ପାଠାରେ ଏକ ନକଲି ଏଜେନ୍ସି ଖୋଲି ନିଯୁକ୍ତି ଦେବା ନାଁରେ ଆଶାୟୀଙ୍କଠାରୁ ଅର୍ଥ ଆଦାୟ କରି ଠକେଇ ଅଭିଯୋଗରେ ଟାଉନ ଥାନା…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୫।୧୨: ଅସାମାଜିକ କାର୍ଯ୍ୟରୁ ବାଦ୍‌ପଡୁନି ପାକିସ୍ତାନ। ଲଗାତାର ଭାରତ ସୀମା ନିୟନ୍ତ୍ରଣ ରେଖାରେ(ଏଲ୍‌ଓସି) ଅସ୍ତ୍ରବିରତି ଉଲ୍ଲଂଘନ କରିଚାଲିଛି ପାକିସ୍ତାନ। ବୁଧବାର ପୁଣି ଥରେ ଜମ୍ମୁ-କଶ୍ମୀରର ଉରି ସେକ୍ଟରରେ…

ବାଜପେୟୀଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କଲେ ମୋଦି

ଲକ୍ଷ୍ନୌ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନ ଅବସରରେ ବୁଧବାର ଉତ୍ତରପ୍ରଦେଶ ଲକ୍ଷ୍ନୌସ୍ଥିତ ଲୋକ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରତିମୂର୍ତ୍ତି ଲୋକାର୍ପଣ କରିଛନ୍ତି।…

ଜୟଙ୍କ ଜନ୍ମଦିନରେ ଝିଅର ଫଟୋ ଶେୟାର କରି ଶୁଭେଚ୍ଛା ଜଣାଇଲେ ମାହି

ବମ୍ବେ: ଟେଲି ଅଭିନେତା ଜୟ ଭାନୁଶାଳୀଙ୍କ ଆଜି ଅର୍ଥାତ ବୁଧବାର ଜନ୍ମଦିନ। ଏହି ଉପଲକ୍ଷେ ଜୟଙ୍କ ନିକଟକୁ ପ୍ରଶଂସକମାନଙ୍କର ଶୁଭେଚ୍ଛାର ସୁଅ ଛୁଟୁଛି। ଅପରପକ୍ଷେ ପ୍ରଶଂସକଙ୍କୁ ଖୁସି…

ଚଳିତ ସପ୍ତାହରେ ବିଗ୍‌ବସ୍‌ରୁ ବାହାରିବେ ଏହି ଦୁଇ ପ୍ରତିଯୋଗୀ

ବମ୍ବେ: ଆରମ୍ଭରୁ ଚର୍ଚ୍ଚାରେ ରହିଛି ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌-୧୩। ପ୍ରତିଯୋଗୀମାନଙ୍କ ବ୍ୟକ୍ତିଗତ ଜୀବନ ଏବଂ ଘର ମଧ୍ୟରେ ଗଢ଼ି ଭାଙ୍ଗୁଥିବା ସମ୍ପର୍କକୁ ପ୍ରଶଂସକ ବେଶ ପସନ୍ଦ…

ଫାଇନାଲ୍‌ ହେଲା ବିବାହ ତାରିଖ, ୨୭ ଡିସେମ୍ବରରେ ହାତକୁ ଦୁଇ ହାତ ହେବେ ମୋନା !

ବମ୍ବେ: ହାତକୁ ଦୁଇ ହାତ ହେବେ ଟେଲି ଅଭିନେତ୍ରୀ ମୋନା ସିଂ। ଦକ୍ଷିଣ ଭାରତର ଇନ୍‌ଭେଷ୍ଟମେଣ୍ଟ ବ୍ୟାଙ୍କର ଶ୍ୟାମଙ୍କୁ ସେ ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି।…

ସୂର୍ଯ୍ୟୋପରାଗ: ଗର୍ଭବତୀ ଏହିସବୁ ଦିଗ ପ୍ରତି ଦିଅନ୍ତୁ ଦୃଷ୍ଟି

୨୬ ତାରିଖ ସକାଳେ ଏକ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା ଦକ୍ଷିଣ-ଭାରତର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବେ ଦେଖାଯିବାକୁ ଥିବାବେଳେ ଓଡ଼ିଶାରେ ଆଂଶିକ ଭାବେ ଦେଖାଯିବ।…