କେନ୍ଦ୍ର ସରକାର ପୁଡୁଚେରୀକୁ ଟ୍ରାନ୍ସଜେଣ୍ଡର ଘୋଷଣା କରିଦିଅନ୍ତୁ: ଭି.ନାରାୟଣସାମୀ

ପୁଡୁଚେରୀ,୨୨।୧୧:କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସାମୀ। ଯେତେବେଳେ ଯାହା ମନ ହେଉଛି ସରକାର ଆମ ଉପରେ ସେହି ହିସାବରେ ବ୍ୟବହାର କରୁଛନ୍ତି। ତାଠାରୁ…

ହଟ୍‌ ବିକିନି ପିନ୍ଧିବା ପଡିଲା ମହଙ୍ଗା: ଅଭିନେତ୍ରୀ ବାଣୀ କପୁରଙ୍କ ନାଁରେ ମାମଲା ରୁଜୁ

ବଲିଉଡ୍‌ ଅଭିନେତ୍ରୀ ବାଣୀ କପୁର ବିବାଦରେ ଫଶିଯାଇଛନ୍ତି। ବାଣୀଙ୍କ ଏକ ଫଟୋକୁ ନେଇ ମୁମ୍ବାଇର ଏକ ଥାନାରେ ମାମଲା ରୁଜୁ ହୋଇଛି। ନିକଟରେ ନିଜ ଇନଷ୍ଟାଗ୍ରାମରେ ବାଣୀ…

ମହଙ୍ଗା ପଡ଼ିଲା ଖାକି ବର୍ଦ୍ଦିରେ ନିଶା କାରବାର: କନଷ୍ଟେବଳ ଜାନକୀବଲ୍ଲଭ ବହିଷ୍କୃତ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ପୋଲିସ ବିଭାଗରେ ଚାକିରି କରି ବ୍ରାଉନସୁଗାର ବେପାର କରିବା ଶେଷରେ ମହଙ୍ଗା ପଡ଼ିଛି। କିଛିଦିନ ତଳେ ଗିରଫ ହୋଇଥିବା କନଷ୍ଟେବଳ ଜାନକୀବଲ୍ଲଭ ଭାରିମଲ୍ଲଙ୍କୁ ଚାକିରିରୁ ବିଦା…

ଉଦ୍ଧବ ଠାକ୍‌ରେ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ: ସଞ୍ଜୟ କହିଲେ, ସ୍ବାଭିମାନ ପାଇଁ କିଛି ସମ୍ପର୍କରୁ ବାହାରିଯିବା ଆବଶ୍ୟକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବଚନ ଫଳାଫଳ ଆସିବାର ମାସେ ପୂରିଥିଲେ ମଧ୍ୟ ରାଜ୍ୟରେ ସରକାର କିଏ ଗଠନ କରିବ ତାହା ଏପର୍ଯ୍ୟନ୍ତ ନିଷ୍ପତି ହୋଇପାରିନାହିଁ। ସଂଖ୍ୟା ଅଭାବରୁ…

ଗୋତି ଶ୍ରମିକ ମୁକ୍ତି ମାମଲା: ସଂଶୋଧିତ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

କଟକ ଅଫିସ,୨୨ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଆଣ୍ଟି ସ୍ଲାଭେରୀ ଇଣ୍ଡିଆ ସଂସ୍ଥାର ମୁଖ୍ୟ ତଥା ମାନବାଧିକାର କର୍ମୀ…

୫ହଜାର ଲାଞ୍ଚ: ସେକ୍ସନ ଅଫିସର ଗିରଫ

କଟକ ଅଫିସ,୨୨ା୧୧:  ଭୁବନେଶ୍ୱର ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶାଳୟର ସେକ୍ସନ ଅଫିସର ଗୀତା ଖାଡିଆ ୫ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଗୁରୁବାର ଏହି ଲାଞ୍ଚ…

ଚେକ ବାଉନ୍ସ ମାମଲାରେ ଜଣେ ଗିରଫ

ପୁରୁଣା ଭୁବନେଶ୍ୱର,୨୨ା୧୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ଥାନା ଅଧୀନ ଶ୍ରୀରାମନଗରର ଜଣେ ମହିଳାଙ୍କଠାରୁ ଧାର ଟଙ୍କା ନେଇ ଚେକ୍‌ ଦେବା ଏବଂ ପରବର୍ତ୍ତୀ ସମୟରେ ୩ଟି ଚେକ୍‌ ବାଉନ୍ସ ହେବା…

ଭାଜପାରେ ମିଶିଲେ ପାଟଣାଗଡ଼ ବିଜେଡିର ବହୁ ନେତା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ବହୁ ବିଜେଡି ନେତା ଦଳଛାଡି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବତନ ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଅନ୍ୟ…

୩ ବର୍ଷରେ ମୋଦିଙ୍କ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ତିନି ବର୍ଷରେ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା ହୋଇଛି। କେନ୍ଦ୍ର ବର୍ହିିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ…

୨୩ରୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି: ଯୋଗଦେବେ ୧୦ ହଜାର ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଆସନ୍ତା ୨୩ରୁ ୨୭ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ଲାଟିନମ ଜୁବିଲି ପାଳନ କରାଯିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ…