ମୋଦି-ଶାହ ଆଇନଜୀବୀଙ୍କ ଭଳି କଥା କହିବା ବନ୍ଦ କରନ୍ତୁ: ସିଙ୍ଘଓ୍ବୀ

ନୂଆଦିଲ୍ଲୀ,୨୫।୧୨: ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ନେଇ କଂଗ୍ରେସ ଭାଜପା କୁ ଘେରିବାରେ ଲାଗିଛି। ଏହି ମର୍ମରେ ବରିଷ୍ଠ କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଓ୍ବୀ ପ୍ରଧାନମନ୍ତ୍ରୀ…

ପାଳନ ହେଲା ବଡ଼ଦିନ: ବାଇବେଲ୍‌ ପାଠ ସହ ପ୍ରାର୍ଥନାରେ ପ୍ରକମ୍ପିତ ଚର୍ଚ୍ଚ ଗୃହ

ଦାରିଙ୍ଗବାଡ଼ି,୨୫।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ବଡ଼ଦିନ ଶାନ୍ତି ଶୃଙ୍ଖଳାର ସହ ପାଳନ ହେଉଛି। ଏହି ଅବସରରେ ସମସ୍ତ ଖ୍ରୀଷ୍ଟଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଦେଖାଯିବା…

କିଏ ସେହି ସାନ୍ତା କ୍ଲଜ୍‌, ଯାହାଙ୍କୁ ପିଲାମାନେ ଆଗ୍ରହର ସହ ଅପେକ୍ଷା କରିଥାନ୍ତି

ବଡଦିନ ଆସିଲେ ସାନ୍ତା କ୍ଲଜ୍‌ କଥା ମନେପଡେ। ବଡଦିନର ଅନ୍ୟ ଏକ ପ୍ରମୁଖ ବ୍ୟକ୍ତି ହେଉଛନ୍ତି ସାନ୍ତା କ୍ଲଜ। ଖାସ୍‌ ଭାବେ ପିଲାଙ୍କ ମଧ୍ୟରେ ଏହି ପର୍ବକୁ…

ଅଟଳ ଟନେଲ୍‌: ହିମାଚଳପ୍ରଦେଶ ସହିତ ଲଦାଖ୍‌ ଏବଂ ଜମ୍ମୁ-କଶ୍ମୀର ମଧ୍ୟରେ ଯୋଗାଯୋଗ ହେବ ସହଜ

ନୂଆଦିଲ୍ଲୀ,୨୫।୧୨: ମନାଲୀଠାରୁ ଲେହ ପର୍ଯ୍ୟନ୍ତ ନିର୍ମିତ ହେଉଥିବା ରୋହତାଙ୍ଗ ଟନେଲ୍‌କୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଟଳ ଟନେଲ୍‌ ଭାବେ ନାମିତ କରିଛନ୍ତି। ୮.୮ କିଲୋମିଟର ଦୀର୍ଘ…

ସୂର୍ଯ୍ୟୋପରାଗ ଲାଗି ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରସ୍ତୁତ ହେଲା ନୀତିକାନ୍ତି

ଆରଡ଼ି,୨୫।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ସୂର୍ଯ୍ୟୋପରାଗ ଲାଗି ବୁଧବାର ସମସ୍ତ ନୀତିକାନ୍ତି ପ୍ରସ୍ତୁତ ହୋଇଛି । ବିରଜା ପଞ୍ଜିକା…

ଗର୍ଭାବସ୍ଥାରେ ଦେହ ପାଇଁ ହିତ ଦେଶୀ ଘିଅ

ଗର୍ଭାବସ୍ଥାରେ ଦେଶୀ ଗାଈ ଘିଅ ଖାଇଲେ ଦେହ ପାଇଁ ହିତକର ହୋଇଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ଏକ ରିପୋର୍ଟରୁ ପ୍ରକାଶ, ଦେଶୀ ଘିଅରେ ପର୍ଯ୍ୟାପ୍ତ ମାତ୍ରାରେ…

ଐଶ୍ଚର୍ଯ୍ୟାଙ୍କୁ ପ୍ରତି ମାସରେ ୨୨ ହଜାର ଟଙ୍କା ଦେବେ ତେଜପ୍ରତାପ

ପାଟନା,୨୫।୧୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜପ୍ରତାପ ଏବଂ ବୋହୂ ଐଶ୍ଚର୍ଯ୍ୟା ରାୟଙ୍କ ମଧ୍ୟରେ ଛାଡପତ୍ର ପ୍ରକ୍ରିୟାର ଶୁଣାଣି ଫ୍ୟାମିଲି କୋର୍ଟରେ ଆରମ୍ଭ…

ଆରମ୍ଭ ହେଲା ଅଟଳ ଭୂଜଳ ଯୋଜନା: ୮ ହଜାରରୁ ଅଧିକ ଗାଁରେ ପହଞ୍ଚିବ ପିଇବା ପାଣି

ନୂଆଦିଲ୍ଲୀ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ତମ ଜୟନ୍ତୀ ଅବସରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଟଳ ଭୂଜଳ ଯୋଜନା ଆରମ୍ଭ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ନିୟନ୍ତ୍ରଣ ରେଖାରେ ଯବାନ ପାଳିଲେ ବଡ଼ଦିନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଶ୍ରୀନଗର,୨୫।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଯବାନମାନେ ବଡ଼ଦିନ ପାଳନ କରୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଯବାନମାନେ ଜିଙ୍ଗଲ୍‌ ବେଲ୍‌…

ରାହୁଲ-ପ୍ରିୟଙ୍କାଙ୍କୁ ସାବଧାନ; ସେମାନେ ପେଟ୍ରୋଲ୍‌ ବମ୍‌: ଅନୀଲ୍‌ ବିଜ୍‌

ଚଣ୍ଡିଗଡ଼, ୨୫।୧୨: ହରିୟାଣା ସ୍ବରାଷ୍ଟ୍ରମନ୍ତ୍ରୀ ଅନୀଲ୍‌ ବିଜ୍‌ଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସେ ଟୁଇଟ୍‌ କରି କହିଛନ୍ତି ଯେ, ରାହୁଲ…