ସରିଲା ରାଜ୍ୟସ୍ତରୀୟ ଯୁବ ମହୋତ୍ସବ

ଭଦ୍ରକ ଅଫିସ, ୨୨।୧୨- ଭଦ୍ରକ ନେହେରୁ ଷ୍ଟାଡିୟମରେ ଚାଲିଥିବା ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସଭାରେ ୧୮ଟି ବିଭାଗରେ ୩ଟି ଲେଖାଏ ପୁରସ୍କାର…

୨ ଯୁବକଙ୍କୁ ଆଜୀବନ କାରାଦଣ୍ଡାଦେଶ

ରାଇରଙ୍ଗପୁର, ୨୨।୧୨(ଡି.ଏନ.ଏ.)- ପଡ଼ୋଶୀ ଝାଡଖଣ୍ଡ ରାଜ୍ୟ ଜାମସେଦପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ହତ୍ୟା କରାଯିବା ମାମଲାର ବିଚାର କରି ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା ଓ…

୩ ଲଜ୍‌ରେ ଅନୈତିକ କାର୍ଯ୍ୟ: ଧରାପଡ଼ିଥିବା ୧୬ ଯୁବକ ଗିରଫ

ବାରିପଦା ଅଫିସ,୨୨।୧୨- ମୟୂରଭଞ୍ଜ ଜିଲା ବାରିପଦା ସହର ଜନଗହଳିପୂର୍ଣ୍ଣ ବଗୁଳି ମାର୍କେଟରେ ଥିବା ୩ଟି ଲଜ୍‌ରେ ଦେହ ବେପାର ଭଳି ଅନୈତିକ କାର୍ଯ୍ୟ ଚାଲିଥିବା ସନ୍ଦେହରେ ସ୍ଥାନୀୟ…

ଥମୁନି ହାତୀ ଉପଦ୍ରବ: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଠାକୁରମୁଣ୍ଡା,୨୨।୧୨ (ଡି.ଏନ.ଏ.) -କେନ୍ଦୁଝର ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଲାଗି ରହିଛି। ରାତି ହେଲେ ହାତୀପଲ ଜଙ୍ଗଲ ତଳି ଇଲାକାର ବିଭିନ୍ନ…

ବିଭିନ୍ନ କଲେଜରେ ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ଯାଞ୍ଚ

ବାଲେଶ୍ୱର ଅଫିସ, ୨୨।୧୨-ଭାରତ ସରକାରଙ୍କ ଯୁବନୀତି ୨୦୧୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଏଫଏମ୍‌ କନିଷ୍ଠ ମହାବିଦ୍ୟାଳୟ ତରଫରୁ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ବାରବାଟୀରେ ସିରିଜ ନିର୍ଣ୍ଣାୟକ ମୁକାବିଲା

କଟକ,୨୧।୧୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟର ମକ୍କାଭାବେ ପରିଚିତ ବାରବାଟୀ ଷ୍ଟାଡିୟମ ଏବେ ଚଳଚଞ୍ଚଳ। ଏହି ଐତିହାସିକ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ହେବ ଭାରତ-ଓ୍ବେଷ୍ଟଇଣ୍ଡିଜ ସିରିଜର ତୃତୀୟ ତଥା…

କୋର୍ଟରୁ ଫାଇଲ୍‌ ଚୋରି: ଅଭିଯୁକ୍ତ ଅଟକ, ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ,୨୧।୧୨: ବାଲେଶ୍ୱର ସିଭିଲ ଜଜ୍‌ ଜୁନିୟର ଡିଭିଜନ୍‌ (ମୁନସିଫ୍‌) କୋର୍ଟର ନିର୍ବାଚନ ମିସ୍‌ କେସ୍‌ (ନଂ. ୧୬/୧୭)ର ଫାଇଲ୍‌ ଚୋରି ହୋଇଯାଇଥିବା ଶନିବାର ଜଣାପଡ଼ିଥିଲା। ସିସିଟଭି…

ହିଞ୍ଜିଳିକାଟୁରେ ଧାନମଣ୍ଡି ଉଦ୍‌ଘାଟନ କଲେ ଜିଲାପାଳ

ହିଞ୍ଜିଳିକାଟୁ,୨୧।୧୨(ଡି.ଏନ୍‌.ଏ.): ଖରିଫ ଧାନ ସଂଗ୍ରହ ପାଇଁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାରଠାରୁ ଧାନମଣ୍ଡି ଉଦ୍‌ଘାଟିତ ହୋଇଛି। ପୂର୍ବାହ୍ନରେ ସମରଝୋଳ ପ୍ରାଥମିକ ସମବାୟ ସମିତିରେ…

ପର୍ଯ୍ୟଟକଙ୍କ ମନ ମୋହୁଛି ଗୁରୁବେଡା ପିକନିକ୍‌ ସ୍ପଟ

ଯୋଡ଼ା,୨୧।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ବ୍ଲକର ଜଜାଙ୍ଗ ପଞ୍ଚାୟତର ବୈତରଣୀ ନଦୀ ଅବବାହିକାରେ ଅବସ୍ଥିତ ଗୁରୁବେଡା ପିକ୍‌ନିକ୍‌ ସ୍ପଟ। ଜଙ୍ଗଲ ଓ ପାହାଡଘେରା ପରିବେଷ୍ଟିତ ଏହି ପିକ୍‌ନିକ୍‌…