ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ସଫଳ ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଢେଙ୍କାନାଳ ଅଫିସ,୨୫ା୧୨: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏମ୍‌ପି ମହେଶ…

ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ: କର୍ମଚାରୀଙ୍କୁ ମାଡ଼ ମାରି ଯୁବକ ଫେରାର

ବାଲେଶ୍ୱର ଅଫିସ, ୨୫।୧୨-ନୂତନ ଆଧାର କାର୍ଡ କରିବାର ବିଳମ୍ବ ହେବାରୁ ବାଲେଶ୍ୱର ଜିଲାପାଳ ଅଫିସ୍‌ ପରିସର ସରକାରୀ ଗୃହରେ ଓକାକ୍‌ ଦ୍ୱାରା ଅନୁମୋଦିତ ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ ଘଟିଛି।…

ଡୋନାଙ୍କୁ ବିବାହ କରିବା ପରେ ବି ନଗ୍‌ମାଙ୍କ ପ୍ରତି ଆକର୍ଷିତ ହୋଇଥିଲେ ସୌରଭ ଗାଙ୍ଗୁଲୀ…

ମୁମ୍ବାଇ,୨୫।୧୨: ସାଉଥ୍‌ ଅଭିନେତ୍ରୀ ନଗ୍‌ମା ବୁଧବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ଡିସେମ୍ବର ୨୫ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ନନ୍ଦିତା…

ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ସେକ୍ସନରେ ବସୁଛନ୍ତି ୧୫୦ ଶିକ୍ଷାର୍ଥୀ

ଆଠମଲ୍ଲିକ,୨୫ା୧୨(ଡି.ଏନ.ଏ.) - ସରକାରୀ ଉଦାସୀନତା ତଥା ଶିକ୍ଷା ବିଭାଗର ଚରମ ଅବହେଳା ଯୋଗୁ ଆଠମଲ୍ଲିକ ସଦର ମହକୁମାରେ ଥିବା ମହେନ୍ଦ୍ର ହାଇସ୍କୁଲର ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି।…

ବୈଜ୍ଞାନିକ ପଦ୍ଧତିରେ ହେଉ ଶିକ୍ଷାଦାନ

କାମାକ୍ଷାନଗର,୨୫।୧୨(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ବୁଢିବିଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ସମାରୋହ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ସଭାପତି ନୃସିଂହଚରଣ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟଅତିଥି…

ମିଶନ ଇନ୍ଦ୍ରଧନୁଷ୍‌ ଟାସ୍କ ଫୋର୍ସ ବୈଠକ

ଫୁଲବାଣୀ ଅଫିସ, ୨୫ା୧୨- ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସଶକ୍ତ ମିଶନ ଇନ୍ଦ୍ରଧନୁଷ ଟାସ୍କ ଫୋର୍ସ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି. ଏଥିରେ…

ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୧୨- ଗଞ୍ଜାମ ଜିଲା ସ୍ବତନ୍ତ୍ର ପୋକ୍‌ସୋ ଜଜ ତଥା ଅତିରିକ୍ତ ଦୌରା ଜଜ (ଏଡିଜେ)-୨ ଜଗଦୀଶ ପ୍ରସାଦ ମହାନ୍ତି ମଙ୍ଗଳବାର ଏକ ବଳାତ୍କାର ମାମଲାର ଶୁଣାଣି…

ଭୂତସରସିଙ୍ଗି ସମିତିସଭ୍ୟ ପଦବୀ ଅସିଦ୍ଧ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.): ପୁରୁଷୋତ୍ତମପୁର ବ୍ଲକ ଭୂତସରସିଙ୍ଗି ପଞ୍ଚାୟତର ସମିତିସଭ୍ୟ ପଦବୀକୁ ଛତ୍ରପୁର ସିଭିଲ ଜଜ୍‌ (ସିନିୟର ଡିଭିଜନ) ସ୍ବଂୟପ୍ରଭା ଆଚାର୍ଯ୍ୟ ମଙ୍ଗଳବାର ଅସିଦ୍ଧ ଘୋଷଣା କରିଛନ୍ତି। ଭୂତସରସିଙ୍ଗି ସମିତିସଭ୍ୟ…

ମଧୁ ଆପ୍‌କୁ ପ୍ରଶଂସା କଲେ ସଚିବ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.)- ଭୁବନେଶ୍ୱରଠାରେ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଭିଡିଓ କନଫରେନ୍ସିଂ ଜରିଆରେ ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ଛତ୍ରପୁରସ୍ଥିତ ସମଗ୍ର ଶିକ୍ଷା…

ଆନ୍ତଃରାଜ୍ୟ ଫୁଟବଲ୍‌ ଟୁର୍ନାମେଣ୍ଟ: ଧାନବାଦ ଫୁଟବଲ୍‌ ଏକାଡେମୀ ଚାମ୍ପିୟନ

ଆନନ୍ଦପୁର,୨୫।୧୨(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ ଅନ୍ତର୍ଗତ ତରତରା ଖେଳପଡିଆଠାରେ ଅନୁଷ୍ଠିତ ହେଉଥିବା ୨୧ତମ ଆନ୍ତଃରାଜ୍ୟ ଫୁଟବଲ ଟୁର୍ନାମେଣ୍ଟର ତୃତୀୟ ଦିବସରେ ମା’ ଭୁଆଶୁଣି କଟକ ଏବଂ ଧାନବାଦ ଫୁଟବଲ୍‌ ଏକାଡେମୀ…