ସରିଲା ସୀମାନ୍ତ ମହୋତ୍ସବ: ‘ଯୁବପିଢି ଚାକିରି ପଛରେ ନ ଗୋଡାଇ ସ୍ବାବଲମ୍ବୀ ହୁଅ’

ରେମୁଣା, ୨୨ା୧୧(ଡି.ଏନ.ଏ.)-ବିଜୁ ପଟ୍ଟନାୟକ ସ୍ମୃତି କମିଟି, ସୀମାନ୍ତ ମହୋତ୍ସବ କମିଟି ଓ ଯାତ୍ରା କମିଟିର ମିଳିତ ଆନୁକୂଲ୍ୟରେ ବାଲେଶ୍ୱର ମୟୂରଭଞ୍ଜ ସୀମାନ୍ତ ଦୁର୍ଗାଦେବୀ ରାଉତୁରାପୁରଠାରେ ଚାଲିଥିବା ୪ଦିନିଆ…

ବର୍ଷକରେ ୬ ବିଡିଓଙ୍କ ବଦଳି: ବ୍ଲକରେ ଉନ୍ନୟନ କାମ ବାଧାପ୍ରାପ୍ତ

ବାହାନଗା, ୨୨।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ବିଚିତ୍ର ନୀତି ଦେଖିବାକୁ ମିଳିଛି ା ୨୦୧୮-୨୦୧୯ ବର୍ଷକ ମଧ୍ୟରେ ୬ଜଣ ବିଡିଓ ଆସିଲେଣି। ତେବେ କେହି ସ୍ଥାୟୀ ଭାବେ…

ଭାରତ-ଓ୍ବେଷ୍ଟଇଣ୍ଡିଜ ଟି୨୦: ସୁରକ୍ଷା ଦେବାକୁ ମନା କଲା ମୁମ୍ବାଇ ପୋଲିସ

ମୁମ୍ବାଇ,୨୨।୧୧- ଆସନ୍ତା ୬ ତାରିଖରେ ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଟି୨୦ ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହି ମ୍ୟାଚ୍‌ ଲାଗି…

ଧେର୍‌ସଙ୍କ ଷ୍ଟଣ୍ଟରେ ଦର୍ଶକ ଉତ୍ସାହିତ

ଭୁବନେଶ୍ୱର, ୨୨।୧୧(କ୍ରୀଡ଼ା ପ୍ରତିନିଧି)- ରେଡ୍‌ ବୁଲ୍‌ ଆଥଲେଟ୍‌ ଓ ବିଏମ୍‌ଏକ୍ସ ପାର୍କ କିମ୍ବଦନ୍ତୀ ଡାନିଏଲ୍‌ ଧେର୍‌ସ ଗୁରୁବାର କିଟ୍‌ ପରିସରରେ ଚିତ୍ତାକର୍ଷକ ଷ୍ଟଣ୍ଟ୍‌ (ଦୁଃସାହସିକ ସାଇକେଲ ଚାଳନା)…

କୁନାଲଙ୍କୁ ସିନିୟର ବିଲିୟାଡର୍‌ସ ଟାଇଟଲ୍‌

କଟକ ଅଫିସ,୨୨ା୧୧- କଟକ କ୍ଲବଠାରେ ଚାଲିଥିବା ୨୬ତମ ଅଲ ଓଡ଼ିଶା ବିଲିୟାର୍ଡସ ଓ ସ୍ନୁକର ରାଜ୍ୟ ର଼୍ୟାଙ୍କିଙ୍ଗ୍‌ ଚାମ୍ପିୟନଶିପରେ ଗୁରୁବାର ସିନିୟର ବିଲିୟାଡର୍‌ସ ପ୍ରତିଯୋଗିତା ଶେଷ ହୋଇଛି।…

ଜାତୀୟ ବେଞ୍ଚ୍‌ପ୍ରେସ୍‌ ପାଇଁ ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର, ୨୨।୧୧(କ୍ରୀଡ଼ା ପ୍ରତିନିଧି)- ଚଳିତମାସ ୨୪ରୁ ୨୭ ପର୍ଯ୍ୟନ୍ତ ଦିଲ୍ଲୀଠାରେ ହେବାକୁଥିବା ଜାତୀୟ ବେଞ୍ଚ୍‌ପ୍ରେସ୍‌ ପ୍ରତିଯୋଗିତା ପାଇଁ ଗୁରୁବାର ୯ ଜଣିଆ ଓଡ଼ିଶା ଦଳ ଘୋଷିତ ହୋଇଛି।…

ଭାରତୀୟ ମହିଳା କ୍ରିକେଟ୍‌ ଦଳର ସିରିଜ୍‌ କ୍ଲିନସୁଇପ୍‌

ଗୁୟାନା,୨୨।୧୧(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ରେ ଭାରତୀୟ ମହିଳା ଦଳ ତା’ର ଅପରାଜେୟ ଧାରା ବଜାୟ ରଖି ୫ ମ୍ୟାଚ୍‌ବିଶିଷ୍ଟ ସିରିଜ୍‌କୁ ପୋଛିନେଇଛି। ବେଦା କ୍ରିଷ୍ଣମୂର୍ତ୍ତି ଓ…

ଭୁବନେଶ୍ୱରଙ୍କ ପ୍ରତ୍ୟାବର୍ତ୍ତନ, ଶିଭମଙ୍କୁ ସୁଯୋଗ

କୋଲକାତା, ୨୨।୧୧(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ଓ ଏକଦିବସୀୟ କ୍ରିକେଟ ସିରିଜ ପାଇଁ ଗୁରୁବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଆହତ ସମସ୍ୟାରୁ ମୁକୁଳିଥିବା ଭୁବନେଶ୍ୱର କୁମାର…

ଅକ୍ଟୋବରରେ ୨.୫୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ

ମୁମ୍ବାଇ,୨୨-୧୧-ଅକ୍ଟୋବର ମାସରେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୨.୫୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ପାର୍ବଣ ସମୟ ଲାଗି ଏହି ଋଣ ପ୍ରଦାନ କରାଯାଇଥିବା କେନ୍ଦ୍ର…

ଖାଉଟି ସର୍ଭେ ଡାଟା ପ୍ରକାଶ କରିବାକୁ ଚିଠି ଲେଖିଲେ ୨୦୦ ସ୍କଲାର

ମୁମ୍ବାଇ,୨୨-୧୧: ଖାଉଟି ଖର୍ଚ୍ଚ ସର୍ଭେ ଡାଟାକୁ ପ୍ରକାଶ କରିବାକୁ ସରକାରଙ୍କୁ ୨୦୦ ସ୍କଲାର ଚିଠି ଲେଖିଛନ୍ତି। ଡାଟା ଗୁଣବତ୍ତାରେ ଅସୁବିଧା ରହିଥିବାରୁ ୨୦୧୭-୧୮ର ଡାଟା ପ୍ରକାଶ ପାଇବ…